ಕೇಂದ್ರ ಹೊಸ ಮತ್ತು ನವೀಕರಿಸಬಹುದಾದ ಇಂಧನ ಸಚಿವರಾದ ಶ್ರೀ ಪ್ರಲ್ಹಾದ್ ಜೋಶಿ ಅವರು ಇಂದು ಒಡಿಶಾದ ಪುರಿಯಲ್ಲಿರುವ ಶ್ರೀ ಜಗನ್ನಾಥ ದೇವಸ್ಥಾನದಲ್ಲಿ10 ಬ್ಯಾಟರಿ ಚಾಲಿತ ವಾಹನಗಳಿಗೆ ಹಸಿರು ನಿಶಾನೆ ತೋರಿದರು. ಇಂಡಿಯನ್ ರಿನ್ಯೂವೇಬಲ್ ಎನರ್ಜಿ ಡೆವಲಪ್ಮೆಂಟ್ ಏಜೆನ್ಸಿ ಲಿಮಿಟೆಡ್ (ಐಆರ್ಇಡಿಎ) ನ ಸಿಎಸ್ಆರ್ ಕಾರ್ಯಕ್ರಮದ ಅಡಿಯಲ್ಲಿಈ ಉಪಕ್ರಮವು ಪರಿಸರ ಸ್ನೇಹಿ ಚಲನಶೀಲತೆಯನ್ನು ಉತ್ತೇಜಿಸುವ ಮತ್ತು ಸಂದರ್ಶಕರಿಗೆ ಪ್ರವೇಶವನ್ನು ಸುಧಾರಿಸುವ ಗುರಿಯನ್ನು ಹೊಂದಿದೆ, ವಿಶೇಷವಾಗಿ ಪೂಜ್ಯ ಪರಂಪರೆಯ ತಾಣದಲ್ಲಿ ಹಿರಿಯ ನಾಗರಿಕರು …
Read More »ಶ್ರೀ ಜವಾಹರಲಾಲ್ ನೆಹರೂ ಅವರ ಜನ್ಮ ಜಯಂತಿಯಂದು ಪ್ರಧಾನಮಂತ್ರಿಯವರಿಂದ ಗೌರವ ನಮನ
ಪ್ರಧಾನಮಂತ್ರಿ ಶ್ರೀ ನರೇಂದ್ರ ಮೋದಿಯವರು ಇಂದು ಮಾಜಿ ಪ್ರಧಾನಮಂತ್ರಿ ಶ್ರೀ ಜವಾಹರಲಾಲ್ ನೆಹರೂ ಅವರ ಜನ್ಮ ಜಯಂತಿಯಂದು ಅವರಿಗೆ ಗೌರವ ನಮನ ಸಲ್ಲಿಸಿದ್ದಾರೆ. Xನಲ್ಲಿ ಪೋಸ್ಟ್ ಮಾಡಿ ಶ್ರೀ ಮೋದಿಯವರು: “ಅವರ ಜನ್ಮ ದಿನಾಚರಣೆಯ ಸಂದರ್ಭದಲ್ಲಿ, ನಾನು ನಮ್ಮ ಮಾಜಿ ಪ್ರಧಾನಮಂತ್ರಿ ಪಂಡಿತ್ ಜವಾಹರಲಾಲ್ ನೆಹರು ಅವರಿಗೆ ಗೌರವ ಸಲ್ಲಿಸುತ್ತೇನೆ” ಎಂದು ಹೇಳಿದ್ದಾರೆ.
Read More »ದೆಹಲಿಯಲ್ಲಿ ಮೊದಲ ಬೋಡೋಲ್ಯಾಂಡ್ ಮಹೋತ್ಸವ ಉದ್ಘಾಟಿಸಲಿರುವ ಪ್ರಧಾನಮಂತ್ರಿ
ಪ್ರಧಾನಮಂತ್ರಿ ಶ್ರೀ ನರೇಂದ್ರ ಮೋದಿ ಅವರು ನವದೆಹಲಿಯ SAI ಇಂದಿರಾ ಗಾಂಧಿ ಕ್ರೀಡಾ ಸಂಕೀರ್ಣದಲ್ಲಿ ನವೆಂಬರ್ 15 ರಂದು ಸುಮಾರು 6:30 PMಕ್ಕೆ ಮೊದಲ ಬೋಡೋಲ್ಯಾಂಡ್ ಮಹೋತ್ಸೊವ್ ಅನ್ನು ಉದ್ಘಾಟಿಸಲಿದ್ದಾರೆ. ಇದೇ ಸಂದರ್ಭದಲ್ಲಿ ಸಭೆಯನ್ನು ಉದ್ದೇಶಿಸಿ ಮಾತನಾಡಲಿದ್ದಾರೆ. ನವೆಂಬರ್ 15 ಮತ್ತು 16 ರಂದು ಎರಡು ದಿನಗಳ ಮಹೋತ್ಸವವನ್ನು ಆಯೋಜಿಸಲಾಗಿದೆ. ಇದು ಶಾಂತಿಯನ್ನು ಉಳಿಸಿಕೊಳ್ಳಲು ಮತ್ತು ರೋಮಾಂಚಕ ಬೋಡೋ ಸಮಾಜವನ್ನು ನಿರ್ಮಿಸಲು ಭಾಷೆ, ಸಾಹಿತ್ಯ ಮತ್ತು ಸಂಸ್ಕೃತಿಯ ಕುರಿತಾದ ಮೆಗಾ …
Read More »କିପରି ଅବହେଳିତରୁ ସଶକ୍ତ ହେଲା ଜନଜାତୀୟ ଭାରତ !
୨୦୧୪ ପୂର୍ବରୁ , ଭାରତର ଆଦିବାସୀ ସମ୍ପ୍ରଦାୟକୁ ଏକ କଠିନ ଯୁଦ୍ଧର ସାମନା କରିବାକୁ ପଡୁଥିଲା, ଯେଉଁଥିରେ ସେମାନଙ୍କ ସଂଘର୍ଷ ମୁଖ୍ୟତଃ ଦେଶ ପାଇଁ ଅଦୃଶ୍ୟ ଥିଲା । ଦଶନ୍ଧି ଧରି, ସେମାନେ ଅବହେଳିତ ହୋଇ ରହୁଥିଲେ, ଅଣଦେଖାର ଶିକାର ହୋଇଥିଲେ ଏବଂ ସୁସ୍ଥ, ସମ୍ମାନଜନକ ଜୀବନଯାପନ କରିବା ପାଇଁ ଆବଶ୍ୟକ ସମର୍ଥନ ବିନା ସେମାନଙ୍କୁ ଛାଡି ଦିଆଯାଇଥିଲା। ଅନେକ ଆଦିବାସୀ ଅଂଚଳରେ ସ୍ୱାସ୍ଥ୍ୟସେବା, ଶିକ୍ଷା ଏବଂ ଅର୍ଥନୈତିକ ସୁଯୋଗ ଭଳି ମୌଳିକ ସୁବିଧା ସର୍ବନିମ୍ନ ଥିଲା କିମ୍ବା ଅସ୍ତିତ୍ଵହୀନ ଥିଲା । କିନ୍ତୁ ଏଥିରେ ୨୦୧୪ ପରଠାରୁ ଏକ ପରିବର୍ତ୍ତନ ଘଟିଛି। ମୋଦୀ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କେବଳ ଆଦିବାସୀ ସମ୍ପ୍ରଦାୟର ଆବଶ୍ୟକତାକୁ ସ୍ୱୀକାର କରିନାହିଁ ବରଂ ଏହି ପ୍ରସଙ୍ଗଗୁଡ଼ିକୁ ତତ୍ପରତାର ସହ ପ୍ରାଥମିକତା ଦେଇଛି । ଶିକ୍ଷାଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟସେବା ସମେତ ଅର୍ଥନୈତିକ ସଶକ୍ତୀକରଣ ପର୍ଯ୍ୟନ୍ତ, ଏହି ସମ୍ପ୍ରଦାୟଗୁଡ଼ିକ ଏବେ ଅନେକ ପିଢ଼ି ଧରି ଯେଉଁ ପ୍ରକାରର ସମର୍ଥନ ଏବଂ ପୁଞ୍ଜିନିବେଶର ଲାଭ ସେମାନେ ପାଇବା କଥା , ସେଥିରୁ ଦୂରେଇ ରହିଥିଲେ ତାହା ଜାଣୁଛନ୍ତି । ଉଦାହରଣ ସ୍ୱରୂପ ଶିକ୍ଷା କ୍ଷେତ୍ରକୁ ନିଆଯାଉ । ଏକଦା ଆଦିବାସୀ ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ମିଳିବାର ଆଶା କମ୍ ଥିଲା । ୨୦୧୪ ପୂର୍ବରୁ ଥିବା କିଛି ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟ (ଇଏମଆରଏସ) ବିରଳ ଏବଂ ଅଳ୍ପ ସମ୍ବଳ ବିଶିଷ୍ଟ ଥିଲା । ସେବେଠାରୁ ମୋଦୀ ସରକାର ଶିକ୍ଷା ଉପରେ ଗୁରୁତ୍ୱ ଦେଉଥିବାରୁ ଏହି ବିଦ୍ୟାଳୟ ଗୁଡ଼ିକର ଯଥେଷ୍ଟ ସମ୍ପ୍ରସାରଣ ହୋଇଛି । ଆଜି ୭୧୫ଟି ସ୍କୁଲ୍ ମଞ୍ଜୁର ହୋଇଥିବା ବେଳେ ୪୭୬ଟି କାର୍ଯ୍ୟକ୍ଷମ ହୋଇ ୧ ଲକ୍ଷ ୩୩ ହଜାରରୁ ଅଧିକ ଛାତ୍ରଛାତ୍ରୀଙ୍କୁ ସେବା ଯୋଗାଇ ଦିଆଯାଉଛି। ଏହି ବିଦ୍ୟାଳୟ ଗୁଡ଼ିକରେ ଆଧୁନିକ ସୁବିଧା, ଡିଜିଟାଲ ଶ୍ରେଣୀଗୃହ ଏବଂ କ୍ରୀଡ଼ା ଭିତ୍ତିଭୂମି ରହିଛି, ଯାହା ଆଦିବାସୀ ପିଲାମାନଙ୍କୁ ସେମାନଙ୍କ ସହରାଞ୍ଚଳ ପିଲାମାନଙ୍କ ସହ ସମାନ ଶିକ୍ଷା ପ୍ରଦାନ କରିବା ସୁନିଶ୍ଚିତ କରୁଛି। ୧୭,୦୦୦ କୋଟି ଟଙ୍କାର ଛାତ୍ରବୃତ୍ତି ୩ କୋଟିରୁ ଅଧିକ ଆଦିବାସୀ ଛାତ୍ରଛାତ୍ରୀଙ୍କୁ ଅଧିକ ସଶକ୍ତ କରିଛି, ଯାହା ସେମାନଙ୍କୁ ଉଚ୍ଚଶିକ୍ଷା ଏବଂ ଉନ୍ନତ କ୍ୟାରିୟର ସୁଯୋଗ ପ୍ରଦାନ କରିଛି। ଏକଦା ଆଦିବାସୀ ଯୁବକମାନଙ୍କ ପାଇଁ ଯେଉଁ ରାସ୍ତା ବନ୍ଦ ହୋଇଯିବା ଭଳି ମନେ ହେଉଥିଲା, ତାହା ଏବେ ବ୍ୟାପକ ଭାବେ ଖୋଲା ରହିଛି ଏବଂ ସେମାନେ ଏକ ସମ୍ଭାବନାରେ ପରିପୂର୍ଣ୍ଣ ଭବିଷ୍ୟତରେ ପାଦ ଥାପିଛନ୍ତି। ସ୍ଵାସ୍ଥ୍ୟ ସେବା କ୍ଷେତ୍ରର କାହାଣୀ ଏହା ଠାରୁ କିଛି ଅଲଗା ନୁହେଁ । ୨୦୧୪ ପୂର୍ବରୁ ଆଦିବାସୀ ସଂପ୍ରଦାୟର ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସୀମିତ ଥିଲା, ସରକାରୀ ସହାୟତା ଅତି ମନ୍ଥର ଥିଲା କିମ୍ବା ପହଂଚିବା ବାହାରେ ଥିଲା । କିନ୍ତୁ ସେବେଠାରୁ ଏକ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ଏବେ ଆଦିବାସୀ ଅଂଚଳର ଦୁର୍ଗମ କୋଣଅନୁକୋଣରେ ଭ୍ରାମ୍ୟମାଣ ମେଡିକାଲ ୟୁନିଟ୍ ପହଂଚି ଲୋକମାନଙ୍କୁ ସ୍ୱାସ୍ଥ୍ୟ ସେବା ଉପଲବ୍ଧ କରାଯାଉଛି । ଏହାବ୍ୟତୀତ ଆଦିବାସୀ ଅଂଚଳରେ ୧.୫ କୋଟିରୁ ଅଧିକ ଶୌଚାଳୟ ନିର୍ମାଣ କରାଯାଇଛି, ପରିମଳ ବ୍ୟବସ୍ଥାରେ ଉନ୍ନତି ଘଟିଛି ଏବଂ ବ୍ୟାପୁଥିବା ରୋଗ ପରିମାଣ ହ୍ରାସ ପାଇଛି । ଆଦିବାସୀ ସମ୍ପ୍ରଦାୟର ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ପ୍ରାଥମିକତା ଦିଆଯାଉଛି, ଯାହା ସେମାନଙ୍କ ଜୀବନରେ ଏକ ବଡ଼ ପରିବର୍ତ୍ତନ ଆଣିଛି । ସିକଲ୍ ସେଲ୍ ରକ୍ତହୀନତା ଦୂର କରିବା ପାଇଁ ଦେଶବ୍ୟାପୀ ପ୍ରୟାସ କରାଯାଉଛି – ଏହା ଏମିତି ଏକ ରୋଗ ଯାହା ଆଦିବାସୀ ସମ୍ପ୍ରଦାୟକୁ ଅସମାନ ଭାବରେ ପ୍ରଭାବିତ କରେ – ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ସିକଲ୍ ସେଲ୍ ରକ୍ତହୀନତା ଦୂର କରିବା ପାଇଁ ଦେଶବ୍ୟାପୀ ପ୍ରୟାସ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହୋଇଛି । ୨୦୨୩ରେ ଆରମ୍ଭ ହୋଇଥିବା ଜାତୀୟ ସିକଲ ସେଲ ରକ୍ତହୀନତା ଉତ୍ପାଟନ ଅଭିଯାନରେ ୨୦୪୭ ସୁଦ୍ଧା ଏହି ରୋଗକୁ ସମ୍ପୂର୍ଣ୍ଣ ରୂପେ ନିପାତ କରିବାକୁ ଲକ୍ଷ୍ୟ ରଖାଯାଇଛି । ବର୍ତ୍ତମାନ ୪.୬ କୋଟିରୁ ଅଧିକ ଆଦିବାସୀ ବ୍ୟକ୍ତିଙ୍କ ଯାଂଚ ପରୀକ୍ଷଣ କରାଯାଇଛି ଏବଂ ରୋଗ ନିର୍ଣ୍ଣୟ ଏବଂ ଚିକିତ୍ସା ଚାଲିଛି, ଯାହା କିଛି ବର୍ଷ ପୂର୍ବେ ଏକ ଦୂରସ୍ୱପ୍ନ ପରି ମନେ ହେଉଥିଲା । ଯାଂଚ, ପରାମର୍ଶ ଏବଂ ଯତ୍ନ ମାଧ୍ୟମରେ ୭ କୋଟି ଲୋକଙ୍କୁ ଏଥିରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି, ଯାହା ଆଦିବାସୀ ସମ୍ପ୍ରଦାୟକୁ ନୂତନ ଆଶା ପ୍ରଦାନ କରିଥାଏ । ଜଙ୍ଗଲ ଅଧିକାର ଆଇନକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯିବା ଦ୍ୱାରା ଆଦିବାସୀଙ୍କ ଜମି ଅଧିକାରକୁ ଏହା ମାନ୍ୟତା ଦେଇଛି ଓ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ହୋଇଛି। ୨୦୧୪ ପୂର୍ବରୁ ଆଦିବାସୀ ସଂପ୍ରଦାୟର ସେମାନଙ୍କ ଜମି ଉପରେ କମ୍ ନିୟନ୍ତ୍ରଣ ରହୁଥିଲା, ଯାହାଫଳରେ ସେମାନଙ୍କ ମନରେ ଜମି ଜବରଦଖଲ ଓ ବିସ୍ଥାପିତ ହେବାର ଭୟ ରହୁଥିଲା । ସେମାନଙ୍କ ଜମି ଉପରେ ଏହି ନିୟନ୍ତ୍ରଣର ଅଭାବ ଦାରିଦ୍ର୍ୟ ଏବଂ ସଂସ୍କୃତି ହରାଇବାର ଚକ୍ରକୁ ବଜାୟ ରଖିଥିଲା । କିନ୍ତୁ ମୋଦୀ ସରକାରଙ୍କ ଅମଳରେ ଏକ ଐତିହାସିକ ପରିବର୍ତ୍ତନ ଘଟିଛି। ଜଙ୍ଗଲ ଅଧିକାର ଆଇନକୁ ସକ୍ରିୟ ଭାବେ କାର୍ଯ୍ୟକାରୀ କରାଯାଇଛି, ଯାହାଫଳରେ ୧.୯ କୋଟି ଏକରରୁ ଅଧିକ ଅଞ୍ଚଳରେ ଆଦିବାସୀ ପରିବାରମାନଙ୍କୁ ୨୩ ଲକ୍ଷରୁ ଅଧିକ ଜମି ମାଲିକାନା ପ୍ରଦାନ କରାଯାଇଛି। ଏହି ଐତିହାସିକ ପଦକ୍ଷେପ ଆଦିବାସୀମାନଙ୍କୁ ସେମାନଙ୍କ ଜମି ଚାଷ କରିବା, ପାରମ୍ପରିକ ଜୀବିକା ଅଭ୍ୟାସ କରିବା ଏବଂ ବିସ୍ଥାପିତ ହେବାର ଭୟ ନ କରି ସେମାନଙ୍କ ପୈତୃକ ଐତିହ୍ୟକୁ ସୁରକ୍ଷିତ ରଖିବା ପାଇଁ ସଶକ୍ତ କରିଛି । ଜନଜାତୀୟ ଭାରତ ପାଇଁ ସଶକ୍ତୀକରଣର ଏକ ନୂତନ ଯୁଗରେ ଜମି କେବଳ ଏକ ସମ୍ବଳ ନୁହେଁ ବରଂ ସୁରକ୍ଷା ଏବଂ ସମ୍ମାନର ଉତ୍ସ । ଅର୍ଥନୈତିକ ସଶକ୍ତୀକରଣ ହେଉଛି ଅନ୍ୟ ଏକ କ୍ଷେତ୍ର ଯେଉଁଠାରେ ପରିବର୍ତ୍ତନ ଗଭୀର ହୋଇଛି । ୨୦୧୪ ପୂର୍ବରୁ ଆଦିବାସୀ ସମ୍ପ୍ରଦାୟ ମାନେ ନିଜର ଜୀବିକା ପାଇଁ ଜଙ୍ଗଲ ସମ୍ପଦ ଉପରେ ନିର୍ଭର କରୁଥିଲେ କିନ୍ତୁ ଏହି ସମ୍ବଳଗୁଡ଼ିକୁ ପ୍ରଭାବଶାଳୀ ଭାବରେ ଉପଯୋଗ କରିବା ପାଇଁ ସେମାନଙ୍କ ପାଖରେ ସହାୟତା କିମ୍ବା ଉପାୟର ଅଭାବ ଥିଲା । ଆଜି ଜାତୀୟ ବାଉଁଶ ମିଶନ ଭଳି ପଦକ୍ଷେପ ଆଦିବାସୀଙ୍କ ଅର୍ଥନୈତିକ ଦୃଶ୍ୟପଟ୍ଟକୁ ନୂଆ ରୂପ ଦେଇଛି। ବାଉଁଶକୁ ଗଛ ଭାବରେ ବର୍ଗୀକରଣ କରି ସରକାର ଆଦିବାସୀ ପରିବାରମାନଙ୍କ ପାଇଁ ବାଉଁଶ ଅମଳ, ପ୍ରକ୍ରିୟାକରଣ ଏବଂ ବିକ୍ରୟ ପାଇଁ ନୂତନ ବାଟ ଖୋଲିଥିଲେ, ଯାହା ସେମାନଙ୍କୁ ରୋଜଗାରର ଏକ ସ୍ଥାୟୀ ଉତ୍ସ ପ୍ରଦାନ କରିଥିଲା । ବନ ଧନ ବିକାଶ କେନ୍ଦ୍ର (ଭିଡିଭିକେ) ମଧ୍ୟ ୪୫ ଲକ୍ଷରୁ ଅଧିକ ଆଦିବାସୀ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରିଛି, ଯାହା ସେମାନଙ୍କୁ ଜଙ୍ଗଲ ଜାତ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ଏବଂ ସେମାନଙ୍କ ଆୟ ବୃଦ୍ଧି କରିବାରେ ସାହାଯ୍ୟ କରିଛି । ପିଏମ୍ – କିଷାନ ଅଧୀନରେ ପ୍ରାୟ ୧.୨ କୋଟି ଆଦିବାସୀ କୃଷକମାନେ ବର୍ତ୍ତମାନ ପ୍ରତ୍ୟକ୍ଷ ଆର୍ଥିକ ସହାୟତା ପାଉଛନ୍ତି, ଯାହା ସେମାନଙ୍କୁ କୃଷିରେ ପୁଞ୍ଜିନିବେଶ ଏବଂ ସେମାନଙ୍କ ଉତ୍ପାଦକତାରେ ଉନ୍ନତି ଆଣିବା ପାଇଁ ସଶକ୍ତ କରୁଛି । ଏହି ପଦକ୍ଷେପ କେବଳ ଆଦିବାସୀ ଅର୍ଥନୀତିକୁ ପରିବର୍ତ୍ତନ କରୁନାହିଁ; ସେମାନେ ଆତ୍ମନିର୍ଭରଶୀଳତା ଏବଂ ଦୀର୍ଘମିଆଦୀ ସମୃଦ୍ଧିର ମୂଳଦୁଆ ପକାଇଛନ୍ତି। ଭିତ୍ତିଭୂମି ଦୃଷ୍ଟିରୁ ବିଶେଷ କରି ନକ୍ସଲ ପ୍ରଭାବିତ ଅଂଚଳରେ ଆଦିବାସୀ ସମ୍ପ୍ରଦାୟ ଦୀର୍ଘ ଦିନ ଧରି ବିଚ୍ଛିନ୍ନ ହୋଇ ରହିଥିଲେ। ଦୁର୍ବଳ ସଡ଼କ ଯୋଗାଯୋଗ, ବିଶୁଦ୍ଧ ଜଳର ଅଭାବ ଏବଂ ଅବିଶ୍ୱସନୀୟ ପରିବହନ ଦୈନନ୍ଦିନ ସଂଘର୍ଷ ଥିଲା । କିନ୍ତୁ ୨୦୧୪ ମସିହାରୁ ଏହି ଦୁର୍ଗମ ଅଂଚଳକୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବ୍ୟାପକ ପ୍ରୟାସ ଚାଲିଛି । ହଜାର ହଜାର କିଲୋମିଟର ରାସ୍ତା ନିର୍ମାଣ କରାଯାଇଛି, ଆଦିବାସୀ ଗାଁଗୁଡ଼ିକୁ ସହରାଞ୍ଚଳ ସହ ସଂଯୋଗ କରାଯାଇଛି ଏବଂ ଶିକ୍ଷା, ସ୍ୱାସ୍ଥ୍ୟ ସେବା ଓ ବାଣିଜ୍ୟ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଛି। ଭିତ୍ତିଭୂମି ଉପରେ ସରକାର ଗୁରୁତ୍ୱ ଦେବା ଦ୍ୱାରା ଦଶନ୍ଧି ଧରି ରହିଥିବା ବ୍ୟବଧାନ ଦୂର ହୋଇଛି ଏବଂ ଆଦିବାସୀ ସମ୍ପ୍ରଦାୟ ଏବେ ସେମାନଙ୍କ ଆଖପାଖ ଦୁନିଆରୁ ଆଉ ବିଚ୍ଛିନ୍ନ ନୁହନ୍ତି ବୋଲି ସୁନିଶ୍ଚିତ ହୋଇ ଯାଇଛି। ବୋଧହୁଏ ସବୁଠାରୁ ଆନନ୍ଦଦାୟକ ପରିବର୍ତ୍ତନ ଆଦିବାସୀ ସମ୍ପ୍ରଦାୟର ସାଂସ୍କୃତିକ ସ୍ୱୀକୃତିରେ ହେଉଛି । ବର୍ଷ ବର୍ଷ ଧରି ଆଦିବାସୀ ବୀରମାନଙ୍କ ଅବଦାନ ଓ ବଳିଦାନକୁ ବହୁମାତ୍ରାରେ ମନେ ରଖା ଯାଇନଥିଲା। କିନ୍ତୁ ଏବେ ମୋଦୀ ସରକାରଙ୍କ ଅମଳରେ ଏହି ଅଜଣା ବୀରମାନଙ୍କୁ ସମ୍ମାନିତ କରିବା ପାଇଁ ଜୋରଦାର ପ୍ରୟାସ ଆରମ୍ଭ ହୋଇଛି । ଭାରତର ସ୍ୱାଧୀନତା ସଂଗ୍ରାମରେ ମହାନ ଆଦିବାସୀ ନେତା ବିର୍ସା ମୁଣ୍ଡାଙ୍କ ଅତୁଳନୀୟ ଅବଦାନ ଓ ବଳିଦାନକୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କ ଜୟନ୍ତୀକୁ ବର୍ତ୍ତମାନ ଜନ ଜାତୀୟ ଗୌରବ ଦିବସ ଭାବରେ ପାଳନ କରାଯାଉଛି । ହବିବଗଞ୍ଜ ଭଳି ରେଳ ଷ୍ଟେସନର ନାମ ରାଣୀ କମଳାପତି ରେଳ ଷ୍ଟେସନକୁ ନାମିତ କରିବା ଏବଂ ଦେଶବ୍ୟାପୀ ଆଦିବାସୀ ସ୍ୱାଧୀନତା ସଂଗ୍ରାମୀ ସଂଗ୍ରହାଳୟ ନିର୍ମାଣ ମଧ୍ୟ ଆଦିବାସୀ ନାୟକମାନଙ୍କୁ ସେମାନଙ୍କ ହକ୍ ର ମାନ୍ୟତା ପ୍ରଦାନ କରିଛି । ସାଂସ୍କୃତିକ ଧାରଣାର ଏହି ପରିବର୍ତ୍ତନ ଆଦିବାସୀ ସମ୍ପ୍ରଦାୟମାନଙ୍କ ମଧ୍ୟରେ ଏକ ଗର୍ବ ଏବଂ ପରିଚୟ ଭାବନା ସୃଷ୍ଟି କରୁଛି, ଯାହା ସେମାନଙ୍କୁ ମନେ ପକାଇ ଦେଉଛି ଯେ ସେମାନଙ୍କ ଇତିହାସ ଭାରତର ଐତିହ୍ୟ ସହିତ ଅନ୍ୟ ମାନଙ୍କ ପରି ଅବିଚ୍ଛେଦ୍ୟ ଅଟେ । ଜନଜାତୀୟ ଭାରତ ଅବହେଳିତ ରୁ ସଶକ୍ତରେ ପରିଣତ ହେବା କେବଳ ଏକ ପ୍ରତିଜ୍ଞା ନୁହେଁ- ଏହା ପ୍ରତିଦିନ ସରକାରୀ ନୀତି ଏବଂ ପଦକ୍ଷେପ ମାଧ୍ୟମରେ ଆକାର ନେଉଥିବା ଏକ ବାସ୍ତବତା । ଏକଦା ଆଦିବାସୀ ସମ୍ପ୍ରଦାୟର ଜୀବନକୁ ଯେଉଁ ସଂଘର୍ଷ ପରିଭାଷିତ କରୁଥିଲା, ତାହା ଏବେ ତତ୍ପରତା ଓ ଯତ୍ନର ସହ ସମାଧାନ କରାଯାଉଛି, ଯାହା ଭାରତର ଆଦିବାସୀ ଜନସଂଖ୍ୟା ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମାବେଶୀ ଭବିଷ୍ୟତ ପାଇଁ ପଥ ପ୍ରଶସ୍ତ କରୁଛି।
Read More »ଆଇଆରଇଡିଏ ସିଏସଆର କାର୍ଯ୍ୟକ୍ରମର ଅଂଶବିଶେଷ ଭାବେ ଶ୍ରୀଜଗନ୍ନାଥ ମନ୍ଦିର ଠାରେ ୧୦ଟି ବ୍ୟାଟେରୀ ଚାଳିତ ଗାଡ଼ିକୁ ପତାକା ଦେଖାଇ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି, ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ଆଜି ପୁରୀସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରେ 10ଟି ବ୍ୟାଟେରୀ ଚାଳିତ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଭାରତୀୟ ଅକ୍ଷୟ ଶକ୍ତି ବିକାଶ ସଂସ୍ଥା ଲିଃ. (ଆଇଆରଇଡିଏ)ର ସିଏସଆର୍ କାର୍ଯ୍ୟକ୍ରମ ଅଧୀନରେ ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ପରିବେଶ ଅନୁକୂଳ ଗମନାଗମନକୁ ପ୍ରୋତ୍ସାହିତ କରିବା ଏବଂ ପବିତ୍ର ତୀର୍ଥସ୍ଥାନକୁ …
Read More »‘ଚିନ୍ତନ ଶିବିର’କୁ ଉଦ୍ଘାଟନ କଲେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ
ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରଣାଳୟ (ଏମ୍ଏନ୍ଆରଇ) ପକ୍ଷରୁ ଆୟୋଜିତ ଦୁଇଦିନିଆ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ ‘ଚିନ୍ତନ ଶିବିର’କୁ କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଉଦ୍ ଘାଟନ କରିଛନ୍ତି। ବରିଷ୍ଠ ସରକାରୀ ଅଧିକାରୀ, ଶିଳ୍ପ ପ୍ରତିନିଧି ଏବଂ ଅଂଶୀଦାରମାନଙ୍କର ଏହି ସମାବେଶ ୨୦୩୦ ସୁଦ୍ଧା ଭାରତର ୫୦୦ ଗିଗାୱାଟ ଅକ୍ଷୟ ଶକ୍ତି କ୍ଷମତାର ଉଚ୍ଚାକାଂକ୍ଷୀ ଲକ୍ଷ୍ୟ ହାସଲ କରିବା ପାଇଁ ରଣନୀତି ବିକଶିତ କରିବାକୁ ଲକ୍ଷ୍ୟ ରଖିଛି । ଉଦଘାଟନୀ ଭାଷଣରେ ଶ୍ରୀ ପ୍ରହ୍ଲାଦ ଯୋଶୀ କହିଥିଲେ ଯେ ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ୍ ଲକ୍ଷ୍ୟ କେବଳ ଏକ ଲକ୍ଷ୍ୟ ନୁହେଁ ବରଂ ଏହାକୁ ହାସଲ କରିବା ପାଇଁ ଏକ ଆହ୍ୱାନ। ସେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରି କହିଥିଲେ ଯେ ଅଣ-ଜୀବାଶ୍ମ ଇନ୍ଧନ ଉତ୍ସରୁ ଦେଶ ୨୧୨ ଗିଗାୱାଟ ହାସଲ କରିସାରିଛି ଏବଂ ୨୦୩୦ ମସିହା ଲକ୍ଷ୍ୟ ଅତିକ୍ରମ କରିବା ପଥରେ ରହିଛି। ଆହ୍ୱାନର ମୁକାବିଲା ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ ଅଗ୍ରଗତିକୁ ତ୍ୱରାନ୍ୱିତ କରିବା ପାଇଁ ସମସ୍ତ ଅଂଶୀଦାରଙ୍କ ମଧ୍ୟରେ ସମନ୍ୱିତ ଓ ସହଯୋଗୀ ପ୍ରୟାସ ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ । ଜମି ଅଧିଗ୍ରହଣ, ଟ୍ରାନ୍ସମିସନ ଭିତ୍ତିଭୂମି, ବିଦ୍ୟୁତ କ୍ରୟ ଚୁକ୍ତି, ଶକ୍ତି ସଂରକ୍ଷଣ ଏବଂ ଏହି କ୍ଷେତ୍ରକୁ ପ୍ରଭାବିତ କରୁଥିବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାରକ ସହିତ ଅଂଶୀଦାରମାନଙ୍କ ଦ୍ୱାରା ଉଠାଯାଇଥିବା ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଶ୍ରୀ ଯୋଶୀ ଆଲୋକପାତ କରିଥିଲେ। ମନ୍ତ୍ରୀ ଯୋଶୀ କହିଛନ୍ତି, ଚିନ୍ତନ ଶିବିର ସମସ୍ତ ସମସ୍ୟାର ଏକ ବ୍ୟାପକ ସମାଧାନରେ ପହଞ୍ଚିବା ଉଚିତ ଏବଂ ୨୦୩୦ ସୁଦ୍ଧା ୫୦୦ ଗିଗାୱାଟ ଲକ୍ଷ୍ୟ ହାସଲ କରିବା ପାଇଁ ଏହାର ସାମୂହିକ ଅଭିଜ୍ଞତା ଏବଂ ଜ୍ଞାନ ସହିତ ଭବିଷ୍ୟତ ପାଇଁ ଏକ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଉଚିତ । ସରକାରଙ୍କ ଜାରି ରହିଥିବା ପ୍ରୟାସକୁ ସମ୍ବୋଧିତ କରି ଶ୍ରୀ ଯୋଶୀ ଉଲ୍ଲେଖ କରିଥିଲେ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ଏହାର ସ୍ଥିରତା ଏବଂ ସମ୍ଭାବନା ପାଇଁ ବିଶ୍ୱସ୍ତରୀୟ ବିଶ୍ୱାସ ଅର୍ଜନ କରିଛି ଏବଂ ଅକ୍ଷୟ ଶକ୍ତି କ୍ଷେତ୍ରରେ ଦେଶକୁ ସୁଯୋଗର ଦେଶ ଭାବରେ ସ୍ଥାନିତ କରିଛି । ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯାଜନା ଏବଂ ପିଏମ କୁସୁମ ଭଳି ସରକାରୀ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ, ଯାହା କେବଳ ଦେଶର ଅକ୍ଷୟ ଶକ୍ତି ଅଭିଳାଷରେ ଯୋଗଦାନ କରେ ନାହିଁ ବରଂ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି କରେ । ୫୦୦ ଗିଗାଓ୍ଵାଟ ଲକ୍ଷ୍ୟ ପୂରଣ ଦିଗରେ ସମସ୍ତ ଅଂଶୀଦାରଙ୍କ ପ୍ରୟାସକୁ ସମନ୍ୱିତ କରିବା ପାଇଁ ଶକ୍ତି ମନ୍ତ୍ରଣାଳୟ ସହ ପରାମର୍ଶ କରି ଏକ ଟାସ୍କଫୋର୍ସ ଗଠନ କରିବାକୁ ମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। ୩୨ ଲକ୍ଷ କୋଟି ଟଙ୍କାରୁ ଅଧିକ ଏବଂ ୫୪୦ ଗିଗାୱାଟ ଅକ୍ଷୟ ଶକ୍ତି ପ୍ରକଳ୍ପ ପାଇଁ ଆରଇ-ଇନଭେଷ୍ଟ ଶିଖର ସମ୍ମିଳନୀରେ ଦିଆଯାଇଥିବା ପ୍ରତିଶ୍ରୁତି ସମ୍ପର୍କରେ ମଧ୍ୟ ଶ୍ରୀ ଯୋଶୀ ଆଶାବାଦୀ ଥିଲେ । ଶିଳ୍ପ ସଂସ୍ଥା, ସରକାରୀ ସଂସ୍ଥା ଏବଂ ଆର୍ଥିକ ଅନୁଷ୍ଠାନଗୁଡ଼ିକ ମଧ୍ୟରେ ମିଳିତ ସହଯୋଗ ମାଧ୍ୟମରେ ଏହି ପ୍ରତିଶ୍ରୁତିଗୁଡ଼ିକୁ ବାସ୍ତବରେ ରୂପାନ୍ତରିତ କରାଯାଇପାରିବ ବୋଲି ସେ ଗୁରୁତ୍ୱାରୋପ କରିଥିଲେ। କେନ୍ଦ୍ର ନୂତନ ଓ ଅକ୍ଷୟ ଶକ୍ତି ତଥା ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟେସୋ ନାଏକ ତାଙ୍କ ବକ୍ତବ୍ୟରେ ୨୦୪୭ ସୁଦ୍ଧା ଭାରତର ଶକ୍ତି ଆତ୍ମନିର୍ଭରଶୀଳତା ଅଭିମୁଖେ ଯାତ୍ରାରେ ଅକ୍ଷୟ ଶକ୍ତି କ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥିଲେ । ସ୍ୱଚ୍ଛ ଶକ୍ତି କ୍ଷେତ୍ରରେ ବୈଷୟିକ ଉନ୍ନତି ଏବଂ ଉଦ୍ଭାବନକୁ ଭାରତ ସରକାର ସମର୍ଥନ ଜାରି ରଖିବେ ବୋଲି ସେ ଆଶ୍ୱାସନା ଦେଇଥିଲେ । ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ସୌର, ପବନ, ବ୍ୟାଟେରୀ ଷ୍ଟୋରେଜ୍ ଏବଂ ପମ୍ପ ଷ୍ଟୋରେଜ୍ ପ୍ରକଳ୍ପରେ ରାଜ୍ୟର ଯଥେଷ୍ଟ ସମ୍ଭାବନା ଉପରେ ଆଲୋକପାତ କରିଥିଲେ। ଭାରତର ଅକ୍ଷୟ ଶକ୍ତି ଲକ୍ଷ୍ୟ ପୂରଣ ପାଇଁ କେନ୍ଦ୍ର ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବାକୁ ଓଡ଼ିଶାର ପ୍ରତିବଦ୍ଧତାକୁ ସେ ଦୋହରାଇଥିଲେ। ଶକ୍ତି ସଚିବ ଶ୍ରୀ ପଙ୍କଜ ଅଗ୍ରୱାଲ ଏହି କ୍ଷେତ୍ର ସମ୍ମୁଖୀନ ହେଉଥିବା ବିଭିନ୍ନ ଆହ୍ଵାନ, ବିଶେଷକରି ଟ୍ରାନ୍ସମିସନ ଏବଂ ଶକ୍ତି ସଂରକ୍ଷଣ କ୍ଷେତ୍ରରେ ଆଲୋଚନା କରିଥିଲେ । ଏହି ସମସ୍ୟାଗୁଡ଼ିକର ସମାଧାନ ପାଇଁ ବ୍ୟବହାରିକ ସମାଧାନ ଚିହ୍ନଟ ଉପରେ ଧ୍ୟାନ ଦେବାକୁ ସେ ଚିନ୍ତନ ଶିବିରରେ ଅଂଶଗ୍ରହଣକାରୀମାନଙ୍କୁ ଅନୁରୋଧ କରିଥିଲେ। ଏମଏନଆରଇର ସଚିବ ଶ୍ରୀ ପ୍ରଶାନ୍ତ କୁମାର ସିଂ ଅକ୍ଷୟ ଶକ୍ତି କ୍ଷେତ୍ରର ଆହ୍ୱାନଗୁଡ଼ିକୁ ବୁଝିବା ଏବଂ ଏହାର ମୁକାବିଲା କରିବା ପାଇଁ ମନ୍ତ୍ରଣାଳୟର ପ୍ରତିବଦ୍ଧତାକୁ ଦୋହରାଇଥିଲେ । ସେ ଏହା ମଧ୍ୟ ସ୍ୱୀକାର କରିଛନ୍ତି ଯେ ଚିନ୍ତନ ଶିବିର ଆୟୋଜନ କରିବା କେନ୍ଦ୍ରମନ୍ତ୍ରୀ ଯୋଶୀଙ୍କ ଦ୍ୱାରା ଦିଆଯାଇଥିବା ପ୍ରଥମ ପ୍ରାଥମିକତା ମଧ୍ୟରୁ ଗୋଟିଏ, ଯାହା ସହଜ, ସ୍ପଷ୍ଟ ଏବଂ କାର୍ଯ୍ୟକାରୀ ଯୋଗ୍ୟ ନୀତିର ବିକାଶ ସୁନିଶ୍ଚିତ କରିବା ପାଇଁ ରି-ଇନଭେଷ୍ଟ ପଦକ୍ଷେପ ସହିତ ଥିଲା । ଏମ୍ଏନ୍ଆରଇର ଅତିରିକ୍ତ ସଚିବ ସୁଦୀପ ଜୈନ ଚିନ୍ତନ ଶିବିରର ସମସ୍ତ ଅଂଶୀଦାରଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଚିନ୍ତନ ଶିବିର ଶିଳ୍ପନେତା, ଆର୍ଥିକ ଅନୁଷ୍ଠାନ, ଶିଳ୍ପପତି, ସିଇଓ ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରମୁଖ ଅଧିକାରୀମାନଙ୍କୁ ବିଷୟଗତ ଅଧିବେଶନ ଏବଂ ସହଯୋଗୀ ଆଲୋଚନା ମାଧ୍ୟମରେ ଅକ୍ଷୟ ଶକ୍ତି କ୍ଷେତ୍ରରେ ଉଦୀୟମାନ ଆହ୍ୱାନ ଏବଂ ସୁଯୋଗ ଉପରେ ବିଚାର ବିମର୍ଶ କରିବା ପାଇଁ ଏକ ମଞ୍ଚ ପ୍ରଦାନ କରିବ । ଚିନ୍ତନ ଶିବିର ଅକ୍ଷୟ ଶକ୍ତି କ୍ଷେତ୍ରରେ ପରିବର୍ତ୍ତନ ଆଣିବା ଏବଂ ଦୀର୍ଘମିଆଦୀ ଶକ୍ତି ସ୍ଥାୟୀତା ଲକ୍ଷ୍ୟ ହାସଲ କରିବା ପାଇଁ ଭାରତର ଜାରି ରହିଥିବା ପ୍ରୟାସରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।
Read More »ଆଇଏଫଏଫଆଇ ୨୦୨୪ର ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର ସୂଚନା ଓ ପ୍ରସାରଣ ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗନ୍
ଗୋଆରେ ଆସନ୍ତା ୨୦ରୁ ୨୮ ନଭେମ୍ବର ପର୍ଯ୍ୟନ୍ତ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ୫୫ତମ ସଂସ୍କରଣ ଅନୁଷ୍ଠିତ ହେବ । କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗନ୍ ଆଜି ଏହି ମହୋତ୍ସବର ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ପ୍ରମୁଖ ଅଂଶୀଦାରମାନଙ୍କ ସହ ଏକ ବୈଠକରେ ଆଲୋଚନା କରିଛନ୍ତି । ବୈଠକରେ ଡ. ମୁରୁଗନ୍ ମହୋତ୍ସବର ବାଧାମୁକ୍ତ ଆୟୋଜନ ସୁନିଶ୍ଚିତ କରିବା …
Read More »ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଜବାହରଲାଲ ନେହେରୁଙ୍କ ଜୟନ୍ତୀ ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏକ୍ସରେ ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି : “ତାଙ୍କ ଜୟନ୍ତୀରେ ମୁଁ ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି ।”
Read More »નેહરુ યુવા કેન્દ્ર, અમદાવાદ દ્વારા ડ્રગ વ્યસન અને પદાર્થ દુરુપયોગ વિષય પર એક દિવસીય વર્કશોપનું સફળ આયોજન કરાયું
આજ રોજ ભારત સરકારના યુવા બાબતો અને રમત-ગમત મંત્રાલય અંતર્ગત કાર્યરત જિલ્લા યુવા અઘિકારી કાર્યાલય, નેહરુ યુવા કેન્દ્ર, અમદાવાદ દ્વારા મેરા યુવા ભારત (માયભારત)ના નેજા હેઠળ પ્રિતેશ કુમાર ઝવેરી, જિલ્લા યુવા અઘિકારી, અમદાવાદના નેતૃત્વ અને માર્ગદર્શનમાં ડ્રગ વ્યસન અને પદાર્થ દુરુપયોગ વિષય પર એક દિવસીય વર્કશોપનું આયોજન યુવક વિકાસ ટ્રસ્ટ, અમદાવા ના સભાગાર ખાતે ભારત સરકારના નશામુકત ભારત અભિયાન માટે સમર્પિત નશાબંધી મંડળ, ગુજરાતના વિશેષ સહયોગથી થયું. કાર્યક્રમમાં મુખ્ય વક્તા તરીકે નશાબંધી મંડળ રાજ્ય સ્તરીય સંયોજન સમિતિના રાજ્ય સંયોજક તન્મય ચેટર્જી દ્વારા પોતાના વિશેષ વ્યાખ્યાનમાં ડ્રગ અને પદાર્થ દુરુપયોગ વ્યસન કે લત લાગવાના કારણો, તેનો ઉદ્ભવ અને તેના નિવારણ અંગે વિસ્તારે સમજૂતી આપી, ત્યાંજ તેમની કચેરીના દસ્તાવેજીકરણ અધિકારી પ્રિયાંક સોલંકીએ પણ AV માધ્યમથી વિષય અનુરૂપ પ્રસ્તુતિ આપી. સાથે જ આ કાર્યક્રમમાં વક્તા તરીકે ઉપસ્થિત યુવક વિકાસ ટ્રસ્ટના વિક્રમસિંહ રાઠોડ અને ભારતીય સમુદાય શિક્ષણ સંઘના વિમળાબેન મકવાણા દ્વારા પણ વર્કશોપમાં ઇન્ટરેક્ટિવ સેશન દ્વારા પ્રતિભાગી યુવાનોને વિષે અનુરૂપ પ્રેક્ટિકલ માહિતી આપી તેઓનું જ્ઞાન વર્ધન કર્યું. ઉલ્લેખનીય છે કે, જિલ્લા યુવા અધિકારી દ્વારા ભગવાન બિરસા મુંડા જયંતીને અનુલક્ષીને જન જાતીય જાગરૂકતા દિવસ અંગે પણ પ્રતિભાગી યુવાનોને આ રાષ્ટ્રીય અગત્યતા ધરાવતા દિવસ વિષે વિસ્તારે માહિતી આપી, તેઓને શ્રી બિરસા મુંડાના જીવન અને સંઘર્ષમાંથી પ્રેરણા લેવા માટે પણ પ્રેરિત કર્યા. કાર્યક્રમમાં આયોજક અને અતિથિગણ તથા પ્રતિભાગિયો દ્વારા ટ્રસ્ટ પાંગણમાં ‘એક પેડ મા કે નામ અભિયાન અંતર્ગત વૃક્ષારોપણ કરી, અન્ય લોકો અને યુવાનોને પણ મોટા પાયે જોડવા પ્રતિજ્ઞા લીધી. આ કાર્યક્રમમાં પ્રતિભાગી યુવાનો માટે નેહરુ યુવા કેન્દ્ર દ્વારા અલ્પાહાર અને ભોજનની પણ વ્યવસ્થા કરવામાં આવી હતી. કાર્યક્રમમાં રાષ્ટ્રીય સેવા યોજનાના કાર્યક્રમ અધિકારી ડૉ. ગોપાલ લકુમે વિશેષરૂપે હાજર રહી યુવાનોનું માર્ગદર્શન કરેલ અને જિલ્લાના વિવિધ તાલુકામાંથી મોટી સંખ્યામાં યુવાનોએ હાજરી નોંધાવી કાર્યક્રમને સફળ બનાવ્યો હતો.
Read More »પશુપાલન અને ડેરી વિભાગ (ડીએએચડી) દ્વારા પશ્ચિમી ક્ષેત્ર માટે પ્રાદેશિક સમીક્ષા બેઠક
પશુપાલન અને ડેરી વિભાગ (ડીએએચડી)નાં સચિવ શ્રીમતી અલકા ઉપાધ્યાયે 13 નવેમ્બર, 2024નાં રોજ પશ્ચિમનાં રાજ્યો/કેન્દ્રશાસિત પ્રદેશોની નવી દિલ્હીમાં પ્રાદેશિક સમીક્ષા બેઠકની અધ્યક્ષતા કરી હતી. આ બેઠકમાં ગુજરાત, મધ્ય પ્રદેશ, મહારાષ્ટ્ર, રાજસ્થાન, ગોવા અને બિહાર સહિત પશ્ચિમી રાજ્યોના પશુપાલન અને ડેરી વિભાગના અધિક મુખ્ય સચિવો, અગ્ર સચિવો, સચિવો, નિદેશકો અને યોજના અધિકારીઓને એકઠા કરવામાં આવ્યા હતા અને વિવિધ વિભાગીય કાર્યક્રમો અને યોજનાઓની …
Read More »
Matribhumisamachar
