शुक्रवार, मार्च 21 2025 | 11:02:57 AM
Breaking News
Home / Choose Language / Odia / ବେଙ୍ଗାଲୁରୁରେ କୋଠା ଭୁଶୁଡ଼ି ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ,ପିଏମଏନଆରଏଫରୁ ସହାୟତା ଘୋଷଣା

ବେଙ୍ଗାଲୁରୁରେ କୋଠା ଭୁଶୁଡ଼ି ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ,ପିଏମଏନଆରଏଫରୁ ସହାୟତା ଘୋଷଣା

Follow us on:

ବେଙ୍ଗାଲୁରୁରେ କୋଠା ଭୁଶୁଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ମଧ୍ୟ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।

ଏକ୍ସ ରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

“ବେଙ୍ଗାଲୁରୁରେ କୋଠା ଭୁଶୁଡ଼ି ଜୀବନହାନି ଘଟଣାରେ ଦୁଃଖିତ । ନିକଟ ସମ୍ପର୍କୀୟଙ୍କୁ ହରାଇଥିବା ଲୋକଙ୍କ ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: @narendramodi”

मित्रों,
मातृभूमि समाचार का उद्देश्य मीडिया जगत का ऐसा उपकरण बनाना है, जिसके माध्यम से हम व्यवसायिक मीडिया जगत और पत्रकारिता के सिद्धांतों में समन्वय स्थापित कर सकें। इस उद्देश्य की पूर्ति के लिए हमें आपका सहयोग चाहिए है। कृपया इस हेतु हमें दान देकर सहयोग प्रदान करने की कृपा करें। हमें दान करने के लिए निम्न लिंक पर क्लिक करें -- Click Here


* 1 माह के लिए Rs 1000.00 / 1 वर्ष के लिए Rs 10,000.00

Contact us

Check Also

ଓଡ଼ିଶାରେ ସାମୁଦ୍ରିକ ମତ୍ସ୍ୟ ବିକାଶ

ଭାରତ ସରକାରଙ୍କ ମତ୍ସ୍ୟଚାଷ, ପ୍ରାଣୀସମ୍ପଦ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ ଅଧୀନ ମତ୍ସ୍ୟ ବିଭାଗ ମତ୍ସ୍ୟ ସମ୍ପଦ ସଂରକ୍ଷଣ ଏବଂ ସାମୁଦ୍ରିକ ମତ୍ସ୍ୟଚାଷର ସ୍ଥିରତା ପାଇଁ …

News Hub