2024ರ ರಾಷ್ಟ್ರೀಯ ಪತ್ರಿಕಾ ದಿನಾಚರಣೆಯ ಅಂಗವಾಗಿ ಪ್ರೆಸ್ ಕೌನ್ಸಿಲ್ ಆಫ್ ಇಂಡಿಯಾವು ರಾಷ್ಟ್ರೀಯ ಪತ್ರಿಕಾ ದಿನಾಚರಣೆಯನ್ನು ನವದೆಹಲಿಯ ರಾಷ್ಟ್ರೀಯ ಮಾಧ್ಯಮ ಕೇಂದ್ರದಲ್ಲಿ ಆಯೋಜಿಸಿತು. ಈ ಕಾರ್ಯಕ್ರಮದಲ್ಲಿ, ಕೇಂದ್ರ ವಾರ್ತಾ ಮತ್ತು ಪ್ರಸಾರ, ರೈಲ್ವೆ ಮತ್ತು ಎಲೆಕ್ಟ್ರಾನಿಕ್ಸ್ ಮತ್ತು ಮಾಹಿತಿ ತಂತ್ರಜ್ಞಾನ ಸಚಿವರಾದ ಶ್ರೀ ಅಶ್ವಿನಿ ವೈಷ್ಣವ್, ಕೇಂದ್ರ ವಾರ್ತಾ ಮತ್ತು ಪ್ರಸಾರ ಮತ್ತು ಸಂಸದೀಯ ವ್ಯವಹಾರಗಳ ರಾಜ್ಯ ಸಚಿವರಾದ ಡಾ. ಎಲ್. ಮುರುಗನ್, ಪ್ರೆಸ್ ಕೌನ್ಸಿಲ್ ಆಫ್ ಇಂಡಿಯಾದ ಅಧ್ಯಕ್ಷೆ …
Read More »ಪ್ರಧಾನಮಂತ್ರಿ ಶ್ರೀ ನರೇಂದ್ರ ಮೋದಿ ಅವರು ನವದೆಹಲಿಯಲ್ಲಿ ಹಿಂದೂಸ್ತಾನ್ ಟೈಮ್ಸ್ ನಾಯಕತ್ವ ಶೃಂಗಸಭೆ 2024 ಅನ್ನು ಉದ್ದೇಶಿಸಿ ಮಾತನಾಡಿದರು
ಪ್ರಧಾನಮಂತ್ರಿ ಶ್ರೀ ನರೇಂದ್ರ ಮೋದಿ ಅವರು ಇಂದು ನವದೆಹಲಿಯಲ್ಲಿ ಹಿಂದೂಸ್ತಾನ್ ಟೈಮ್ಸ್ ನಾಯಕತ್ವ ಶೃಂಗಸಭೆ 2024 ಅನ್ನು ಉದ್ದೇಶಿಸಿ ಮಾತನಾಡಿದರು. ಸಭೆಯನ್ನುದ್ದೇಶಿಸಿ ಮಾತನಾಡಿದ ಪ್ರಧಾನಮಂತ್ರಿಯವರು, ಹಿಂದೂಸ್ತಾನ್ ಟೈಮ್ಸ್ ಅನ್ನು 100 ವರ್ಷಗಳ ಹಿಂದೆ ಮಹಾತ್ಮ ಗಾಂಧಿಯವರು ಉದ್ಘಾಟಿಸಿದರು ಎಂದು ಹೇಳಿದರು. ಹಿಂದೂಸ್ತಾನ್ ಟೈಮ್ಸ್ ನ 100 ವರ್ಷಗಳ ಐತಿಹಾಸಿಕ ಪ್ರಯಾಣಕ್ಕಾಗಿ ಮತ್ತು ಅದರ ಉದ್ಘಾಟನೆಯಿಂದ ಅದರೊಂದಿಗೆ ಸಂಬಂಧ ಹೊಂದಿರುವ ಎಲ್ಲರಿಗೂ ಅಭಿನಂದನೆಗಳನ್ನು ತಿಳಿಸಿದರು. ಅವರ ಮುಂದಿನ ಪ್ರಯತ್ನಗಳಿಗೆ ಶುಭ ಹಾರೈಸಿದರು. …
Read More »ನೈಜೀರಿಯಾ, ಬ್ರೆಜಿಲ್ ಮತ್ತು ಗಯಾನಾ ದೇಶಗಳಿಗೆ ಐದು ದಿನಗಳ ಭೇಟಿಗೆ ತೆರಳುವ ಮುನ್ನಾ ಹೇಳಿಕೆ ನೀಡಿದ ಪ್ರಧಾನಮಂತ್ರಿ
ನಾನು ನೈಜೀರಿಯಾ, ಬ್ರೆಜಿಲ್ ಮತ್ತು ಗಯಾನಾ ದೇಶಗಳಿಗೆ ಐದು ದಿನಗಳ ಭೇಟಿಯನ್ನು ಕೈಗೊಳ್ಳುತ್ತಿದ್ದೇನೆ. ಪಶ್ಚಿಮ ಆಫ್ರಿಕಾದಲ್ಲಿರುವ ನಮ್ಮ ದೇಶದ ನಿಕಟ ಪಾಲುದಾರರಾಗಿರುವ ನೈಜೀರಿಯಾಕ್ಕೆ, ಘನತೆವೆತ್ತ ಅಧ್ಯಕ್ಷ ಶ್ರೀ ಬೋಲಾ ಅಹ್ಮದ್ ಟಿನುಬು ಅವರ ಆಹ್ವಾನದ ಮೇರೆಗೆ ಭೇಟಿ ನೀಡುತ್ತಿದ್ದೇನೆ. ಇದು ಆ ದೇಶಕ್ಕೆ ನನ್ನ ಮೊದಲ ಭೇಟಿಯಾಗಿದೆ. ನನ್ನ ಭೇಟಿಯು ಪ್ರಜಾಪ್ರಭುತ್ವ ಮತ್ತು ಬಹುತ್ವದಲ್ಲಿ ಹಂಚಿಕೊಂಡ ನಂಬಿಕೆಯನ್ನು ಆಧರಿಸಿದ ನಮ್ಮ ಕಾರ್ಯತಂತ್ರದ ಪಾಲುದಾರಿಕೆಯನ್ನು ಇನ್ನೂ ಸಧೃಡಗೊಳಿಸಲು ಮತ್ತು ಇನ್ನೂ ಉತ್ತಮವಾಗಿ …
Read More »‘ବିକଶିତ ଭାରତ ୨୦୪୭’ ଫଟୋଚିତ୍ର ପ୍ରଦର୍ଶନୀ ଉଦଘାଟିତ
ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ର ସରକାରଙ୍କ ‘ବିକଶିତ ଭାରତ -୨୦୪୭’ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ସଚେନତତା କାର୍ଯ୍ୟକ୍ରମ ଶୁକ୍ରବାର କଟକ ବାଲିଯାତ୍ରା ପଡ଼ିଆରେ ଉଦଘାଟିତ ହୋଇଯାଇଛି । ଦୀର୍ଘ ଆଠ ଦିନବ୍ୟାପୀ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ସାଂସଦ ଶ୍ରୀ ଭର୍ତ୍ତୃହରି ମହତାବ ମୁଖ୍ୟ ଅତିଥି …
Read More »ମିଥ୍ୟା ଖବରର ମୁକାବିଲା ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ଡିଜିଟାଲ ମିଡିଆ ଉତ୍ତରଦାୟିତ୍ୱ ନେବାକୁ ଆହ୍ୱାନ ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ
ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ୨୦୨୪ ଅବସରରେ ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ମିଡିଆ ସେଣ୍ଟରରେ ଜାତୀୟ ପ୍ରେସ୍ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳବାଇ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗନ୍, ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର …
Read More »ଦାୟିତ୍ୱ ବିନା ସ୍ୱାଧୀନତାର କୌଣସି ମୂଲ୍ୟ ନାହିଁ : ପିଆଇବି ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର
ମଣିଷ ଜୀବନରେ ସ୍ୱାଧୀନତାର ବିଶେଷ ଗୁରୁତ୍ୱ ରହିଛି । ସ୍ୱାଧୀନତାର ସହ ବଞ୍ଚିଲେ ମଣିଷ ଜୀବନର ପ୍ରକୃତ ଆନନ୍ଦ ଲାଭ କରିପାରିବ । ତେବେ ଦାୟିତ୍ୱ ବିନା ସ୍ୱାଧୀନତାର କୌଣସି ମୂଲ୍ୟ ନାହିଁ । ନିରଙ୍କୁଶ ସ୍ୱାଧୀନତା ଭିତରେ ବି ଦାୟିତ୍ୱବୋଧ ଥାଏ। ଅନୁରୂପ ଭାବେ ଗଣମାଧ୍ୟମ ପାଇଁ ସ୍ୱାଧୀନତା ଯେତିକି ଜରୁରୀ, ଦାୟିତ୍ୱବୋଧତା ମଧ୍ୟ ସମପରିମାଣରେ ଆବଶ୍ୟକ। ଆଜି ଏହା କହିଛନ୍ତି ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ଓଡ଼ିଶା ପ୍ରାନ୍ତ ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର। ଭୁବନେଶ୍ୱର ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ମିଶ୍ର କହିଛନ୍ତି, ଉଭୟ ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନରେ ସ୍ୱାଧୀନତାର ଜରୁରୀ ଆବଶ୍ୟକତା ଉପରେ ଦାର୍ଶନିକମାନେ ଆଲୋକପାତ କରିଛନ୍ତି । ‘ଗଣମାଧ୍ୟମର ପରିବର୍ତ୍ତନଶୀଳ ସ୍ୱରୂପ’ ଶୀର୍ଷକ ବିଷୟବସ୍ତୁ ଉପରେ ଅଭିଭାଷଣ ରଖି ସେ କହିଛନ୍ତି, ଗଣମାଧ୍ୟମ ପାଇଁ ମଧ୍ୟ ସ୍ୱାଧୀନତା ଜରୁରୀ। ତେବେ ଗଣମାଧ୍ୟମ ସରକାରଙ୍କ ସହ ରହିବା ଦରକାର ବୋଲି ସେ ନିବେଦନ କରିଛନ୍ତି । ଶ୍ରୀ ମିଶ୍ର କହିଛନ୍ତି, ସରକାର ହେଉଛନ୍ତି ଜନସାଧାରଣଙ୍କ ଆଶା ଓ ଭରସାର ପ୍ରତୀକ। ତେଣୁ ଗଣମାଧ୍ୟମ ସରକାରଙ୍କ ସହ ରହି ମଧ୍ୟ ପରିବର୍ତ୍ତନର ବାହକ ହେବା ଆବଶ୍ୟକ । ସବୁ ସରକାରୀ କର୍ମଚାରୀ ଏବଂ ଗଣମାଧ୍ୟମ ଜନସାଧାରଣଙ୍କ ଆଶାଆକାଂକ୍ଷାକୁ ପୂରଣ କରିବା ପାଇଁ କାମ କରିଥା’ନ୍ତି ବୋଲି ଶ୍ରୀ ମିଶ୍ର କହିଥିଲେ। ଆଜିର କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁ କହିଥିଲେ, ବିଗତ ଦଶନ୍ଧିରେ ଗଣମାଧ୍ୟମ ପରିଦୃଶ୍ୟରେ ଅନେକ ପରିବର୍ତ୍ତନ ଆଣିଛି । ମୂଦ୍ରିତ ଗଣମାଧ୍ୟମର କ୍ରମବିକାଶ ସହିତ ବୈଦ୍ୟୁତିକ ଗଣମାଧ୍ୟମର ଉଦ୍ଭବ ହୋଇଛି ଏବଂ ବର୍ତ୍ତମାନ ଆମେ ସମସ୍ତେ ଡିଜିଟାଲ ମିଡିଆର ଯୁଗରେ ପହଞ୍ଚିଛୁ । ଫଳରେ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ପରିବର୍ତ୍ତିତ ସମୟ ସହିତ ତାଳ ଦେଇ ବଦଳିବାକୁ ପଡ଼ିଛି । ସ୍ୱାଧୀନତା ପୂର୍ବ ଏବଂ ପରବର୍ତ୍ତୀ ସମୟ ତୁଳନାରେ ବର୍ତ୍ତମାନ ଗଣମାଧ୍ୟମର ଆକାର, ପ୍ରକୃତି ତଥା ପରିସର ବଦଳିଛି ଓ ବ୍ୟାପକ ହୋଇଛି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସରୋଜ ସାମଲ ଜାତୀୟ ପ୍ରେସ ଦିବସ କାର୍ଯ୍ୟକ୍ରମର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହିତ ଭାରତୀୟ ଗଣତନ୍ତ୍ରରେ ଅଭିବ୍ୟକ୍ତିର ସ୍ୱାଧୀନତା ଉପରେ ମତ ରଖିଥିଲେ। ସେ କହିଥିଲେ ସମ୍ବିଧାନ ଭାରତୀୟ ଗଣତନ୍ତ୍ରର ମୂଳପିଣ୍ଡ ଏବଂ ଏଥିରେ ସ୍ୱାଧୀନ ଭାବେ ମତ ରଖିବାର ଅଧିକାର ଉପରେ ଗୁରୁତ୍ୱାରୋପ କରାଯାଇଛି । ଏହା ଜରିଆରେ ଗଣମାଧ୍ୟମକୁ ବି ସ୍ୱାଧୀନତା …
Read More »ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ସମ୍ମିଳନୀ 2024କୁ ସମ୍ବୋଧିତ କରିଛନ୍ତି
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀ ଠାରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ହିନ୍ଦୁସ୍ତାନ ଟାଇମ୍ସକୁ ମହାତ୍ମା ଗାନ୍ଧୀ ୧୦୦ ବର୍ଷ ପୂର୍ବେ ଉଦଘାଟନ କରିଥିଲେ ଏବଂ ହିନ୍ଦୁସ୍ତାନ ଟାଇମ୍ସ (ଏଚ୍ ଟି)ର ୧୦୦ ବର୍ଷର ଐତିହାସିକ ଯାତ୍ରା ଏବଂ ଏହାର ଉଦଘାଟନ ପରଠାରୁ ଏହା ସହ ଜଡ଼ିତ ଥିବା ସମସ୍ତ …
Read More »ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ପ୍ରସ୍ଥାନ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
ନାଇଜେରିଆ, ବ୍ରାଜିଲ ଏବଂ ଗୁୟାନାକୁ ପାଞ୍ଚ ଦିନିଆ ଗସ୍ତ ପାଇଁ ମୁଁ ଏବେ ବିମାନରେ ଚଢ଼ିବାକୁ ଯାଉଛି । ରାଷ୍ଟ୍ରପତି ବୋଲା ଅହମ୍ମଦ ତିନୁବୁଙ୍କ ଆମନ୍ତ୍ରଣ କ୍ରମେ ଏହା ମୋର ପ୍ରଥମ ନାଇଜେରିଆ ଗସ୍ତ, ଯିଏକି ପଶ୍ଚିମ ଆଫ୍ରିକା ଅଞ୍ଚଳରେ ଘନିଷ୍ଠ ସହଯୋଗୀ । ଆମର ରଣନୀତିକ ସହଭାଗିତା ଯାହାକି ଗଣତନ୍ତ୍ର ଓ ବହୁଳବାଦର ପାରସ୍ପରିକ ବିଶ୍ୱାସ ଆଧାରିତ ତାକୁ ସୁଦୃଢ଼ କରିବା ପାଇଁ ମୋର ଗସ୍ତ ଏକ ସୁଯୋଗ । ନାଇଜେରିଆରୁ ହିନ୍ଦୀରେ ମୋତେ ସ୍ୱାଗତମ ବାର୍ତ୍ତା ପଠାଇଥିବା ଭାରତୀୟ ସମୁଦାୟ ଓ ବନ୍ଧୁମାନଙ୍କୁ ଭେଟିବାକୁ ମଧ୍ୟ ମୁଁ ବ୍ୟଗ୍ରତାର ସହ ଅପେକ୍ଷା କରି ରହିଛି । ବ୍ରାଜିଲରେ ମୁଁ ୧୯ ତମ ଜି-୨୦ ଶିଖର ସମ୍ମିଳନୀରେ ଟ୍ରୋଇକା ସଦସ୍ୟ ଭାବେ ଯୋଗ ଦେବି । ଗତ ବର୍ଷ ଭାରତ ସଫଳତାର ସହ ଅଧ୍ୟକ୍ଷତା କରିବା କରି ଜି-୨୦କୁ ଜନସାଧାରଣଙ୍କ ଜି-୨୦ ଭାବେ ଶୀର୍ଷକୁ ନେଇଥିଲା ଏବଂ ଗ୍ଲୋବାଲ ସାଉଥର ଅଗ୍ରାଧିକାରକୁ କାର୍ଯ୍ୟସୂଚୀରେ ସାମିଲ କରିପାରିଥିଲା । ଚଳିତ ବର୍ଷ ବ୍ରାଜିଲ ଏହେି ପରମ୍ପରାକୁ ଆଗକୁ ନେବ । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ’ ଦୃଷ୍ଟିକୋଣ ଅନୁଯାୟୀ ଫଳପ୍ରଦ ଆଲୋଚନାକୁ ମୁଁ ଅପେକ୍ଷା କରି ରହିଛି । ଅନ୍ୟାନ୍ୟ ନେତାମାନଙ୍କ ସହ ଦ୍ୱିପାକ୍ଷିକ ସହଯୋଗ ସମ୍ପର୍କରେ ଭାବ ବିନିମୟ କରିବାକୁ ମଧ୍ୟ ଏହି ସୁଯୋଗର ମୁଁ ସଦ୍ବ୍ୟବହାର କରିବି । ରାଷ୍ଟ୍ରପତି ମହମ୍ମଦ ଇରଫାନ ଅଲ୍ଲୀଙ୍କ ଆମନ୍ତ୍ରଣ କ୍ରମେ ମୋର ଗୁୟାନା ଗସ୍ତ ବିଗତ ୫୦ ବର୍ଷ ମଧ୍ୟରେ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଗୁୟାନା ଗସ୍ତ ହେବ । ଐତିହ୍ୟ, ସଂସ୍କୃତି ଓ ନୈତିକତା ଆଧାରରେ ଆମର ସ୍ୱତନ୍ତ୍ର ସମ୍ପର୍କକୁ ରଣନୀତିକ ଦିଗକୁ ନେବାକୁ ଆମେ ଭାବ ବିନିମୟ କରିବୁ । ଭାରତର ଏକ ପୁରାତନ ସମୁଦାୟ ଯେଉଁମାନେ କି ୧୮୫ ବର୍ଷ ପୂର୍ବେ ଗୁୟାନା ଚାଲି ଯାଇଥିଲେ ସେମାନଙ୍କୁ ମୁଁ ସମ୍ମାନ ଜଣାଇବି ଏବଂ ଲୋକତନ୍ତ୍ରର ସାଥୀ ଭାବେ ସଂସଦରେ ମୁଁ ଉଦବୋଧନ ଦେବି । ଏହି ଗସ୍ତ ଅବସରରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ ପାଇଁ ମୁଁ ନାରିବିୟନ ସହଯୋଗୀ ଦେଶର ନେତୃବୃନ୍ଦଙ୍କ ସହ ଯୋଗ ଦେବି । ସୁଖ ଦୁଃଖ ସମୟରେ ଆମେ ଏକାଠି ହୋଇ ରହିଛୁ । ଶିଖର ସମ୍ମିଳନୀ ଆମକୁ ଐତିହାସିକ ସମ୍ପର୍କର ନବୀକରଣ ପାଇଁ ଏବଂ ନୂତନ କ୍ଷେତ୍ରକୁ ଆମ ସହଯୋଗକୁ ସମ୍ପ୍ରସାରିତ କରିବାକୁ ସୁଯୋଗ ଦେବ ।
Read More »બેસ્ટ વેબ સિરીઝ એવોર્ડ: સ્પેક્ટ્રમ ઓફ સિનેમામાં ઇવોલ્યુશનની યાદમાં IFFI તરફથી એક પહેલ
55મા ઇન્ટરનેશનલ ફિલ્મ ફેસ્ટિવલ ઓફ ઇન્ડિયા (IFFI)એ મનોરંજન ઉદ્યોગની વિકસતી ગતિશીલતાને અપનાવીને સિનેમેટિક ઉત્કૃષ્ટતાની ઉજવણી કરવાની તેની પરંપરાને જાળવી રાખી છે. ડિજિટલ કન્ટેન્ટમાં સર્જનાત્મકતાના ઉછાળાને માન્યતા આપતા, 54 મી આવૃત્તિમાં રજૂ કરવામાં આવેલ શ્રેષ્ઠ વેબ સિરીઝ (ઓટીટી) એવોર્ડ, ઓટીટી પ્લેટફોર્મ પર ઉત્કૃષ્ટ વાર્તા કહેવાનું સન્માન કરવામાં એક પરિવર્તનશીલ સીમાચિહ્નરૂપ છે. આ વર્ષે આ એવોર્ડ વેગ પકડી રહ્યો છે …
Read More »કેન્દ્રીય માહિતી અને પ્રસારણ મંત્રી શ્રી. અશ્વિની વૈષ્ણવે નકલી સમાચાર સામે લડવા અને લોકશાહીની સુરક્ષા માટે ડિજિટલ મીડિયામાં જવાબદારીની હાકલ કરી
પ્રેસ કાઉન્સિલ ઓફ ઇન્ડિયાએ નેશનલ પ્રેસ ડે 2024 નિમિત્તે નેશનલ મીડિયા સેન્ટર, નવી દિલ્હી ખાતે નેશનલ પ્રેસ ડેની ઉજવણી કરી હતી. આ પ્રસંગે કેન્દ્રીય માહિતી અને પ્રસારણ, રેલવે તથા ઇલેક્ટ્રોનિક્સ અને ઇન્ફોર્મેશન ટેકનોલોજી મંત્રી શ્રી અશ્વિની વૈષ્ણવ, કેન્દ્રીય માહિતી અને પ્રસારણ તથા સંસદીય બાબતોનાં રાજ્ય મંત્રી શ્રી અશ્વિની વૈષ્ણવ, પ્રેસ કાઉન્સિલ ઑફ ઇન્ડિયાનાં ચેરપર્સન ડો. એલ. મુરુગન, માહિતી અને પ્રસારણ …
Read More »