राष्ट्रपती द्रौपदी मुर्मु यांनी देशवासियांना छठ पूजेनिमित्त शुभेच्छा दिल्या आहेत. आपल्या शुभेच्छा संदेशात राष्ट्रपतींनी म्हटले आहे,“श्रद्धा, उपवास आणि भक्तीने साजरी होत असलेल्या छठ पूजेच्या पवित्र प्रसंगी मी देशवासियांचे हार्दिक अभिनंदन करते आणि माझ्या शुभेच्छा देते. छठ पूजेचा सण देशातील सर्वात जुन्या सणांपैकी एक असून त्यामध्ये सूर्याचे पूजन केले जाते. निसर्गाकडून मिळणारी …
Read More »ଆସନ୍ତାକାଲି ଭୁବନେଶ୍ୱରରେ ହେବ ସ୍ୱତନ୍ତ୍ର ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ ଶିବିର
ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (ଡିଓପିପିଡବ୍ଲୁ) ପକ୍ଷରୁ ଫେସ୍ ଅଥେଣ୍ଟିକେସନ୍ ଟେକ୍ନୋଲୋଜି ବା ଚେହେରା ପ୍ରମାଣିକରଣ ପ୍ରଯୁକ୍ତି ମାଧ୍ୟମରେ ପେନସନଭୋଗୀଙ୍କ ନିମନ୍ତେ ଜୀବନ ପ୍ରମାଣପତ୍ର ଦାଖଲକୁ ସୁବ୍ୟବସ୍ଥିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଚଳିତ ମାସ ଏହି ବିଭାଗ ଦେଶବ୍ୟାପୀ ଡିଜିଟାଲ ଲାଇଫ ସାର୍ଟିଫିକେଟ୍ (ଡିଏଲସି) ଅଭିଯାନ 3.0 ଆୟୋଜନ କରୁଛି। ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ଜୀବନପ୍ରମାଣପତ୍ର ଦାଖଲ ଶିବିର ଆୟୋଜନ କରାଯାଉଥିବା ବେଳେ ପେନସନଭୋଗୀମାନେ ଆଣ୍ଡ୍ରଏଡ ସ୍ମାର୍ଟଫୋନରେ ଆଧାର ଭିତ୍ତିକ ପ୍ରମାଣୀକରଣ ମାଧ୍ୟମରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଆସନ୍ତାକାଲି, ଅର୍ଥାତ୍ ୭ ନଭେମ୍ବରରେ ଭୁବନେଶ୍ୱର ସହରର ବିଭିନ୍ନ …
Read More »ଆଇଏଫଏଫଆଇ ୨୦୨୪ରେ ଫିଲ୍ମ ବଜାର ପ୍ରଦର୍ଶନୀ କକ୍ଷରେ ୨୦୮ଟି ଫିଲ୍ମ ହେବ ପ୍ରଦର୍ଶିତ
୫୫ତମ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫଏଫଆଇ) ଚଳିତ ନଭେମ୍ବର ୨୦ରୁ ୨୮ ତାରିଖ ପର୍ଯ୍ୟନ୍ତ ଗୋଆରେ ଏକ ଭବ୍ୟ ସାଂସ୍କୃତିକ ପରିବେଶ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି। ଏଥିସହିତ ଫିଲ୍ମ ବଜାରର ଅଷ୍ଟାଦଶ ସଂସ୍କରଣ ମଧ୍ୟ ଚଳିତ ମାସ ୨୦ରୁ ୨୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ। ଏହା ଚଳଚ୍ଚିତ୍ର ନିର୍ମାତା ଓ ଏହି ଉଦ୍ୟୋଗର ପେସାଦାରମାନଙ୍କୁ ପରସ୍ପର ସହ ଯୋଡ଼ି ହେବା, ସହଭାଗିତା ସ୍ଥାପନ କରିବା ଏବଂ …
Read More »୨୦୨୪-୨୫ରେ ଭାରତୀୟ ଖାଦ୍ୟ ନିଗମରେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ କ୍ୟାବିନେଟ୍ ଅନୁମୋଦନ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୪-୨୫ ଆର୍ଥିକ ବର୍ଷରେ ଭାରତୀୟ ଖାଦ୍ୟ ନିଗମ (ଏଫସିଆଇ)ରେ କାର୍ଯ୍ୟଶୀଳ ପୁଞ୍ଜି ନିମନ୍ତେ ୧୦,୭୦୦ କୋଟି ଟଙ୍କାର ଇକ୍ୱିଟି ନିବେଶକୁ ଅନୁମୋଦନ କରିଛି। କୃଷି କ୍ଷେତ୍ରକୁ ସୁଦୃଢ଼ କରିବା ଏବଂ ଦେଶବ୍ୟାପୀ କୃଷକଙ୍କ କଲ୍ୟାଣ ସୁନିଶ୍ଚିତ କରିବା ଏହି ନିଷ୍ପତ୍ତିର ଉଦ୍ଦେଶ୍ୟ। ଏହି ରଣନୀତିକ ପଦକ୍ଷେପ କୃଷକମାନଙ୍କୁ ସମର୍ଥନ କରିବା ଏବଂ ଭାରତର କୃଷି ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ସରକାରଙ୍କ …
Read More »ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ପିଏମ୍-ବିଦ୍ୟାଲକ୍ଷ୍ମୀ ଯୋଜନାକୁ କ୍ୟାବିନେଟ୍ ମଞ୍ଜୁରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ନାମକ ଏକ ନୂତନ କେନ୍ଦ୍ରୀୟ କ୍ଷେତ୍ର ଯୋଜନାକୁ ଅନୁମୋଦନ କରାଯାଇଛି । ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ଯାହାଫଳରେ ଆର୍ଥିକ ଅଭାବ କାରଣରୁ କେହି ଜଣେ ଉଚ୍ଚ ଶିକ୍ଷା ଗ୍ରହଣ କରିବାରୁ ବଞ୍ଚିତ ହେବେ ନାହିଁ । ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନା ଜାତୀୟ ଶିକ୍ଷା ନୀତି, ୨୦୨୦ …
Read More »ହାରଦୋଇ ସଡ଼କ ଦୁର୍ଘଟଣାରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ ପିଏମଏନଆରଏଫରୁ ସହାୟତା ଘୋଷଣା
ଉତ୍ତରପ୍ରଦେଶର ହାରଦୋଇ ଠାରେ ଏକ ଭୟାନକ ସଡ଼କ ଦୁର୍ଘଟଣରେ ପ୍ରାଣ ହରାଇଥିବା ଲୋକଙ୍କ ସମ୍ପର୍କୀୟ ଓ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଗଭୀର ସମବେଦନା ଜ୍ଞାପନ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ @PMOIndia ପକ୍ଷରୁ ସୋସିଆଲ ମିଡିଆରେ ଦିଆଯାଇଥିବା ଏକ ବିବୃତିରେ ପୀଡ଼ିତ ପରିବାରଙ୍କ ପ୍ରତି ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, “ଉତ୍ତରପ୍ରଦେଶର ହାରଦୋଇଠାରେ ହୋଇଥିବା …
Read More »ମୋର ବନ୍ଧୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ସହ ଖୁବ୍ ଭଲ ବର୍ତ୍ତାଳାପ ହେଲା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ନୂତନ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇ ତାଙ୍କର ଚମତ୍କାର ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି । ବିଭିନ୍ନ କ୍ଷେତ୍ରରେ ଭାରତ-ଆମେରିକା ସମ୍ପର୍କକୁ ଅଧିକ ମଜବୁତ କରିବା ପାଇଁ ସେ ପୁଣି ଥରେ ମିଳିତ ଭାବେ କାର୍ଯ୍ୟ କରିବାକୁ ଆଗ୍ରହୀ ଅଛନ୍ତି ବୋଲି ଶ୍ରୀ ମୋଦୀ କହିଛନ୍ତି । ଏକ୍ସର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି : …
Read More »ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆମେରିକାର ରାଷ୍ଟ୍ରପତି ଭାବେ ନୂଆ କରି ନିର୍ବାଚିତ ହୋଇଥିବା ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପ କରିଛନ୍ତି । ଆମେରିକାର ରାଷ୍ଟ୍ରପତି ଭାବରେ ପୁନନିର୍ବାଚିତ ହେବା ସହ କଂଗ୍ରେସ ନିର୍ବାଚନରେ ରିପବ୍ଲିକାନ ପାର୍ଟିର ସଫଳତା ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ଅବସରରେ ତାଙ୍କର ଚମତ୍କାର ତଥା ପୁନର୍ବାର ବିଜୟ ତାଙ୍କ ନେତୃତ୍ୱ ଏବଂ ଦୃଷ୍ଟିକୋଣ ପ୍ରତି ଆମେରିକୀୟ ଲୋକମାନଙ୍କର …
Read More »டிஜிட்டல் ஆயுள் சான்றிதழ் பிரச்சாரத்திற்காக இந்திய அஞ்சலக வங்கியுடன் இணைந்து செயல்படுகிறது ஓய்வூதியர்கள் நலத்துறை அமைச்சகம்
இந்திய அஞ்சலக வங்கியும், ஓய்வூதியர்கள் நலத்துறை அமைச்சகமும் இணைந்து 2024 நவம்பர் 1 முதல் நவம்பர் 30 வரை நாடு தழுவிய டிஜிட்டல் ஆயுள் சான்றிதழ் (DLC 3.0) இயக்கத்தை நாட்டில் உள்ள 800 பெரிய மற்றும் சிறிய நகரங்களில் நடத்துகின்றன. நாட்டில் டிஜிட்டல் முறையிலான முக அங்கீகார மற்றும் கைவிரல் ரேகை பதிவு ஆகியவற்றின் மூலம் தொலைதூர பகுதிகளில் உள்ள ஓய்வூதியர்கள் உட்பட அனைத்து ஓய்வூதியர்களுக்கும் இந்த வசதியை அறிமுகப்படுத்துவதே இதன் நோக்கமாகும். அவர்கள் வசிக்கும் இடங்களிலோ, அருகில் உள்ள டிஜிட்டல் ஆயுள் சான்றிதழ் முகாம்களிலோ எளிமையாக இந்த வசதியை இதன் மூலம் பெற முடியும். இதன் ஒருபகுதியாக ஓய்வூதியம், ஓய்வூதியர்கள் நலத்துறை, இந்திய அஞ்சலக வங்கியுடன் இணைந்து …
Read More »ராஜீவ் காந்தி தேசிய இளைஞர் மேம்பாட்டு நிறுவனம் உளவியல் கண்காட்சியை நடத்தியது
ராஜீவ் காந்தி தேசிய இளைஞர் மேம்பாட்டு நிறுவனம் (RGNIYD) பயன்முறை உளவியல் துறை, ‘மைண்ட் எக்ஸ்போ 2024’ என்ற உளவியல் கண்காட்சியை ஏற்பாடு செய்திருந்தது. இக்கண்காட்சியில் நவீன காலத்தில் பயன்படுத்தப்படும் பல்வேறு உளவியல் பரிசோதனைகள், ஆய்வுகள் மற்றும் சிகிச்சை நுட்பங்கள் காட்சிக்கு வைக்கப்பட்டிருந்தன. நிறுவனத்தின் முதுநிலை உளவியல் மாணவர்கள் மனித நடத்தைகளின் தன்மை மற்றும் நடத்தை மதிப்பீடு மற்றும் உளவியல் சிக்கல்களை நிர்வகிப்பதற்கான முறைகளை கண்காட்சியில் காட்சிப்படுத்தினர். இந்நிறுவனத்தின் பல்வேறு …
Read More »