शुक्रवार, नवंबर 22 2024 | 10:21:23 AM
Breaking News
Home / Choose Language / Odia / ଭାରତୀୟ ଅର୍ଥନୀତିଜ୍ଞ ତଥା ଅର୍ଥନୈତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ଡ. ବିବେକ ଦେବରାୟଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ଭାରତୀୟ ଅର୍ଥନୀତିଜ୍ଞ ତଥା ଅର୍ଥନୈତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ଡ. ବିବେକ ଦେବରାୟଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

Follow us on:

ରତୀୟ ଅର୍ଥନୀତିଜ୍ଞ ତଥା ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ଡ. ବିବେକ ଦେବରାୟଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଡ. ବିବକେ ଦେବରାୟ ମହାନ ବିଦ୍ୱାନ ଥିଲେ ଏବଂ ଅର୍ଥଶଶର୍ସ୍ତ, ଇତିହାସ, ସଂସ୍କୃତି, ରାଜନୀତି, ଆଧ୍ୟାତ୍ମିକତା ଏବଂ ଅନ୍ୟ ବିବିଧ କ୍ଷେତ୍ରରେ ପାରଙ୍ଗମ ଥିଲେ । ନିଜ କାର୍ଯର୍୍ୟ ଜରିଆରେ ସେ ଭାରତର ବୌଦ୍ଧିକ ପରିଦୃଶ୍ୟ ଉପରେ ଏକ ଅଲିଭା ଛାପ ଛାଡ଼ିଛନ୍ତି । ସାର୍ବଜନୀକ ନୀତିରେ ଯୋଗଦାନ ସହିତ ସେ ଆମର ପ୍ରାଚୀନ ଗ୍ରନ୍ଥ ଉପରେ କାମ କରିଛନ୍ତି ଯାହାକୁ ଯୁବପିଢ଼ିଙ୍କ ପାଇଁ ସୁଲଭ କରି ଆନନ୍ଦ ପାଇପାରିଛନ୍ତି ।”

मित्रों,
मातृभूमि समाचार का उद्देश्य मीडिया जगत का ऐसा उपकरण बनाना है, जिसके माध्यम से हम व्यवसायिक मीडिया जगत और पत्रकारिता के सिद्धांतों में समन्वय स्थापित कर सकें। इस उद्देश्य की पूर्ति के लिए हमें आपका सहयोग चाहिए है। कृपया इस हेतु हमें दान देकर सहयोग प्रदान करने की कृपा करें। हमें दान करने के लिए निम्न लिंक पर क्लिक करें -- Click Here


* 1 माह के लिए Rs 1000.00 / 1 वर्ष के लिए Rs 10,000.00

Contact us

Check Also

ବୀର ଗାଥା ୪.୦ ପ୍ରକଳ୍ପରେ ସମସ୍ତ ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧.୭୬ କୋଟିରୁ ଅଧିକ ବିଦ୍ୟାଳୟ ଛାତ୍ରଛାତ୍ରୀ କଲେ ଅଂଶଗ୍ରହଣ

ବୀର ଗାଥା ୪.୦ ପ୍ରକଳ୍ପରେ ସମସ୍ତ ୩୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧.୭୬ କୋଟିରୁ ଅଧିକ ସ୍କୁଲ ଛାତ୍ରଛାତ୍ରୀ …