मंगलवार, नवंबर 05 2024 | 08:08:30 PM
Breaking News
Home / Choose Language / Odia / ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

Follow us on:

ହରିୟାଣାର ପ୍ରତିଷ୍ଠା ଦିବସ ଅବସରରେ ରାଜ୍ୟବାସୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି :

“ନିଜର ସମୃଦ୍ଧଶାଳୀ ଐତିହାସିକ ଐତିହ୍ୟ ପାଇଁ ପ୍ରସିଦ୍ଧି ଲାଭ କରିଥିବା ହରିୟାଣା ଦେଶର ବିକାଶରେ ସର୍ବଦା ଉଲ୍ଲେଖନୀୟ ଅବଦାନ ରଖିଛି । ରାଜ୍ୟର ପ୍ରତିଷ୍ଠା ଦିବସ ଅବସରରେ ଏହାର ଅଭିବୃଦ୍ଧିରେ ଭାଗିଦାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭକାମନା ଦେବା ସହ ମୁଁ ସେମାନଙ୍କର ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ୱାସ୍ଥ୍ୟର କାମନା କରୁଛି ।”

मित्रों,
मातृभूमि समाचार का उद्देश्य मीडिया जगत का ऐसा उपकरण बनाना है, जिसके माध्यम से हम व्यवसायिक मीडिया जगत और पत्रकारिता के सिद्धांतों में समन्वय स्थापित कर सकें। इस उद्देश्य की पूर्ति के लिए हमें आपका सहयोग चाहिए है। कृपया इस हेतु हमें दान देकर सहयोग प्रदान करने की कृपा करें। हमें दान करने के लिए निम्न लिंक पर क्लिक करें -- Click Here


* 1 माह के लिए Rs 1000.00 / 1 वर्ष के लिए Rs 10,000.00

Contact us

Check Also

କୃଷି ଓ କୃଷକ କଲ୍ୟାଣ ବିଭାଗ ପକ୍ଷରୁ କେନ୍ଦ୍ରୀୟ ଯୋଜନା “ନମୋ ଡ୍ରୋନ ଦିଦି”ର ପରିଚାଳନା ମାର୍ଗଦର୍ଶିକା ଜାରି

ଡିଏୱାଇ- ଏନଆରଏଲଏମ ଅଧୀନରେ ୧୨୬୧ କୋଟି ଟଙ୍କା ବ୍ୟୟ ଅଟକଳରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ରୀୟ ଯୋଜନା ‘ନମୋ ଡ୍ରୋନ୍ ଦିଦି’ କୁ ସରକାର ଅନୁମୋଦନ ଦେଇଛନ୍ତି। ଏହି ଯୋଜନାରେ ୨୦୨୪- ୨୫ ରୁ ୨୦୨୫ -୨୦୨୬ ମଧ୍ୟରେ ୧୪୫୦୦ ମନୋନୀତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ କୃଷି ଉଦ୍ଦେଶ୍ୟରେ ବ୍ୟବହାର ନିମନ୍ତେ କୃଷକମାନଙ୍କୁ ଭଡ଼ା ଦେବା (ବର୍ତ୍ତମାନ ପାଇଁ ତରଳ ସାର ଓ କୀଟନାଶକ ପ୍ରୟୋଗ) ପାଇଁ ଡ୍ରୋନ ଯୋଗାଇଦେବାକୁ ଲକ୍ଷ୍ୟ ରଖାଯାଇଛି। କୃଷି ଓ କୃଷକ କଲ୍ୟାଣ ବିଭାଗ ଏହି ଯୋଜନାର ପରିଚାଳନା ନିର୍ଦ୍ଦେଶାବଳୀ ଜାରି କରିଛି ଏବଂ ‘ନମୋ ଡ୍ରୋନ୍ ଦିଦି’ ଯୋଜନାକୁ ତୁରନ୍ତ କାର୍ଯ୍ୟକାରୀ କରିବା ଏବଂ କାର୍ଯ୍ୟକାରିତାକୂ ସୁନିଶ୍ଚିତ କରିବା ପାଇଁ ଏହି ପରିଚାଳନା ନିର୍ଦ୍ଦେଶାବଳୀର ଅର୍ଥପୂର୍ଣ୍ଣ ଉପଯୋଗ କରିବାକୁ ସମସ୍ତ ଅଂଶୀଦାରଙ୍କୁ ଅନୁରୋଧ କରାଯାଇଛି। ପରିଚାଳନା ନିର୍ଦ୍ଦେଶାବଳୀର ମୁଖ୍ୟ ଉପାଦାନଗୁଡ଼ିକ ନିମ୍ନଲିଖିତ ପ୍ରକାରର ଅଟେ : – କୃଷି ଓ କୃଷକ କଲ୍ୟାଣ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ସାର ବିଭାଗ, ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟର ସଚିବଙ୍କ କ୍ଷମତାସମ୍ପନ୍ନ କମିଟି ଦ୍ୱାରା ଏହି ଯୋଜନା କେନ୍ଦ୍ର ସ୍ତରରେ ପରିଚାଳିତ ହେବ । – ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କାର୍ଯ୍ୟକାରୀ ଓ ତଦାରଖ କମିଟି ଏବଂ ଅନ୍ୟ ସମସ୍ତ ଅଂଶୀଦାରଙ୍କ ପ୍ରତିନିଧିତ୍ୱ ଏହି ଯୋଜନାର ପ୍ରଭାବଶାଳୀ ଯୋଜନା, କାର୍ଯ୍ୟକାରିତା ଏବଂ ତଦାରଖ ପାଇଁ ଦାୟୀ ରହିବ ଏବଂ ଏହା ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧୀୟ ସମସ୍ତ ବୈଷୟିକ ବିଷୟରେ ସାମଗ୍ରିକ ପରାମର୍ଶ ଏବଂ ମାର୍ଗଦର୍ଶନ ପ୍ରଦାନ କରିବ । – ଏହି ଯୋଜନା ଅଧୀନରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ପ୍ୟାକେଜ୍ ଭାବରେ ଡ୍ରୋନ୍ କିଣିବା ପାଇଁ ଡ୍ରୋନ୍ ଏବଂ ଅନ୍ୟାନ୍ୟ …