सोमवार, नवंबर 25 2024 | 02:18:46 AM
Breaking News
Home / Choose Language / Odia / ଛଠ୍ ର ସନ୍ଧ୍ୟା ଅର୍ଘ୍ୟ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

ଛଠ୍ ର ସନ୍ଧ୍ୟା ଅର୍ଘ୍ୟ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

Follow us on:

ଆଜି ଛଠ୍ ର ପବିତ୍ର ସନ୍ଧ୍ୟା ଅର୍ଘ୍ୟ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଦେଶକୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି:

“ଛଠ୍ ର ସନ୍ଧ୍ୟା ଅର୍ଘ୍ୟର ପବିତ୍ର ମୁହୂର୍ତ୍ତ ଅବସରରେ ଆପଣ ସମସ୍ତଙ୍କୁ ମୋର ଅଶେଷ ଶୁଭେଚ୍ଛା ଜଣାଇଛନ୍ତି । ସଂଯମ, ସଂକଳ୍ପ ଓ ସମର୍ପଣର ପ୍ରତୀକ ଏହି ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ ସମୃଦ୍ଧି ଏବଂ ସୌଭାଗ୍ୟ ନେଇ ଆସୁ । ଜୟ ଛଠୀ ମେୟା!”

मित्रों,
मातृभूमि समाचार का उद्देश्य मीडिया जगत का ऐसा उपकरण बनाना है, जिसके माध्यम से हम व्यवसायिक मीडिया जगत और पत्रकारिता के सिद्धांतों में समन्वय स्थापित कर सकें। इस उद्देश्य की पूर्ति के लिए हमें आपका सहयोग चाहिए है। कृपया इस हेतु हमें दान देकर सहयोग प्रदान करने की कृपा करें। हमें दान करने के लिए निम्न लिंक पर क्लिक करें -- Click Here


* 1 माह के लिए Rs 1000.00 / 1 वर्ष के लिए Rs 10,000.00

Contact us

Check Also

ପ୍ରଧାନମନ୍ତ୍ରୀଙ୍କୁ ଗୁୟାନାର ଅର୍ଡର୍ ଅଫ୍ ଏକ୍ସଲେନ୍ସରେ ସମ୍ମାନିତ କରାଗଲା

ଗୁୟାନାର ରାଷ୍ଟ୍ରପତି ଆଜି ଷ୍ଟେଟ୍ ହାଉସ୍‌ରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ “ଦ ଅଡର୍ ଅଫ୍ ଏକ୍ସଲେନ୍ସ” ପ୍ରଦାନ କରିଛନ୍ତି। ଜଣେ ଦୂରଦର୍ଶୀ ରାଜନେତା ରୂପରେ ବିଶ୍ୱ ମଞ୍ଚରେ ବିକାଶଶୀଳ ରାଷ୍ଟ୍ରଙ୍କ ଦାବି ଉଠାଇବା, ବିଶ୍ୱ ସମୁଦାୟ ପାଇଁ ଅତୁଳନୀୟ ସେବା ତଥା ଭାରତ-ଗୁୟାନାର ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ପୁରସ୍କାର ଗ୍ରହଣ କରିବାବେଳେ ପ୍ରଧାନମନ୍ତ୍ରୀ ଏହି ସମ୍ମାନ ଭାରତର ଲୋକମାନଙ୍କୁ ତଥା ଦୁଇ ଦେଶର ଲୋକଙ୍କ ମଧ୍ୟରେ ଥିବା ଗଭୀର ଐତିହାସିକ ସମ୍ପର୍କକୁ ଉତ୍ସର୍ଗ କରିଥିଲେ । ସେ କହିଥିଲେ ଯେ ତାଙ୍କ ଗସ୍ତ ଭାରତ-ଗୁୟାନାର ବନ୍ଧୁତାକୁ ଗଭୀର କରିବା ଦିଗରେ ଭାରତର ନିରନ୍ତର ପ୍ରତିବଦ୍ଧତାର ପ୍ରମାଣ । ଗୁୟାନାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚତୁର୍ଥ ବିଦେଶୀ ନେତା ।