நாட்டின் வடகிழக்கு பகுதி தற்போது நமது தேசிய வளர்ச்சியின் மையமாக உள்ளது என்று குடியரசுத் துணைத் தலைவர் திரு ஜக்தீப் தன்கர் கூறியுள்ளார். குவஹாத்தியில் உள்ள கால்நடை அறிவியல் கல்லூரியில் இன்று (27.10.2024) நடைபெற்ற கிருஷ்ணகுரு சர்வதேச ஆன்மிக இளைஞர் சங்கத்தின் 21-வது சர்வதேச மாநாட்டில் அவர் உரையாற்றினார். பல ஆண்டுகளாக, வடகிழக்குப் பிராந்தியம் வளர்ச்சி, போக்குவரத்து இணைப்பு தொடர்பான சவால்களை எதிர்கொண்டது என்று அவர் கூறினார். ஆனால் இன்று இந்தப் பகுதி வளர்ச்சியின் முன்னுரிமைப் பகுதியாக மாறியுள்ளது என்று அவர் குறிப்பிட்டார், நமது நாட்டில் மாற்றத்தை ஏற்படுத்துவதற்கு மூன்று கொள்கைகள் அவசியம் என்று அவர் கூறினார். எந்த சூழ்நிலையிலும், ஆன்மீகத்திலிருந்து உங்களை விலகி இருக்காதீர்கள் என அவர் வலியுறுத்தினார். ஆன்மிகப் பாதை, தேசியவாதம், நவீனத்துவ தொழில்நுட்ப வளர்ச்சி ஆகிய மூன்றும் இணையும் போது உலகின் மிகப் பெரிய சக்தியாக இந்தியா மாறுவதை யாராலும் தடுக்க முடியாது என்று அவர் கூறினார். கிருஷ்ணகுருஜியின் போதனைகளின் தாக்கத்தைக் கூறிய குடியரசுத் துணைத் தலைவர், கிருஷ்ணகுருஜி தெய்வீக அருளின் சாரத்தை உள்ளடக்கியவர் என்றும் அன்பு, சேவை, மனிதநேயம் பற்றிய தனது போதனைகளால் தனது பக்தர்களின் இதயங்களை ஒளிரச் செய்துள்ளார் என்றும் கூறினார். ஆன்மிகத்தின் உள்ளார்ந்த பண்புகளை எடுத்துரைத்த குடியரசுத் துணைத் தலைவர், நல்லிணக்கத்துக்கு வழிவகுக்கும் மதிப்புகளை மேம்படுத்த வேண்டும் என வலியுறுத்தினார். இந்நிகழ்ச்சியில் அசாம் ஆளுநர் திரு லக்ஷ்மன் பிரசாத் ஆச்சார்யா, அசாம் முதலமைச்சர் திரு ஹிமந்தா பிஸ்வா சர்மா, மத்திய துறைமுகங்கள், கப்பல் நீர்வழிகள் துறை அமைச்சர் திரு சர்பானந்த சோனோவால், கிருஷ்ணகுரு சர்வதேச ஆன்மீக இளைஞர் சங்கத்தின் தலைவர் கமலா கோகோய் உள்ளிட்டோர் கலந்து கொண்டனர்.
Read More »கே.ஆர். நாராயணன் பிறந்த தினத்தை முன்னிட்டு அவருக்குக் குடியரசுத்தலைவர் மலரஞ்சலி செலுத்தினார்
மறைந்த முன்னாள் குடியரசுத் தலைவர் கே.ஆர். நாராயணனின் பிறந்த நாளை முன்னிட்டு, அவருக்குக் குடியரசுத் தலைவர் மாளிகையில், இன்று (2024 அக்டோபர் 27) குடியரசுத் தலைவர் திருமதி திரௌபதி முர்மு மலரஞ்சலி செலுத்தினார்.
Read More »ସପ୍ତଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୪ରେ ‘ଶ୍ରେଷ୍ଠ ସାର୍ବଜନୀନ ପରିବହନ ସୁବିଧା ଥିବା ସହର’ ପୁରସ୍କାର ଜିତିଲା ଭୁବନେଶ୍ୱର
କେନ୍ଦ୍ର ଆବାସ ଏବଂ ସହରାଞ୍ଚଳ ବ୍ୟାପାର ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ ମନୋହର ଲାଲ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରେ ତିନି ଦିନିଆ ସପ୍ତଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୪ର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କରିବା ସହ ବିଭିନ୍ନ ବର୍ଗରେ ରାଜ୍ୟ ଓ ସହରାଞ୍ଚଳଗୁଡ଼ିକୁ ପୁରସ୍କୃତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସହରକୁ ‘ଶ୍ରେଷ୍ଠ ସାର୍ବଜନୀନ ପରିବହନ ସୁବିଧା ଥିବା ସହର’ ଭାବେ ଜାତୀୟ ପୁରସ୍କାର ମିଳିଛି । ସେହିପରି ଶ୍ରୀନଗର ଅଣମୋଟର ପରିବହନ ବ୍ୟବସ୍ଥା ଥିବା …
Read More »ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ । ଆପଣ ଯଦି ମୋତେ ପଚାରନ୍ତି ଯେ, ମୋ ଜୀବନର ସବୁଠାରୁ ସ୍ମରଣୀୟ ମୁହୂର୍ତ୍ତ କ’ଣ ଥିଲା, ତେବେ ମୋର ଅନେକ କଥା ମନେପଡ଼େ । କିନ୍ତୁ, ତନ୍ମଧ୍ୟରୁ ଗୋଟିଏ ମୁହୂର୍ତ୍ତ ହେଉଛି ସବୁଠାରୁ ବିଶିଷ୍ଟ, ସେହି କ୍ଷଣଟି ଥିଲା – ଯେତେବେଳେ ଗତବର୍ଷ ନଭେମ୍ବର ୧୫ ତାରିଖ ଦିନ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ତାଙ୍କ ଜନ୍ମସ୍ଥାନ ଝାଡ଼ଖଣ୍ଡର ଉଲିଆତୁ ଗାଁକୁ ଯାଇଥିଲି । ଏହି ଯାତ୍ରା ମୋତେ ବହୁମାତ୍ରାରେ ପ୍ରଭାବିତ କରିଥିଲା । ଏହି ପବିତ୍ର ଭୂମିର ମାଟିକୁ ମସ୍ତକରେ ଲଗାଇବାର ସୌଭାଗ୍ୟ ପ୍ରାପ୍ତ କରିବାରେ ମୁଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ । ସେତେବେଳେ ମୁଁ କେବଳ ଯେ ସ୍ୱାଧୀନତା ସଂଗ୍ରାମର ଶକ୍ତିକୁ ଅନୁଭବ କଲି ତା’ ନୁହେଁ, ବରଂ ଏହି ଭୂମିର ଶକ୍ତି ସହ ଜଡ଼ିତ ହେବାର ସୁଯୋଗ ମଧ୍ୟ ମିଳିଲା । ମୁଁ ଏ କଥା ଅନୁଭବ କଲି ଯେ, କିଭଳି ଗୋଟିଏ ସଂକଳ୍ପକୁ ସମ୍ପୂର୍ଣ୍ଣ କରିବାର ସାହସ ଦେଶର କୋଟି କୋଟି ଲୋକଙ୍କ ଭାଗ୍ୟକୁ ବଦଳାଇ ଦେଇପାରେ । ବନ୍ଧୁଗଣ, ଭାରତ ପ୍ରତ୍ୟେକ ଯୁଗରେ କିଛି ନା କିଛି ଆହ୍ୱାନର ସମ୍ମୁଖୀନ ହୋଇଛି ଏବଂ ପ୍ରତ୍ୟେକ ଯୁଗରେ ଏଭଳି ଅସାଧାରଣ ଭାରତବାସୀ ଜନ୍ମଗ୍ରହଣ କଲେ, ଯିଏ ଏହି ଆହ୍ୱାନଗୁଡ଼ିକର ମୁକାବିଲା କଲେ । ଆଜିର ‘ମନ୍ କି ବାତ୍’ରେ ମୁଁ ସାହସ ଏବଂ ଦୂରଦୃଷ୍ଟିସମ୍ପନ୍ନ ସେହିଭଳି ଦୁଇଜଣ ମହାନାୟକଙ୍କ ବିଷୟରେ ଆଲୋଚନା କରିବି । ତାଙ୍କର ୧୫୦ତମ ଜୟନ୍ତୀ ପାଳନ କରିବାକୁ ଦେଶ ସ୍ଥିର କରିଛି । ଅକ୍ଟୋବର ୩୧ ତାରିଖରୁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ବର୍ଷ ଆରମ୍ଭ ହେବ । ଏହା ପରେ ନଭେମ୍ବର ୧୫ ତାରିଖଠାରୁ ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ତମ ଜୟନ୍ତୀ ବର୍ଷ ଆରମ୍ଭ ହେବ । ଏହି ଦୁଇ ମହାପୁରୁଷ ଭିନ୍ନ ଭିନ୍ନ ଆହ୍ୱାନର ସମ୍ମୁଖୀନ ହୋଇଥିଲେ । କିନ୍ତୁ, ଉଭୟଙ୍କ ଦୂରଦୃଷ୍ଟି ସମାନ ଥିଲା – “ଦେଶର ଏକତା” । ବନ୍ଧୁଗଣ, ବିଗତ ବର୍ଷମାନଙ୍କରେ ଦେଶର ଏଭଳି ମହାନ ନାୟକ-ନାୟିକାମାନଙ୍କ ଜୟନ୍ତୀକୁ ନୂତନ ଉଦ୍ଦୀପନା ସହ ପାଳନ କରି ନୂତନ ପିଢ଼ିକୁ ନୂତନ ପ୍ରେରଣା ମିଳିଛି । ଆପଣମାନଙ୍କର ମନେଥିବ, ଆମେ ଯେତେବେଳେ ମହାତ୍ମା ଗାନ୍ଧିଙ୍କର ୧୫୦ତମ ଜୟନ୍ତୀ ପାଳନ କରିଥିଲୁ, ସେତେବେଳେ କେତେ ବିଶେଷ ଆୟୋଜନ ହୋଇଥିଲା । ନ୍ୟୁୟର୍କର ଟାଇମ୍ସ ସ୍କୋୟାର ଠାରୁ ଆରମ୍ଭ କରି ଆଫ୍ରିକାର ଛୋଟିଆ ଗାଁ ପର୍ଯ୍ୟନ୍ତ ବିଶ୍ୱବାସୀ ଭାରତର ସତ୍ୟ ଏବଂ ଅହିଂସାର ବାର୍ତ୍ତାକୁ ହୃଦୟଙ୍ଗମ କଲେ, ଏ ସମ୍ପର୍କରେ ଜାଣିଲେ ଏବଂ ଏହାକୁ ଅନୁସରଣ କଲେ । ଯୁବବର୍ଗଠାରୁ ଆରମ୍ଭ କରି ବୟସ୍କମାନଙ୍କ ଯାଏଁ, ଭାରତୀୟଙ୍କଠାରୁ ବିଦେଶୀ ଯାଏଁ, ପ୍ରତ୍ୟେକେ ଗାନ୍ଧିଜୀଙ୍କ ଉପଦେଶକୁ ନୂତନ ସନ୍ଦର୍ଭରେ ଗ୍ରହଣ କଲେ । ନୂତନ ବୈଶ୍ୱିକ ପରିସ୍ଥିତିରେ ସେ ସମ୍ପର୍କରେ ଜ୍ଞାନଲାଭ କଲେ । ଯେତେବେଳେ ଆମେ ସ୍ୱାମୀ ବିବେକାନନ୍ଦଙ୍କ ୧୫୦ତମ ଜୟନ୍ତୀ ପାଳନ କଲୁ, ସେତେବେଳେ ଦେଶର ଯୁବବର୍ଗ ଭାରତର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଶକ୍ତିକୁ ନୂତନ ଭାବେ ପରିଭାଷିତ କଲେ । ଏହି ଯୋଜନାଗୁଡ଼ିକ ଆମକୁ ଏହି ଅନୁଭୂତି ପ୍ରଦାନ କଲେ ଯେ, ଆମ ମହାପୁରୁଷଗଣ ଅତୀତ ଗର୍ଭରେ ବିଲୀନ ହୋଇଯାଆନ୍ତି ନାହିଁ । ବରଂ ସେମାନଙ୍କ ଜୀବନ ଆମର ବର୍ତ୍ତମାନକୁ ଭବିଷ୍ୟତର ପଥ ପ୍ରଦର୍ଶିତ କରେ । ବନ୍ଧୁଗଣ, ଯଦିଓ ସରକାର ଏହି ମହାପୁରୁଷମାନଙ୍କ ୧୫୦ତମ ଜନ୍ମ ଜୟନ୍ତୀକୁ ଜାତୀୟ ସ୍ତରରେ ପାଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି, କିନ୍ତୁ ଆପଣମାନଙ୍କ ସହଭାଗିତା ହିଁ ଏହି ଅଭିଯାନରେ ପ୍ରାଣସଂଚାର କରିବ, ଏହାକୁ ଜୀବନ୍ତ କରିବ । ଏହି ଅଭିଯାନରେ ଅଂଶଗ୍ରହଣ କରିବା ପାଇଁ ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି । ଲୌହମାନବ ସର୍ଦ୍ଦାର ପଟେଲଙ୍କ ସମ୍ପର୍କରେ ଆପଣଙ୍କ ଚିନ୍ତାଧାରା ଏବଂ କାର୍ଯ୍ୟ #Sardar150ରେ ଶେୟାର କରନ୍ତୁ ଏବଂ ଧରତୀ-ଆବା ବିର୍ସା ମୁଣ୍ଡାଙ୍କ ପ୍ରେରଣାକୁ #BirsaMunda150 ଜରିଆରେ ବିଶ୍ୱବାସୀଙ୍କ ସମ୍ମୁଖକୁ ଆଣନ୍ତୁ । ଆସନ୍ତୁ, ଏକାଠି ମିଶି ଏହି ଉତ୍ସବକୁ ଭାରତର ବିବିଧତାରେ ଏକତାର ଉତ୍ସବରେ ପରିଣତ କରିବା । ଏହାକୁ ପରମ୍ପରାରୁ ବିକାଶର ଉତ୍ସବରେ ପରିଣତ କରିବା । ମୋର ପ୍ରିୟ ଦେଶବାସୀଗଣ, ଆପଣମାନଙ୍କୁ ସେ ଦିନ ନିଶ୍ଚୟ ମନେଥିବ, ଯେତେବେଳେ ଛୋଟା ଭୀମର ପ୍ରସାରଣ ଟିଭି ପରଦାରେ ଆରମ୍ଭ ହୋଇଥିଲା । ପିଲାମାନେ ତ ଏହା କେବେ ବି ଭୁଲିପାରିନଥିବେ । ଛୋଟା ଭୀମକୁ ନେଇ କେତେ ଉତ୍ସାହ ଥିଲା !! ଆପଣମାନେ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଆଜି ଢୋଲକପୁରର ଢୋଲ କେବଳ ଭାରତ ନୁହେଁ, ବରଂ ଅନ୍ୟ ଦେଶର ପିଲାମାନଙ୍କ ପାଇଁ ମଧ୍ୟ ଆକର୍ଷଣ ସାଜିଛି । ସେହିପରି ଆମର ଅନ୍ୟାନ୍ୟ ଆନିମେଟେଡ୍ ସିରିଆଲ୍ କ୍ରିଷ୍ଣା, ହନୁମାନ, ମୋଟୁ-ପତଲୁକୁ ପସନ୍ଦ କରୁଥିବା ଦର୍ଶକ ମଧ୍ୟ ସାରା ବିଶ୍ୱରେ ରହିଛନ୍ତି । ଭାରତର ଆନିମେଶନ୍ ଚରିତ୍ର, ଏଠାକାର ଆନିମେଶନ୍ ଚଳଚ୍ଚିତ୍ର ଏହାର ବିଷୟବସ୍ତୁ ଏବଂ ସୃଜନଶୀଳତା ଯୋଗୁଁ ସାରାବିଶ୍ୱରେ ଆଦର ଲାଭ କରୁଛି । ଆପଣମାନେ ଦେଖିଥିବେ ଯେ ସ୍ମାର୍ଟଫୋନ ଠାରୁ ଆରମ୍ଭ କରି ସିନେମା ପରଦା ଯାଏଁ, ଗେମିଂ କନ୍ସୋଲରୁ ଆରମ୍ଭ କରି ଭର୍ଚୁଆଲ ରିଆଲିଟି ଯାଏଁ – ସବୁଠି ଆନିମେଶନ୍ ରହିଛି । ଆନିମେଶନ୍ ଦୁନିଆରେ ଭାରତ ନୂତନ ବିପ୍ଳବ ସୃଷ୍ଟି କରିବା ମାର୍ଗରେ ଅଗ୍ରସର ହେଉଛି । ଭାରତର ଗେମିଂ ସ୍ପେସ୍ ମଧ୍ୟ ଦ୍ରୁତଗତିରେ ବିସ୍ତାର ଲାଭ କରିଚାଲିଛି । ଭାରତୀୟ ଖେଳ ମଧ୍ୟ ଆଜିକାଲି ସାରା ବିଶ୍ୱରେ ଲୋକପ୍ରିୟ ହେବାରେ ଲାଗିଛି । କିଛିମାସ ପୂର୍ବରୁ ମୁଁ ଭାରତର ଅଗ୍ରଣୀ ଗେମରମାନଙ୍କ ସହିତ ସାକ୍ଷାତ କରିଥିଲି । ସେତେବେଳେ ମୋତେ ଭାରତୀୟ ଖେଳର ଆଶ୍ଚର୍ଯ୍ୟଜନକ ସୃଜନଶୀଳତା ଏବଂ ଗୁଣବତ୍ତାକୁ ବୁଝିବାର ସୁଯୋଗ ମିଳିଥିଲା । ପ୍ରକୃତରେ, ଦେଶରେ ସୃଜନଶୀଳ ଶକ୍ତିର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି । ଆନିମେଶନ୍ ଦୁନିଆରେ ମେଡ୍ ଇନ୍ ଇଣ୍ଡିଆ କିମ୍ବା ମେଡ୍ ବାୟ ଇଣ୍ଡିଆନ୍ସ ବ୍ୟାପକ ଭାବେ ଦୃଷ୍ଟିଗୋଚର ହେଉଛି । ଆପଣମାନେ ଏକଥା ଜାଣି ଖୁସିହେବେ ଯେ, ଆଜି ଭାରତର ପ୍ରତିଭାଶାଳୀମାନେ ବିଦେଶୀ ଉତ୍ପାଦନ କ୍ଷେତ୍ରରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରୁଛନ୍ତି । ଏବେକାର ସ୍ପାଇଡରମ୍ୟାନ୍ ହେଉ କିମ୍ବା ଟ୍ରାନ୍ସଫର୍ମର୍ସ ହେଉ, ଏହି ଦୁଇ ଚଳଚ୍ଚିତ୍ରରେ ଲୋକେ ହରିନାରାୟଣ ରାଜୀବଙ୍କ ଅବଦାନକୁ ବହୁ ପ୍ରଶଂସା କରିଛନ୍ତି । ଭାରତର ଆନିମେଶନ୍ ଷ୍ଟୁଡିଓ ଡିଜ୍ନୀ ଓ ୱାର୍ଣ୍ଣର୍ ବ୍ରଦର୍ସ ଭଳି ବିଶ୍ୱର ସୁପ୍ରସିଦ୍ଧ ପ୍ରଡକ୍ସନ କମ୍ପାନୀ ସହ କାମ କରୁଛନ୍ତି । ବନ୍ଧୁଗଣ, ଆଜି ଆମ ଯୁବବର୍ଗ ଆମ ସଂସ୍କୃତିର ଝଲକ ରହିଥିବା Original ଇଣ୍ଡିଆନ୍ କଂଟେଂଟ୍ ପ୍ରସ୍ତୁତ କରୁଛନ୍ତି । ଯାହାକୁ ସମଗ୍ର ବିଶ୍ୱବାସୀ ଦେଖୁଛନ୍ତି । ଆନିମେଶନ୍ ସେକ୍ଟର ଆଜି ଏଭଳି ଗୋଟିଏ ଶିଳ୍ପରେ ପରିଣତ ହୋଇଛି, ଯାହା ଅନ୍ୟ ଶିଳ୍ପଗୁଡ଼ିକୁ ଶକ୍ତି ପ୍ରଦାନ କରୁଛି । ଯେମିତିକି, ଆଜିକାଲି ଭିଆର୍ ଟୁରିଜିମ୍ ବହୁତ ଖ୍ୟାତି ଅର୍ଜନ କରିବାରେ ଲାଗିଛି । ଆପଣ ଭର୍ଚୁଆଲ୍ ଟୁର୍ ବା ଆଭାସୀ ପର୍ଯ୍ୟଟନ ମାଧ୍ୟମରେ ଅଜନ୍ତାର ଗୁମ୍ଫାକୁ ଦେଖିପାରିବେ, କୋଣାର୍କ ମନ୍ଦିର ପରିସରରେ ଭ୍ରମଣ କରିପାରନ୍ତି କିମ୍ବା ବାରାଣସୀର ଘାଟର ଆନନ୍ଦକୁ ଅନୁଭବ କରିପାରନ୍ତି । ଏସବୁ ଭିଆର ଆନିମେଶନ୍ ଭାରତର କ୍ରିଏଟର୍ସମାନେ ପ୍ରସ୍ତୁତ କରିଛନ୍ତି । ଭିଆର ଜରିଆରେ ଏହି ସ୍ଥାନଗୁଡ଼ିକୁ ଦେଖିବା ପରେ ଅନେକ ଲୋକ ବାସ୍ତବରେ ଏହି ସ୍ଥାନ ପରିଦର୍ଶନ କରିବାକୁ ଚାହୁଁଛନ୍ତି । ଅର୍ଥାତ, ପର୍ଯ୍ୟଟନ ସ୍ଥଳର ଆଭାସୀ ପରିଦର୍ଶନ ଲୋକଙ୍କ ମନରେ ସେହି ସ୍ଥାନ ପରିଦର୍ଶନର ଆଗ୍ରହ ସୃଷ୍ଟି କରିବାର ଏକ ମାଧ୍ୟମ ପାଲଟିଛି । ଆଜି ଏହି କ୍ଷେତ୍ରରେ ଆନିମେଟରମାନଙ୍କ ସହିତ କଥାକାର, ଲେଖକ, ପ୍ରଚ୍ଛଦପଟ ସ୍ୱର ବିଶେଷଜ୍ଞ, ସଙ୍ଗୀତଜ୍ଞ, Game Developers, ଆଭାସୀ ବାସ୍ତବିକତା ବିଶେଷଜ୍ଞମାନଙ୍କ ଚାହିଦା କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି । ତେଣୁ, ନିଜର ସୃଜନଶୀଳତାର ବିକାଶ ପାଇଁ ମୁଁ ଭାରତୀୟ ଯୁବବର୍ଗଙ୍କୁ ଆହ୍ୱାନ କରୁଛି । କିଏ ଜାଣେ, ବିଶ୍ୱର ପରବର୍ତ୍ତୀ ସୁପରହିଟ୍ ଆନିମେଶନ୍ ଆପଣଙ୍କ କମ୍ପ୍ୟୁଟରରୁ ସୃଷ୍ଟି ହୋଇପାରେ! ହୁଏତ ପରବର୍ତ୍ତୀ ଭାଇରାଲ୍ ଗେମ୍ ଆପଣଙ୍କ ସୃଜନ ହୋଇପାରେ! ଶିକ୍ଷାତ୍ମକ ଆନିମେଶନରେ ଆପଣଙ୍କ ନବସୃଜନ ବଡ଼ ସଫଳତା ଲାଭ କରିପାରେ । ଚଳିତ ଅକ୍ଟୋବର ୨୮ ତାରିଖ, ଅର୍ଥାତ୍ ଆସନ୍ତା କାଲି ବିଶ୍ୱ ଆନିମେଶନ୍ ଦିବସ ମଧ୍ୟ ପାଳିତ ହେବାକୁ ଯାଉଛି । ଆସନ୍ତୁ, ଆମେ ସମସ୍ତେ ଭାରତକୁ ଗ୍ଲୋବାଲ୍ ଆନିମେଶନ୍ ପାୱାର ହାଉସରେ ପରିଣତ କରିବାକୁ ସଂକଳ୍ପ ଗ୍ରହଣ କରିବା । ମୋର ପ୍ରିୟ ଦେଶବାସୀଗଣ, ସଫଳତାର ମନ୍ତ୍ର ପ୍ରଦାନ କରି ସ୍ୱାମୀ ବିବେକାନନ୍ଦ ଥରେ କହିଥିଲେ – କୌଣସି ଏକ ବିଚାରଧାରା (ବା ଆଇଡିଆ) ଗ୍ରହଣ କରନ୍ତୁ । ସେହି ବିଚାରଧାରାକୁ ନିଜ ଜୀବନରେ ସମାହିତ କରିଦିଅନ୍ତୁ । ସଦାସର୍ବଦା ସେ ବିଷୟରେ ଚିନ୍ତା କରନ୍ତୁ, ତାହାର ସ୍ୱପ୍ନ ଦେଖନ୍ତୁ ତାହାକୁ ନିଜ ଜୀବନର ଅଙ୍ଗ କରିନିଅନ୍ତୁ । ଆଜି ଆତ୍ମନିର୍ଭର ଭାରତ ଅଭିଯାନ ମଧ୍ୟ ସଫଳତାର ଏହି ମନ୍ତ୍ରକୁ ନେଇ ଆଗେଇ ଚାଲିଛି । ଏହି ଅଭିଯାନ ଆମ ସାମୂହିକ ଚେତନାର ଅଂଶ ପାଲଟିଯାଇଛି । ନିରନ୍ତର ଭାବେ, ପ୍ରତିମୁହୂର୍ତ୍ତରେ ଏହା ଆମ ପାଇଁ ପ୍ରେରଣାର ଉତ୍ସ ପାଲଟିଯାଇଛି । ଆତ୍ମନିର୍ଭରତା କେବଳ ଆମର ନୀତି ନୁହେଁ, ଆମର Passionରେ ପରିଣତ ହୋଇସାରିଲାଣି । ବେଶୀ ନୁହେଁ, ମାତ୍ର ୧୦ ବର୍ଷ ପୂର୍ବ କଥା । ସେତେବେଳେ ଯଦି କେହି କହୁଥିଲା ଯେ, କୌଣସି ଜଟିଳ କାରିଗରୀ କୌଶଳକୁ ଭାରତରେ ବିକଶିତ କରାଯାଉ, ଏକଥା ଉପରେ କିଛି ଲୋକ ବିଶ୍ୱାସ କରୁନଥିଲେ ତ କିଛି ଏହାକୁ ପରିହାସ କରୁଥିଲେ । କିନ୍ତୁ ଆଜି ସେହି ଲୋକେ ଦେଶର ସଫଳତାକୁ ଦେଖି ଆଶ୍ଚର୍ଯ୍ୟଚକିତ ହେଉଛନ୍ତି । ଆତ୍ମନିର୍ଭର ହୋଇଚାଲିଛି ଭାରତ, ପ୍ରତ୍ୟେକ କ୍ଷେତ୍ରରେ କରିଚାଲିଛି ଚମତ୍କାର ପ୍ରଦର୍ଶନ । ଆପଣମାନେ ଚିନ୍ତା କରନ୍ତୁ, ଦିନେ ମୋବାଇଲ୍ ଫୋନ୍ ଆମଦାନୀ କରୁଥିବା ଭାରତ, ଆଜି, ବିଶ୍ୱର ଦ୍ୱିତୀୟ ସର୍ବବୃହତ ଉତ୍ପାଦନକାରୀ ହୋଇଯାଇଛି । ଦିନେ, ବିଶ୍ୱରେ ସର୍ବାଧିକ ପ୍ରତିରକ୍ଷା ସାମଗ୍ରୀ କ୍ରୟ କରୁଥିବା ଭାରତ, ଆଜି ୮୫ଟି ଦେଶକୁ ରପ୍ତାନୀ ମଧ୍ୟ କରୁଛି । ମହାକାଶ ବିଜ୍ଞାନରେ ଭାରତ ଆଜି ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିପାରିଥିବା ପ୍ରଥମ ଦେଶ ହୋଇଯାଇଛି । ଆଉ ଗୋଟିଏ କଥା ତ ମୋତେ ସବୁଠୁ ଭଲ ଲାଗେ ଯେ, ଆତ୍ମନିର୍ଭରଶୀଳତାର ଏହି ଅଭିଯାନ, ଏବେ କେବଳ ସରକାରୀ ଅଭିଯାନ ହୋଇ ରହିନାହିଁ, ଏବେ ଆତ୍ମନିର୍ଭର ଭାରତ ଅଭିଯାନ, ଗୋଟିଏ ଜନଆନ୍ଦୋଳନରେ ପରିଣତ ହୋଇଛି । ପ୍ରତ୍ୟେକ କ୍ଷେତ୍ରରେ ଏହା ସଫଳତା ଲାଭ କରିଚାଲିଛି । ଯେମିତିକି ଚଳିତ ମାସରେ ଲଦ୍ଦାଖର ହାନଲେରେ ଆମେ ଏସିଆର ସବୁଠାରୁ ବଡ଼ ଇମେଜିଂ ଟେଲିସ୍କୋପ MACE ବା ଚିତ୍ର-ଉତ୍ତୋଳନକାରୀ ଦୂରବୀକ୍ଷଣ ଯନ୍ତ୍ର ମଧ୍ୟ ଉଦଘାଟନ କରିଛୁ । ଏହା ୪୩୦୦ ମିଟର ଉଚ୍ଚତାରେ ଅବସ୍ଥିତ । ଏହାର ବିଶେଷତ୍ୱ କ’ଣ – ଜାଣିଛନ୍ତି କି ? ଏହା ଭାରତରେ ନିର୍ମିତ । ଚିନ୍ତା କରନ୍ତୁ, ଯେଉଁଠି ତାପମାତ୍ରା ମାଇନସ୍ ୩୦ ଡିଗ୍ରୀ, ଯେଉଁଠି ଅମ୍ଳଜାନର ଅଭାବ ରହିଛି, ସେଠାରେ ଆମର ବୈଜ୍ଞାନିକ ଏବଂ ସ୍ଥାନୀୟ ଉଦ୍ୟୋଗଗୁଡ଼ିକ ତାହା କରିଦେଖାଇଛନ୍ତି, ଯାହା ଏସିଆର କୌଣସି ଦେଶ କରିନାହାନ୍ତି । ହାନଲେର ଦୂରବୀକ୍ଷଣ ଯନ୍ତ୍ର ହୁଏତ ଦୂର ଦୁନିଆକୁ ଦେଖୁଛି, କିନ୍ତୁ ଆମକୁ ଦର୍ଶାଉଛି – ଆତ୍ମନିର୍ଭର ଭାରତର ଶକ୍ତି । ବନ୍ଧୁଗଣ, ମୁଁ ଚାହୁଁଚି ଯେ ଆପଣ ମଧ୍ୟ ଗୋଟିଏ କାମ ନିଶ୍ଚିତ ଭାବେ କରନ୍ତୁ । ଆତ୍ମନିର୍ଭର ଭାରତର ଅଧିକରୁ ଅଧିକ ଉଦାହରଣ, ଏବଂ ଏଭଳି ପ୍ରୟାସଗୁଡ଼ିକ ସମ୍ପର୍କରେ ଶେୟାର୍ କରନ୍ତୁ । ନିଜ ନିଜ ଆଖପାଖରେ କ’ଣ ସବୁ ନୂଆ Innovation ଦେଖୁଛନ୍ତି, କେଉଁ ସ୍ଥାନୀୟ ଷ୍ଟାର୍ଟଅପ୍ ଆପଣଙ୍କୁ ସବୁଠୁ ବେଶୀ ପ୍ରଭାବିତ କରିଛି, ଏହି ତଥ୍ୟକୁ #AatmanirbharInnovation ସହ ସାମାଜିକ ଗଣମାଧ୍ୟମରେ ଲେଖନ୍ତୁ ଏବଂ ଆତ୍ମନିର୍ଭର ଭାରତର ଉତ୍ସବ ପାଳନ କରନ୍ତୁ । ଏ ପାର୍ବଣ ଋତୁରେ ତ ଆମେ ସମସ୍ତେ ଆତ୍ମନିର୍ଭର ଭାରତର ଏହି ଅଭିଯାନକୁ ଅଧିକ ମଜଭୁତ କରିଥାଉ । ଆମେ ଭୋକାଲ୍ ଫର୍ ଲୋକାଲ୍ ମନ୍ତ୍ର ସହିତ ନିଜର କିଣାକିଣି କରିଥାଉ । ଏହା ହେଉଛି ନୂଆ ଭାରତ, ଯେଉଁଠି ଅସମ୍ଭବ ହେଉଛି କେବଳ ଏକ ଆହ୍ୱାନ, ଯେଉଁଠି ମେକ୍ ଇନ୍ ଇଣ୍ଡିଆ ଏବେ ମେକ୍ ଫର୍ ଦି ୱାର୍ଲଡ ହୋଇଯାଇଛି, ଯେଉଁଠି ପ୍ରତ୍ୟେକ ନାଗରିକ ଜଣେ ଜଣେ Innovator, ଯେଉଁଠି ପ୍ରତ୍ୟେକ ଆହ୍ୱାନ ଏକ ସୁଯୋଗ । ଆମକୁ କେବଳ ଯେ ଭାରତକୁ ଆତ୍ମନିର୍ଭର କରିବାର ନାହିଁ, ବରଂ ନିଜ ଦେଶକୁ ଉଦ୍ଭାବନର ବିଶ୍ୱଶକ୍ତି ଭାବେ ମଜଭୁତ କରିବାର ଅଛି । ମୋର ପ୍ରିୟ ଦେଶବାସୀଗଣ, ମୁଁ ଆପଣଙ୍କୁ ଏକ ଅଡିଓ ଶୁଣାଉଛି । ଟ୍ରାନ୍ସକ୍ରିପ୍ସନ ଅଡିଓ ବାଇଟ୍ ଠକ କଲର୍ ୧ : ହେଲୋ ପୀଡ଼ିତ : ସାର୍ ନମସ୍ତେ ସାର୍ ଠକ କଲର୍ ୧ : ନମସ୍ତେ ପୀଡ଼ିତ : ସାର୍, କହନ୍ତୁ ସାର୍ ଠକ କଲର୍ ୧ : ଦେଖନ୍ତୁ ଆପଣ ଏ ଯେଉଁ ଏଫ୍ଆଇର୍ ନମ୍ବର ମୋତେ ପଠାଇଛନ୍ତି, ଏହି ନମ୍ବର ବିରୋଧରେ ୧୭ଟି ଅଭିଯୋଗ ଆମ ପାଖରେ ଅଛି, ଆପଣ ଏହି ନମ୍ବର ବ୍ୟବହାର କରୁଛନ୍ତି କି ? ପୀଡ଼ିତ : ମୁଁ ଏହାକୁ ବ୍ୟବହାର କରେନି ସାର୍ ଠକ କଲର୍ ୧ : ଏବେ କୋଉଠୁ କଥା ହେଉଛନ୍ତି ? ପୀଡ଼ିତ : ସାର୍ କର୍ଣ୍ଣାଟକ ସାର୍, ଏବେ ଘରେ ଅଛି ସାର୍ ଠକ କଲର୍ ୧ : ଓକେ, ଆପଣ ନିଜର ଷ୍ଟେଟ୍ମେଣ୍ଟ୍ ରେକର୍ଡ କରନ୍ତୁ ଯେପରିକି ଏହି ନମ୍ବରକୁ ବ୍ଲକ୍ କରିହେବ। ଭବିଷ୍ୟତରେ ଯେପରିକି ଆପଣଙ୍କର କିଛି ଅସୁବିଧା ହେବନାହିଁ, ଓକେ ପୀଡ଼ିତ : ହଁ ସାର୍ ଠକ କଲର୍ ୧ : ଏବେ ମୁଁ ଆପଣଙ୍କୁ କନେକ୍ଟ୍ କରୁଛି, ଇଏ ଆପଣଙ୍କର ଇନ୍ଭେଷ୍ଟିଗେସନ ଅଫିସର୍ । ଆପଣ ନିଜର ଷ୍ଟେଟ୍ମେଣ୍ଟ ରେକର୍ଡ କରନ୍ତୁ ଯେଭଳି ଏହି ନମ୍ବରକୁ ବ୍ଲକ୍ କରିଦିଆଯିବ, ଓକେ ପୀଡ଼ିତ : ହଁ ସାର୍ ଠକ କଲର୍ ୧ : ହଁ ଆଜ୍ଞା କହନ୍ତୁ, କ’ଣ ମୁଁ କାହା ସହ କଥା ହଉଛି ? ଆପଣଙ୍କ ଆଧାର କାର୍ଡ ମୋତେ ଦେଖାନ୍ତୁ, ଭେରିଫାଏ କରିବା ପାଇଁ … କହନ୍ତୁ ପୀଡ଼ିତ : ସାର୍ ମୋ ପାଖରେ ଏବେ ନାହିଁ ସାର୍ ଆଧାର କାର୍ଡ ସାର୍…ପ୍ଲିଜ୍ ସାର୍ ଠକ କଲର୍ ୧ : ଆପଣଙ୍କର ଫୋନ୍ରେ ଅଛି କି ? ପୀଡ଼ିତ : ନା ସାର୍ ଠକ କଲର୍ ୧ : ଫୋନରେ ଆଧାର କାର୍ଡର କୌଣସି ଫଟୋ ନାହିଁ କି ? ପୀଡ଼ିତ : ନାହିଁ ସାର୍ ଠକ କଲର୍ ୧ : ନମ୍ବର ମନେ ଅଛି ଆପଣଙ୍କର ? ପୀଡ଼ିତ : ନାଇଁ ସାର୍, ନମ୍ବର ବି ମନେ ନାହିଁ ସାର୍ ଠକ କଲର୍ ୧ : ଆମକୁ କେବଳ ଭେରିଫାଏ କରିବାର ଅଛି, ଓକେ, କେବଳ ଭେରିଫାଏ କରିବା ପାଇଁ ପୀଡ଼ିତ : ନା ସାର୍ ଠକ କଲର୍ ୧ : ଆପଣ ଡରନ୍ତୁନି ଡରନ୍ତୁନି, ଯଦି କିଛି ଭୁଲ୍ କରିନାହାନ୍ତି ତାହେଲେ ଆପଣ ଡରନ୍ତୁନି ପୀଡ଼ିତ : ହଁ ସାର୍ ହଁ ସାର୍ ଠକ କଲର୍ ୧ : ଆପଣଙ୍କ ପାଖରେ ଆଧାର କାର୍ଡ ଅଛି ତ ମୋତେ ଦେଖାନ୍ତୁ ଭେରିଫାଏ କରିବା ପାଇଁ ପୀଡ଼ିତ : ନା ସାର୍ .. ନା ସାର୍ .. ମୁଁ ଗାଁକୁ ଆସିଛି ସାର୍ .. ସେଇଠି ଘରେ ଅଛି ସାର୍ ଠକ କଲର୍ ୧ : ଓକେ ଦ୍ୱିତୀୟ ସ୍ୱର : ମେ ଆଇ କମ୍ ଇନ୍ ସାର୍ ଠକ କଲର୍ ୧ : କମ୍ ଇନ୍ ଠକ କଲର୍ ୨ : ଜୟ ହିନ୍ଦ୍ ଠକ କଲର୍ ୧ : ଜୟ ହିନ୍ଦ୍ ଠକ କଲର୍ ୧ : ଏ ଲୋକର One sided ଭିଡିଓ କଲ୍ ରେକର୍ଡ କର ପ୍ରୋଟୋକଲ୍ ଅନୁସାରେ … ଓକେ ////////// ଏଇ ଅଡିଓ କେବଳ ସୂଚନା ପାଇଁ ନୁହେଁ, ଏହା କୌଣସି ମନୋରଞ୍ଜନଧର୍ମୀ ଅଡିଓ ନୁହେଁ, ଏକ ଗଭୀର ଚିନ୍ତାକୁ ନେଇ ଏହି ଅଡିଓ ଆସିଛି । ଆପଣ ଏବେ ଯେଉଁ କଥାବାର୍ତ୍ତା ଶୁଣିଲେ, ତାହା ଏକ ଡିଜିଟାଲ୍ ଆରେଷ୍ଟ୍ର ଠକେଇ ଅଟେ । ଏହି କଥାବାର୍ତ୍ତା ଜଣେ ପୀଡ଼ିତ ଓ ଠକ ମଧ୍ୟରେ ହୋଇଥିଲା । ଡିଜିଟାଲ୍ ଆରେଷ୍ଟ୍ ଠକେଇରେ ଫୋନ୍ କରୁଥିବା ଠକ କେବେ ପୁଲିସ, ସିବିଆଇ, କେବେ ନାର୍କୋଟିକ୍ସ ତ ଆଉ କେବେ ଆର୍ବିଆଇ, ଏଭଳି ବିଭିନ୍ନ ପ୍ରକାରର ଅଧିକାରୀର ମିଛ ପରିଚୟ ଦେଇ ବଡ଼ ଆତ୍ମବିଶ୍ୱାସର ସହ କଥା ହୋଇଥାନ୍ତି । ‘ମନ୍ କି ବାତ୍’ର ବହୁତ ଶ୍ରୋତା ମୋତେ କହିଛନ୍ତି ଯେ ଏ ନେଇ ନିଶ୍ଚିତ ଭାବେ ଚର୍ଚ୍ଚା କରାଯିବା ଦରକାର । ଆସନ୍ତୁ, ମୁଁ ଆପଣଙ୍କୁ ସୂଚନା ଦେଉଛି ଯେ ଏହି ଠକାମି କରୁଥିବା ଲୋକେ କିପରି କାମ କରନ୍ତି; ଏହି ବିପଦଜନକ ଖେଳ କ’ଣ? ଆପଣ ନିଜେ ବୁଝିବା ଜରୁରୀ ଆଉ ଅନ୍ୟକୁ ବୁଝାଇବା ମଧ୍ୟ ସେତିକି ଆବଶ୍ୟକ । ପ୍ରଥମ କୌଶଳରେ ଆପଣଙ୍କ ବ୍ୟକ୍ତିଗତ ତଥ୍ୟ ସବୁକୁ ସେମାନେ ସଂଗ୍ରହ କରନ୍ତି ଯେମିତିକି – “ଆପଣ ଗତମାସରେ ଗୋଆ ଯାଇଥିଲେ କି ନାହିଁ ? ଆପଣଙ୍କ ଝିଅ ଦିଲ୍ଲୀରେ ପଢ଼ୁଛି କି ନାହିଁ ?” ସେମାନେ ଆପଣଙ୍କ ବିଷୟରେ ଏତେ ତଥ୍ୟ ସଂଗ୍ରହ କରନ୍ତି ଯେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ । ଦ୍ୱିତୀୟ କୌଶଳରେ ସରକାରୀ କାର୍ଯ୍ୟାଳୟ ପରି Set up …
Read More »आर्थिक वर्ष 2006-07 ते आर्थिक वर्ष 2013-14 दरम्यान एकूण 1660 कोटी मनुष्यदिवस रोजगार निर्मिती झाली तर आर्थिक वर्ष 2014-15 ते आर्थिक वर्ष 2024-25 दरम्यान एकूण 2923 कोटी मनुष्यदिवस रोजगार निर्मिती झाली
ग्रामीण विकास मंत्रालयाला असे आढळून आले आहे की प्रसारमाध्यमांतील काही गटांनी उद्धृत केले आहे की “चालू वर्षाच्या पहिल्या सहामाहीत मनरेगा अंतर्गत ग्रामीण रोजगारात 16% घट झाली आहे. देशाच्या ग्रामीण भागातील प्रत्येक कुटुंबाला, ज्यातील प्रौढ सदस्य अकुशल काम करण्यास तयार आहेत, अशांना, वित्तीय वर्षात किमान शंभर दिवस रोजगाराची हमी देऊन कुटुंबांची उपजीविका सुरक्षितता वाढवणे हा, महात्मा गांधी …
Read More »कर्मयोगी सप्ताह आणि कर्मयोगी मोहीम
भारताच्या नागरी सेवांचे आधुनिकीकरण करण्याच्या महत्त्वपूर्ण उपक्रमांतर्गत, पंतप्रधान नरेंद्र मोदी यांनी 19 ऑक्टोबर 2024 रोजी नवी दिल्लीत डॉ. आंबेडकर आंतरराष्ट्रीय केंद्र येथे “कर्मयोगी सप्ताह” – राष्ट्रीय शिक्षण सप्ताहाचे उद्घाटन केले. शासकीय कर्मचाऱ्यांसाठी सतत शिकण्याच्या आणि क्षमता बांधणीच्या संस्कृतीचे जतन करत तसेच आपली राष्ट्रीय सेवा उद्दिष्टे पुन्हा साकार करण्यासाठी प्रेरित आणि उत्साही करण्याच्या उद्देशाने हा उपक्रम …
Read More »लाइव्ह बुद्धिबळ मानांकनामध्ये 2800 गुणांचा आकडा पार केल्याबद्दल पंतप्रधान नरेंद्र मोदी यांनी अर्जुन एरिगैसीला दिल्या शुभेच्छा
प्रधानमंत्री नरेंद्र मोदी यांनी आज भारतीय बुद्धिबळ ग्रँडमास्टर अर्जुन एरिगैसी याचे लाइव्ह बुद्धिबळ मानांकनामध्ये 2800 गुणांचा आकडा पार केल्याबद्दल अभिनंदन केले. अर्जुन एरीगैसी याच्यामुळे जागतिक स्तरावर भारताची मान उंचावली असून यामुळे अनेक तरुणांना प्रेरणा मिळेल; असे म्हणत मोदी यांनी अर्जुनच्या असाधारण प्रतिभा आणि चिकाटीचे कौतुक केले आहे. प्रधानमंत्री मोदी यांनी एक्स या समाज …
Read More »पंतप्रधान नरेंद्र मोदी यांनी ‘मन की बात’ (115 वा भाग) कार्यक्रमातून देशवासियांशी साधलेला संवाद
माझ्या प्रिय देशवासियांनो, नमस्कार! ‘मन की बात’ मध्ये आपल्या सर्वांचे स्वागत. माझ्या आयुष्यातील सर्वात अविस्मरणीय क्षण कोणते असे कोणी विचारले तर अनेक प्रसंग डोळ्यासमोर येतात, पण एक क्षण असा आहे जो अत्यंत विशेष आहे, तो क्षण आहे, जेव्हा मी गेल्या वर्षी १५ नोव्हेंबरला भगवान बिरसा मुंडा ह्यांच्या जयंतीदिनी झारखंडमधील त्यांच्या …
Read More »અલગ અને ઈનોવેટિવ અર્બન ટ્રાન્સપોર્ટ સિસ્ટમની માગ ભવિષ્યમાં વધતી રહેવાની છે અને એ માટે આપણે સૌએ તૈયાર રહેવાનું છેઃ કેન્દ્રીય મંત્રી શ્રી મનોહરલાલ ખટ્ટર
ગાંધીનગરમાં મહાત્મા મંદિર ખાતે આયોજિત યુએમઆઈ-2024 કોન્ફરન્સનો સમાપન સમારંભ યોજાયો. જેમાં કેન્દ્રીય આવાસ અને શહેરી વિકાસ મંત્રી શ્રી મનોહરલાલ ખટ્ટર, કેન્દ્રીય આવાસ અને શહેરી વિકાસ રાજ્ય મંત્રી શ્રી તોખન સાહુ, શ્રી કનુ દેસાઈ, નાણામંત્રી, ગુજરાત સરકાર સહિતના મહાનુભાવો ઉપસ્થિત રહ્યા હતા. ત્રણ દિવસીય યુએમઆઈ-2025 કોન્ફરન્સમાં પ્રધાનમંત્રીના વિઝન વિકસિત ભારત@2047ને અનુરૂપ …
Read More »પ્રધાનમંત્રી શ્રી નરેન્દ્ર મોદીએ લાઈવ ચેસ રેટિંગમાં 2800નો આંકડો પાર કરવા બદલ અર્જુન એરિગૈસીને અભિનંદન પાઠવ્યા
પ્રધાનમંત્રી શ્રી નરેન્દ્ર મોદીએ આજે ભારતીય ચેસ ગ્રાન્ડમાસ્ટર અર્જુન એરિગૈસીને જીવંત ચેસ રેટિંગમાં 2800નો આંકડો પાર કરવા બદલ અભિનંદન પાઠવ્યા હતા. શ્રી મોદીએ ભારતીયોને ગૌરવ અપાવવા માટે તેમની અસાધારણ પ્રતિભા અને દ્રઢતાની પણ પ્રશંસા કરી હતી અને સાથે જ કહ્યું હતું કે તેનાથી વધુ અનેક યુવાનોને પણ પ્રેરણા આપશે. પ્રધાનમંત્રીએ X પર …
Read More »