शुक्रवार, नवंबर 22 2024 | 08:42:17 PM
Breaking News
Home / Choose Language / Odia / ପ୍ରଧାନମନ୍ତ୍ରୀଙ୍କୁ ଗୁୟାନାର ଅର୍ଡର୍ ଅଫ୍ ଏକ୍ସଲେନ୍ସରେ ସମ୍ମାନିତ କରାଗଲା

ପ୍ରଧାନମନ୍ତ୍ରୀଙ୍କୁ ଗୁୟାନାର ଅର୍ଡର୍ ଅଫ୍ ଏକ୍ସଲେନ୍ସରେ ସମ୍ମାନିତ କରାଗଲା

Follow us on:

ଗୁୟାନାର ରାଷ୍ଟ୍ରପତି ଆଜି ଷ୍ଟେଟ୍ ହାଉସ୍‌ରେ ଆୟୋଜିତ ଏକ ସମାରୋହରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ “ଦ ଅଡର୍ ଅଫ୍ ଏକ୍ସଲେନ୍ସ” ପ୍ରଦାନ କରିଛନ୍ତି। ଜଣେ ଦୂରଦର୍ଶୀ ରାଜନେତା ରୂପରେ ବିଶ୍ୱ ମଞ୍ଚରେ ବିକାଶଶୀଳ ରାଷ୍ଟ୍ରଙ୍କ ଦାବି ଉଠାଇବା, ବିଶ୍ୱ ସମୁଦାୟ ପାଇଁ ଅତୁଳନୀୟ ସେବା ତଥା ଭାରତ-ଗୁୟାନାର ସମ୍ପର୍କକୁ ସୁଦୃଢ଼ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ପୁରସ୍କାର ଗ୍ରହଣ କରିବାବେଳେ ପ୍ରଧାନମନ୍ତ୍ରୀ ଏହି ସମ୍ମାନ ଭାରତର ଲୋକମାନଙ୍କୁ ତଥା ଦୁଇ ଦେଶର ଲୋକଙ୍କ ମଧ୍ୟରେ ଥିବା ଗଭୀର ଐତିହାସିକ ସମ୍ପର୍କକୁ ଉତ୍ସର୍ଗ କରିଥିଲେ । ସେ କହିଥିଲେ ଯେ ତାଙ୍କ ଗସ୍ତ ଭାରତ-ଗୁୟାନାର ବନ୍ଧୁତାକୁ ଗଭୀର କରିବା ଦିଗରେ ଭାରତର ନିରନ୍ତର ପ୍ରତିବଦ୍ଧତାର ପ୍ରମାଣ ।

ଗୁୟାନାର ସର୍ବୋଚ୍ଚ ଜାତୀୟ ସମ୍ମାନ ପାଇବାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଚତୁର୍ଥ ବିଦେଶୀ ନେତା ।

मित्रों,
मातृभूमि समाचार का उद्देश्य मीडिया जगत का ऐसा उपकरण बनाना है, जिसके माध्यम से हम व्यवसायिक मीडिया जगत और पत्रकारिता के सिद्धांतों में समन्वय स्थापित कर सकें। इस उद्देश्य की पूर्ति के लिए हमें आपका सहयोग चाहिए है। कृपया इस हेतु हमें दान देकर सहयोग प्रदान करने की कृपा करें। हमें दान करने के लिए निम्न लिंक पर क्लिक करें -- Click Here


* 1 माह के लिए Rs 1000.00 / 1 वर्ष के लिए Rs 10,000.00

Contact us

Check Also

ଭାରତ-ବ୍ରିଟେନ୍ ମୁକ୍ତ ବାଣିଜ୍ୟ ଚୁକ୍ତି ଆଲୋଚନା ପୁନଃ ଆରମ୍ଭ ନେଇ ବିବୃତି

ବ୍ରାଜିଲର ରିଓ ଡି ଜେନେରୋଠାରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟେନର ପ୍ରଧାନମନ୍ତ୍ରୀ …