मंगलवार, दिसंबर 23 2025 | 06:39:26 AM
Breaking News
Home / Choose Language (page 50)

Choose Language

ସପ୍ତଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୪ରେ ‘ଶ୍ରେଷ୍ଠ ସାର୍ବଜନୀନ ପରିବହନ ସୁବିଧା ଥିବା ସହର’ ପୁରସ୍କାର ଜିତିଲା ଭୁବନେଶ୍ୱର

କେନ୍ଦ୍ର ଆବାସ ଏବଂ ସହରାଞ୍ଚଳ ବ୍ୟାପାର ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ ମନୋହର ଲାଲ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରେ ତିନି ଦିନିଆ ସପ୍ତଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୪ର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କରିବା ସହ ବିଭିନ୍ନ ବର୍ଗରେ ରାଜ୍ୟ ଓ ସହରାଞ୍ଚଳଗୁଡ଼ିକୁ ପୁରସ୍କୃତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ସହରକୁ ‘ଶ୍ରେଷ୍ଠ ସାର୍ବଜନୀନ ପରିବହନ ସୁବିଧା ଥିବା ସହର’ ଭାବେ ଜାତୀୟ ପୁରସ୍କାର ମିଳିଛି । ସେହିପରି ଶ୍ରୀନଗର ଅଣମୋଟର ପରିବହନ ବ୍ୟବସ୍ଥା ଥିବା …

Read More »

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ଆପଣ ସମସ୍ତଙ୍କୁ ସ୍ୱାଗତ । ଆପଣ ଯଦି ମୋତେ ପଚାରନ୍ତି ଯେ, ମୋ ଜୀବନର ସବୁଠାରୁ ସ୍ମରଣୀୟ ମୁହୂର୍ତ୍ତ କ’ଣ ଥିଲା, ତେବେ ମୋର ଅନେକ କଥା ମନେପଡ଼େ । କିନ୍ତୁ, ତନ୍ମଧ୍ୟରୁ ଗୋଟିଏ ମୁହୂର୍ତ୍ତ ହେଉଛି ସବୁଠାରୁ ବିଶିଷ୍ଟ, ସେହି କ୍ଷଣଟି ଥିଲା – ଯେତେବେଳେ ଗତବର୍ଷ ନଭେମ୍ବର ୧୫ ତାରିଖ ଦିନ ମୁଁ ଭଗବାନ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଅବସରରେ ତାଙ୍କ ଜନ୍ମସ୍ଥାନ ଝାଡ଼ଖଣ୍ଡର ଉଲିଆତୁ ଗାଁକୁ ଯାଇଥିଲି । ଏହି ଯାତ୍ରା ମୋତେ ବହୁମାତ୍ରାରେ ପ୍ରଭାବିତ କରିଥିଲା । ଏହି ପବିତ୍ର ଭୂମିର ମାଟିକୁ ମସ୍ତକରେ ଲଗାଇବାର ସୌଭାଗ୍ୟ ପ୍ରାପ୍ତ କରିବାରେ ମୁଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ । ସେତେବେଳେ ମୁଁ କେବଳ ଯେ ସ୍ୱାଧୀନତା ସଂଗ୍ରାମର ଶକ୍ତିକୁ ଅନୁଭବ କଲି ତା’ ନୁହେଁ, ବରଂ ଏହି ଭୂମିର ଶକ୍ତି ସହ ଜଡ଼ିତ ହେବାର ସୁଯୋଗ ମଧ୍ୟ ମିଳିଲା । ମୁଁ ଏ କଥା ଅନୁଭବ କଲି ଯେ, କିଭଳି ଗୋଟିଏ ସଂକଳ୍ପକୁ ସମ୍ପୂର୍ଣ୍ଣ କରିବାର ସାହସ ଦେଶର କୋଟି କୋଟି ଲୋକଙ୍କ ଭାଗ୍ୟକୁ ବଦଳାଇ ଦେଇପାରେ । ବନ୍ଧୁଗଣ, ଭାରତ ପ୍ରତ୍ୟେକ ଯୁଗରେ କିଛି ନା କିଛି ଆହ୍ୱାନର ସମ୍ମୁଖୀନ ହୋଇଛି ଏବଂ ପ୍ରତ୍ୟେକ ଯୁଗରେ ଏଭଳି ଅସାଧାରଣ ଭାରତବାସୀ ଜନ୍ମଗ୍ରହଣ କଲେ, ଯିଏ ଏହି ଆହ୍ୱାନଗୁଡ଼ିକର ମୁକାବିଲା କଲେ । ଆଜିର ‘ମନ୍ କି ବାତ୍’ରେ ମୁଁ ସାହସ ଏବଂ ଦୂରଦୃଷ୍ଟିସମ୍ପନ୍ନ ସେହିଭଳି ଦୁଇଜଣ ମହାନାୟକଙ୍କ ବିଷୟରେ ଆଲୋଚନା କରିବି । ତାଙ୍କର ୧୫୦ତମ ଜୟନ୍ତୀ ପାଳନ କରିବାକୁ ଦେଶ ସ୍ଥିର କରିଛି । ଅକ୍ଟୋବର ୩୧ ତାରିଖରୁ ସର୍ଦ୍ଦାର ପଟେଲଙ୍କ ୧୫୦ତମ ଜୟନ୍ତୀ ବର୍ଷ ଆରମ୍ଭ ହେବ । ଏହା ପରେ ନଭେମ୍ବର ୧୫ ତାରିଖଠାରୁ ଭଗବାନ ବିର୍ସା ମୁଣ୍ଡାଙ୍କର ୧୫୦ତମ ଜୟନ୍ତୀ ବର୍ଷ ଆରମ୍ଭ ହେବ । ଏହି ଦୁଇ ମହାପୁରୁଷ ଭିନ୍ନ ଭିନ୍ନ ଆହ୍ୱାନର ସମ୍ମୁଖୀନ ହୋଇଥିଲେ । କିନ୍ତୁ, ଉଭୟଙ୍କ ଦୂରଦୃଷ୍ଟି ସମାନ ଥିଲା – “ଦେଶର ଏକତା” । ବନ୍ଧୁଗଣ, ବିଗତ ବର୍ଷମାନଙ୍କରେ ଦେଶର ଏଭଳି ମହାନ ନାୟକ-ନାୟିକାମାନଙ୍କ ଜୟନ୍ତୀକୁ ନୂତନ ଉଦ୍ଦୀପନା ସହ ପାଳନ କରି ନୂତନ ପିଢ଼ିକୁ ନୂତନ ପ୍ରେରଣା ମିଳିଛି । ଆପଣମାନଙ୍କର ମନେଥିବ, ଆମେ ଯେତେବେଳେ ମହାତ୍ମା ଗାନ୍ଧିଙ୍କର ୧୫୦ତମ ଜୟନ୍ତୀ ପାଳନ କରିଥିଲୁ, ସେତେବେଳେ କେତେ ବିଶେଷ ଆୟୋଜନ ହୋଇଥିଲା । ନ୍ୟୁୟର୍କର ଟାଇମ୍ସ ସ୍କୋୟାର ଠାରୁ ଆରମ୍ଭ କରି ଆଫ୍ରିକାର ଛୋଟିଆ ଗାଁ ପର୍ଯ୍ୟନ୍ତ ବିଶ୍ୱବାସୀ ଭାରତର ସତ୍ୟ ଏବଂ ଅହିଂସାର ବାର୍ତ୍ତାକୁ ହୃଦୟଙ୍ଗମ କଲେ, ଏ ସମ୍ପର୍କରେ ଜାଣିଲେ ଏବଂ ଏହାକୁ ଅନୁସରଣ କଲେ । ଯୁବବର୍ଗଠାରୁ ଆରମ୍ଭ କରି ବୟସ୍କମାନଙ୍କ ଯାଏଁ, ଭାରତୀୟଙ୍କଠାରୁ ବିଦେଶୀ ଯାଏଁ, ପ୍ରତ୍ୟେକେ ଗାନ୍ଧିଜୀଙ୍କ ଉପଦେଶକୁ ନୂତନ ସନ୍ଦର୍ଭରେ ଗ୍ରହଣ କଲେ । ନୂତନ ବୈଶ୍ୱିକ ପରିସ୍ଥିତିରେ ସେ ସମ୍ପର୍କରେ ଜ୍ଞାନଲାଭ କଲେ । ଯେତେବେଳେ ଆମେ ସ୍ୱାମୀ ବିବେକାନନ୍ଦଙ୍କ ୧୫୦ତମ ଜୟନ୍ତୀ ପାଳନ କଲୁ, ସେତେବେଳେ ଦେଶର ଯୁବବର୍ଗ ଭାରତର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଶକ୍ତିକୁ ନୂତନ ଭାବେ ପରିଭାଷିତ କଲେ । ଏହି ଯୋଜନାଗୁଡ଼ିକ ଆମକୁ ଏହି ଅନୁଭୂତି ପ୍ରଦାନ କଲେ ଯେ, ଆମ ମହାପୁରୁଷଗଣ ଅତୀତ ଗର୍ଭରେ ବିଲୀନ ହୋଇଯାଆନ୍ତି ନାହିଁ । ବରଂ ସେମାନଙ୍କ ଜୀବନ ଆମର ବର୍ତ୍ତମାନକୁ ଭବିଷ୍ୟତର ପଥ ପ୍ରଦର୍ଶିତ କରେ । ବନ୍ଧୁଗଣ, ଯଦିଓ ସରକାର ଏହି ମହାପୁରୁଷମାନଙ୍କ ୧୫୦ତମ ଜନ୍ମ ଜୟନ୍ତୀକୁ ଜାତୀୟ ସ୍ତରରେ ପାଳନ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି, କିନ୍ତୁ ଆପଣମାନଙ୍କ ସହଭାଗିତା ହିଁ ଏହି ଅଭିଯାନରେ ପ୍ରାଣସଂଚାର କରିବ, ଏହାକୁ ଜୀବନ୍ତ କରିବ । ଏହି ଅଭିଯାନରେ ଅଂଶଗ୍ରହଣ କରିବା ପାଇଁ ମୁଁ ଆପଣ ସମସ୍ତଙ୍କୁ ଅନୁରୋଧ କରୁଛି । ଲୌହମାନବ ସର୍ଦ୍ଦାର ପଟେଲଙ୍କ ସମ୍ପର୍କରେ ଆପଣଙ୍କ ଚିନ୍ତାଧାରା ଏବଂ କାର୍ଯ୍ୟ #Sardar150ରେ ଶେୟାର କରନ୍ତୁ ଏବଂ ଧରତୀ-ଆବା ବିର୍ସା ମୁଣ୍ଡାଙ୍କ ପ୍ରେରଣାକୁ #BirsaMunda150 ଜରିଆରେ ବିଶ୍ୱବାସୀଙ୍କ ସମ୍ମୁଖକୁ ଆଣନ୍ତୁ । ଆସନ୍ତୁ, ଏକାଠି ମିଶି ଏହି ଉତ୍ସବକୁ ଭାରତର ବିବିଧତାରେ ଏକତାର ଉତ୍ସବରେ ପରିଣତ କରିବା । ଏହାକୁ ପରମ୍ପରାରୁ ବିକାଶର ଉତ୍ସବରେ ପରିଣତ କରିବା । ମୋର ପ୍ରିୟ ଦେଶବାସୀଗଣ, ଆପଣମାନଙ୍କୁ ସେ ଦିନ ନିଶ୍ଚୟ ମନେଥିବ, ଯେତେବେଳେ ଛୋଟା ଭୀମର ପ୍ରସାରଣ ଟିଭି ପରଦାରେ ଆରମ୍ଭ ହୋଇଥିଲା । ପିଲାମାନେ ତ ଏହା କେବେ ବି ଭୁଲିପାରିନଥିବେ । ଛୋଟା ଭୀମକୁ ନେଇ କେତେ ଉତ୍ସାହ ଥିଲା !! ଆପଣମାନେ ଜାଣି ଆଶ୍ଚର୍ଯ୍ୟ ହେବେ ଯେ ଆଜି ଢୋଲକପୁରର ଢୋଲ କେବଳ ଭାରତ ନୁହେଁ, ବରଂ ଅନ୍ୟ ଦେଶର ପିଲାମାନଙ୍କ ପାଇଁ ମଧ୍ୟ ଆକର୍ଷଣ ସାଜିଛି । ସେହିପରି ଆମର ଅନ୍ୟାନ୍ୟ ଆନିମେଟେଡ୍ ସିରିଆଲ୍ କ୍ରିଷ୍ଣା, ହନୁମାନ, ମୋଟୁ-ପତଲୁକୁ ପସନ୍ଦ କରୁଥିବା ଦର୍ଶକ ମଧ୍ୟ ସାରା ବିଶ୍ୱରେ ରହିଛନ୍ତି । ଭାରତର ଆନିମେଶନ୍ ଚରିତ୍ର, ଏଠାକାର ଆନିମେଶନ୍ ଚଳଚ୍ଚିତ୍ର ଏହାର ବିଷୟବସ୍ତୁ ଏବଂ ସୃଜନଶୀଳତା ଯୋଗୁଁ ସାରାବିଶ୍ୱରେ ଆଦର ଲାଭ କରୁଛି । ଆପଣମାନେ ଦେଖିଥିବେ ଯେ ସ୍ମାର୍ଟଫୋନ ଠାରୁ ଆରମ୍ଭ କରି ସିନେମା ପରଦା ଯାଏଁ, ଗେମିଂ କନ୍ସୋଲରୁ ଆରମ୍ଭ କରି ଭର୍ଚୁଆଲ ରିଆଲିଟି ଯାଏଁ – ସବୁଠି ଆନିମେଶନ୍ ରହିଛି । ଆନିମେଶନ୍ ଦୁନିଆରେ ଭାରତ ନୂତନ ବିପ୍ଳବ ସୃଷ୍ଟି କରିବା ମାର୍ଗରେ ଅଗ୍ରସର ହେଉଛି । ଭାରତର ଗେମିଂ ସ୍ପେସ୍ ମଧ୍ୟ ଦ୍ରୁତଗତିରେ ବିସ୍ତାର ଲାଭ କରିଚାଲିଛି । ଭାରତୀୟ ଖେଳ ମଧ୍ୟ ଆଜିକାଲି ସାରା ବିଶ୍ୱରେ ଲୋକପ୍ରିୟ ହେବାରେ ଲାଗିଛି । କିଛିମାସ ପୂର୍ବରୁ ମୁଁ ଭାରତର ଅଗ୍ରଣୀ ଗେମରମାନଙ୍କ ସହିତ ସାକ୍ଷାତ କରିଥିଲି । ସେତେବେଳେ ମୋତେ ଭାରତୀୟ ଖେଳର ଆଶ୍ଚର୍ଯ୍ୟଜନକ ସୃଜନଶୀଳତା ଏବଂ ଗୁଣବତ୍ତାକୁ ବୁଝିବାର ସୁଯୋଗ ମିଳିଥିଲା । ପ୍ରକୃତରେ, ଦେଶରେ ସୃଜନଶୀଳ ଶକ୍ତିର ଗୋଟିଏ ପ୍ରବାହ ପ୍ରବାହିତ ହେଉଛି । ଆନିମେଶନ୍ ଦୁନିଆରେ ମେଡ୍ ଇନ୍ ଇଣ୍ଡିଆ କିମ୍ବା ମେଡ୍ ବାୟ ଇଣ୍ଡିଆନ୍ସ ବ୍ୟାପକ ଭାବେ ଦୃଷ୍ଟିଗୋଚର ହେଉଛି । ଆପଣମାନେ ଏକଥା ଜାଣି ଖୁସିହେବେ ଯେ, ଆଜି ଭାରତର ପ୍ରତିଭାଶାଳୀମାନେ ବିଦେଶୀ ଉତ୍ପାଦନ କ୍ଷେତ୍ରରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରୁଛନ୍ତି । ଏବେକାର ସ୍ପାଇଡରମ୍ୟାନ୍ ହେଉ କିମ୍ବା ଟ୍ରାନ୍ସଫର୍ମର୍ସ ହେଉ, ଏହି ଦୁଇ ଚଳଚ୍ଚିତ୍ରରେ ଲୋକେ ହରିନାରାୟଣ ରାଜୀବଙ୍କ ଅବଦାନକୁ ବହୁ ପ୍ରଶଂସା କରିଛନ୍ତି । ଭାରତର ଆନିମେଶନ୍ ଷ୍ଟୁଡିଓ ଡିଜ୍ନୀ ଓ ୱାର୍ଣ୍ଣର୍ ବ୍ରଦର୍ସ ଭଳି ବିଶ୍ୱର ସୁପ୍ରସିଦ୍ଧ ପ୍ରଡକ୍ସନ କମ୍ପାନୀ ସହ କାମ କରୁଛନ୍ତି । ବନ୍ଧୁଗଣ, ଆଜି ଆମ ଯୁବବର୍ଗ ଆମ ସଂସ୍କୃତିର ଝଲକ ରହିଥିବା Original ଇଣ୍ଡିଆନ୍ କଂଟେଂଟ୍ ପ୍ରସ୍ତୁତ କରୁଛନ୍ତି । ଯାହାକୁ ସମଗ୍ର ବିଶ୍ୱବାସୀ ଦେଖୁଛନ୍ତି । ଆନିମେଶନ୍ ସେକ୍ଟର ଆଜି ଏଭଳି ଗୋଟିଏ ଶିଳ୍ପରେ ପରିଣତ ହୋଇଛି, ଯାହା ଅନ୍ୟ ଶିଳ୍ପଗୁଡ଼ିକୁ ଶକ୍ତି ପ୍ରଦାନ କରୁଛି । ଯେମିତିକି, ଆଜିକାଲି ଭିଆର୍ ଟୁରିଜିମ୍ ବହୁତ ଖ୍ୟାତି ଅର୍ଜନ କରିବାରେ ଲାଗିଛି । ଆପଣ ଭର୍ଚୁଆଲ୍ ଟୁର୍ ବା ଆଭାସୀ ପର୍ଯ୍ୟଟନ ମାଧ୍ୟମରେ ଅଜନ୍ତାର ଗୁମ୍ଫାକୁ ଦେଖିପାରିବେ, କୋଣାର୍କ ମନ୍ଦିର ପରିସରରେ ଭ୍ରମଣ କରିପାରନ୍ତି କିମ୍ବା ବାରାଣସୀର ଘାଟର ଆନନ୍ଦକୁ ଅନୁଭବ କରିପାରନ୍ତି । ଏସବୁ ଭିଆର ଆନିମେଶନ୍ ଭାରତର କ୍ରିଏଟର୍ସମାନେ ପ୍ରସ୍ତୁତ କରିଛନ୍ତି । ଭିଆର ଜରିଆରେ ଏହି ସ୍ଥାନଗୁଡ଼ିକୁ ଦେଖିବା ପରେ ଅନେକ ଲୋକ ବାସ୍ତବରେ ଏହି ସ୍ଥାନ ପରିଦର୍ଶନ କରିବାକୁ ଚାହୁଁଛନ୍ତି । ଅର୍ଥାତ, ପର୍ଯ୍ୟଟନ ସ୍ଥଳର ଆଭାସୀ ପରିଦର୍ଶନ ଲୋକଙ୍କ ମନରେ ସେହି ସ୍ଥାନ ପରିଦର୍ଶନର ଆଗ୍ରହ ସୃଷ୍ଟି କରିବାର ଏକ ମାଧ୍ୟମ ପାଲଟିଛି । ଆଜି ଏହି କ୍ଷେତ୍ରରେ ଆନିମେଟରମାନଙ୍କ ସହିତ କଥାକାର, ଲେଖକ, ପ୍ରଚ୍ଛଦପଟ ସ୍ୱର ବିଶେଷଜ୍ଞ, ସଙ୍ଗୀତଜ୍ଞ, Game Developers, ଆଭାସୀ ବାସ୍ତବିକତା ବିଶେଷଜ୍ଞମାନଙ୍କ ଚାହିଦା କ୍ରମାଗତ ଭାବେ ବୃଦ୍ଧି ପାଇଚାଲିଛି । ତେଣୁ, ନିଜର ସୃଜନଶୀଳତାର ବିକାଶ ପାଇଁ ମୁଁ ଭାରତୀୟ ଯୁବବର୍ଗଙ୍କୁ ଆହ୍ୱାନ କରୁଛି । କିଏ ଜାଣେ, ବିଶ୍ୱର ପରବର୍ତ୍ତୀ ସୁପରହିଟ୍ ଆନିମେଶନ୍ ଆପଣଙ୍କ କମ୍ପ୍ୟୁଟରରୁ ସୃଷ୍ଟି ହୋଇପାରେ! ହୁଏତ ପରବର୍ତ୍ତୀ ଭାଇରାଲ୍ ଗେମ୍ ଆପଣଙ୍କ ସୃଜନ ହୋଇପାରେ! ଶିକ୍ଷାତ୍ମକ ଆନିମେଶନରେ ଆପଣଙ୍କ ନବସୃଜନ ବଡ଼ ସଫଳତା ଲାଭ କରିପାରେ । ଚଳିତ ଅକ୍ଟୋବର ୨୮ ତାରିଖ, ଅର୍ଥାତ୍ ଆସନ୍ତା କାଲି ବିଶ୍ୱ ଆନିମେଶନ୍ ଦିବସ ମଧ୍ୟ ପାଳିତ ହେବାକୁ ଯାଉଛି । ଆସନ୍ତୁ, ଆମେ ସମସ୍ତେ ଭାରତକୁ ଗ୍ଲୋବାଲ୍ ଆନିମେଶନ୍ ପାୱାର ହାଉସରେ ପରିଣତ କରିବାକୁ ସଂକଳ୍ପ ଗ୍ରହଣ କରିବା । ମୋର ପ୍ରିୟ ଦେଶବାସୀଗଣ, ସଫଳତାର ମନ୍ତ୍ର ପ୍ରଦାନ କରି ସ୍ୱାମୀ ବିବେକାନନ୍ଦ ଥରେ କହିଥିଲେ – କୌଣସି ଏକ ବିଚାରଧାରା (ବା ଆଇଡିଆ) ଗ୍ରହଣ କରନ୍ତୁ । ସେହି ବିଚାରଧାରାକୁ ନିଜ ଜୀବନରେ ସମାହିତ କରିଦିଅନ୍ତୁ । ସଦାସର୍ବଦା ସେ ବିଷୟରେ ଚିନ୍ତା କରନ୍ତୁ, ତାହାର ସ୍ୱପ୍ନ ଦେଖନ୍ତୁ ତାହାକୁ ନିଜ ଜୀବନର ଅଙ୍ଗ କରିନିଅନ୍ତୁ । ଆଜି ଆତ୍ମନିର୍ଭର ଭାରତ ଅଭିଯାନ ମଧ୍ୟ ସଫଳତାର ଏହି ମନ୍ତ୍ରକୁ ନେଇ ଆଗେଇ ଚାଲିଛି । ଏହି ଅଭିଯାନ ଆମ ସାମୂହିକ ଚେତନାର ଅଂଶ ପାଲଟିଯାଇଛି । ନିରନ୍ତର ଭାବେ, ପ୍ରତିମୁହୂର୍ତ୍ତରେ ଏହା ଆମ ପାଇଁ ପ୍ରେରଣାର ଉତ୍ସ ପାଲଟିଯାଇଛି । ଆତ୍ମନିର୍ଭରତା କେବଳ ଆମର ନୀତି ନୁହେଁ, ଆମର Passionରେ ପରିଣତ ହୋଇସାରିଲାଣି । ବେଶୀ ନୁହେଁ, ମାତ୍ର ୧୦ ବର୍ଷ ପୂର୍ବ କଥା । ସେତେବେଳେ ଯଦି କେହି କହୁଥିଲା ଯେ, କୌଣସି ଜଟିଳ କାରିଗରୀ କୌଶଳକୁ ଭାରତରେ ବିକଶିତ କରାଯାଉ, ଏକଥା ଉପରେ କିଛି ଲୋକ ବିଶ୍ୱାସ କରୁନଥିଲେ ତ କିଛି ଏହାକୁ ପରିହାସ କରୁଥିଲେ । କିନ୍ତୁ ଆଜି ସେହି ଲୋକେ ଦେଶର ସଫଳତାକୁ ଦେଖି ଆଶ୍ଚର୍ଯ୍ୟଚକିତ ହେଉଛନ୍ତି । ଆତ୍ମନିର୍ଭର ହୋଇଚାଲିଛି ଭାରତ, ପ୍ରତ୍ୟେକ କ୍ଷେତ୍ରରେ କରିଚାଲିଛି ଚମତ୍କାର ପ୍ରଦର୍ଶନ । ଆପଣମାନେ ଚିନ୍ତା କରନ୍ତୁ, ଦିନେ ମୋବାଇଲ୍ ଫୋନ୍ ଆମଦାନୀ କରୁଥିବା ଭାରତ, ଆଜି, ବିଶ୍ୱର ଦ୍ୱିତୀୟ ସର୍ବବୃହତ ଉତ୍ପାଦନକାରୀ ହୋଇଯାଇଛି । ଦିନେ, ବିଶ୍ୱରେ ସର୍ବାଧିକ ପ୍ରତିରକ୍ଷା ସାମଗ୍ରୀ କ୍ରୟ କରୁଥିବା ଭାରତ, ଆଜି ୮୫ଟି ଦେଶକୁ ରପ୍ତାନୀ ମଧ୍ୟ କରୁଛି । ମହାକାଶ ବିଜ୍ଞାନରେ ଭାରତ ଆଜି ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିପାରିଥିବା ପ୍ରଥମ ଦେଶ ହୋଇଯାଇଛି । ଆଉ ଗୋଟିଏ କଥା ତ ମୋତେ ସବୁଠୁ ଭଲ ଲାଗେ ଯେ, ଆତ୍ମନିର୍ଭରଶୀଳତାର ଏହି ଅଭିଯାନ, ଏବେ କେବଳ ସରକାରୀ ଅଭିଯାନ ହୋଇ ରହିନାହିଁ, ଏବେ ଆତ୍ମନିର୍ଭର ଭାରତ ଅଭିଯାନ, ଗୋଟିଏ ଜନଆନ୍ଦୋଳନରେ ପରିଣତ ହୋଇଛି । ପ୍ରତ୍ୟେକ କ୍ଷେତ୍ରରେ ଏହା ସଫଳତା ଲାଭ କରିଚାଲିଛି । ଯେମିତିକି ଚଳିତ ମାସରେ ଲଦ୍ଦାଖର ହାନଲେରେ ଆମେ ଏସିଆର ସବୁଠାରୁ ବଡ଼ ଇମେଜିଂ ଟେଲିସ୍କୋପ MACE ବା ଚିତ୍ର-ଉତ୍ତୋଳନକାରୀ ଦୂରବୀକ୍ଷଣ ଯନ୍ତ୍ର ମଧ୍ୟ ଉଦଘାଟନ କରିଛୁ । ଏହା ୪୩୦୦ ମିଟର ଉଚ୍ଚତାରେ ଅବସ୍ଥିତ । ଏହାର ବିଶେଷତ୍ୱ କ’ଣ – ଜାଣିଛନ୍ତି କି ? ଏହା ଭାରତରେ ନିର୍ମିତ । ଚିନ୍ତା କରନ୍ତୁ, ଯେଉଁଠି ତାପମାତ୍ରା ମାଇନସ୍ ୩୦ ଡିଗ୍ରୀ, ଯେଉଁଠି ଅମ୍ଳଜାନର ଅଭାବ ରହିଛି, ସେଠାରେ ଆମର ବୈଜ୍ଞାନିକ ଏବଂ ସ୍ଥାନୀୟ ଉଦ୍ୟୋଗଗୁଡ଼ିକ ତାହା କରିଦେଖାଇଛନ୍ତି, ଯାହା ଏସିଆର କୌଣସି ଦେଶ କରିନାହାନ୍ତି । ହାନଲେର ଦୂରବୀକ୍ଷଣ ଯନ୍ତ୍ର ହୁଏତ ଦୂର ଦୁନିଆକୁ ଦେଖୁଛି, କିନ୍ତୁ ଆମକୁ ଦର୍ଶାଉଛି – ଆତ୍ମନିର୍ଭର ଭାରତର ଶକ୍ତି । ବନ୍ଧୁଗଣ, ମୁଁ ଚାହୁଁଚି ଯେ ଆପଣ ମଧ୍ୟ ଗୋଟିଏ କାମ ନିଶ୍ଚିତ ଭାବେ କରନ୍ତୁ । ଆତ୍ମନିର୍ଭର ଭାରତର ଅଧିକରୁ ଅଧିକ ଉଦାହରଣ, ଏବଂ ଏଭଳି ପ୍ରୟାସଗୁଡ଼ିକ ସମ୍ପର୍କରେ ଶେୟାର୍‌ କରନ୍ତୁ । ନିଜ ନିଜ ଆଖପାଖରେ କ’ଣ ସବୁ ନୂଆ Innovation ଦେଖୁଛନ୍ତି, କେଉଁ ସ୍ଥାନୀୟ ଷ୍ଟାର୍ଟଅପ୍‌ ଆପଣଙ୍କୁ ସବୁଠୁ ବେଶୀ ପ୍ରଭାବିତ କରିଛି, ଏହି ତଥ୍ୟକୁ #AatmanirbharInnovation ସହ ସାମାଜିକ ଗଣମାଧ୍ୟମରେ ଲେଖନ୍ତୁ ଏବଂ ଆତ୍ମନିର୍ଭର ଭାରତର ଉତ୍ସବ ପାଳନ କରନ୍ତୁ । ଏ ପାର୍ବଣ ଋତୁରେ ତ ଆମେ ସମସ୍ତେ ଆତ୍ମନିର୍ଭର ଭାରତର ଏହି ଅଭିଯାନକୁ ଅଧିକ ମଜଭୁତ କରିଥାଉ । ଆମେ ଭୋକାଲ୍‌ ଫର୍‌ ଲୋକାଲ୍‌ ମନ୍ତ୍ର ସହିତ ନିଜର କିଣାକିଣି କରିଥାଉ । ଏହା ହେଉଛି ନୂଆ ଭାରତ, ଯେଉଁଠି ଅସମ୍ଭବ ହେଉଛି କେବଳ ଏକ ଆହ୍ୱାନ, ଯେଉଁଠି ମେକ୍‌ ଇନ୍‌ ଇଣ୍ଡିଆ ଏବେ ମେକ୍‌ ଫର୍‌ ଦି ୱାର୍ଲଡ ହୋଇଯାଇଛି, ଯେଉଁଠି ପ୍ରତ୍ୟେକ ନାଗରିକ ଜଣେ ଜଣେ Innovator, ଯେଉଁଠି ପ୍ରତ୍ୟେକ ଆହ୍ୱାନ ଏକ ସୁଯୋଗ । ଆମକୁ କେବଳ ଯେ ଭାରତକୁ ଆତ୍ମନିର୍ଭର କରିବାର ନାହିଁ, ବରଂ ନିଜ ଦେଶକୁ ଉଦ୍ଭାବନର ବିଶ୍ୱଶକ୍ତି ଭାବେ ମଜଭୁତ କରିବାର ଅଛି । ମୋର ପ୍ରିୟ ଦେଶବାସୀଗଣ, ମୁଁ ଆପଣଙ୍କୁ ଏକ ଅଡିଓ ଶୁଣାଉଛି । ଟ୍ରାନ୍ସକ୍ରିପ୍‌ସନ ଅଡିଓ ବାଇଟ୍‌ ଠକ କଲର୍‌ ୧ : ହେଲୋ ପୀଡ଼ିତ : ସାର୍‌ ନମସ୍ତେ ସାର୍‌ ଠକ କଲର୍‌ ୧ : ନମସ୍ତେ ପୀଡ଼ିତ : ସାର୍‌, କହନ୍ତୁ ସାର୍‌ ଠକ କଲର୍‌ ୧ : ଦେଖନ୍ତୁ ଆପଣ ଏ ଯେଉଁ ଏଫ୍‌ଆଇର୍‌ ନମ୍ବର ମୋତେ ପଠାଇଛନ୍ତି, ଏହି ନମ୍ବର ବିରୋଧରେ ୧୭ଟି ଅଭିଯୋଗ ଆମ ପାଖରେ ଅଛି, ଆପଣ ଏହି ନମ୍ବର ବ୍ୟବହାର କରୁଛନ୍ତି କି ? ପୀଡ଼ିତ : ମୁଁ ଏହାକୁ ବ୍ୟବହାର କରେନି ସାର୍‌ ଠକ କଲର୍‌ ୧ : ଏବେ କୋଉଠୁ କଥା ହେଉଛନ୍ତି ? ପୀଡ଼ିତ : ସାର୍‌ କର୍ଣ୍ଣାଟକ ସାର୍‌, ଏବେ ଘରେ ଅଛି ସାର୍‌ ଠକ କଲର୍‌ ୧ : ଓକେ, ଆପଣ ନିଜର ଷ୍ଟେଟ୍‌ମେଣ୍ଟ୍‌ ରେକର୍ଡ କରନ୍ତୁ ଯେପରିକି ଏହି ନମ୍ବରକୁ ବ୍ଲକ୍‌ କରିହେବ। ଭବିଷ୍ୟତରେ ଯେପରିକି ଆପଣଙ୍କର କିଛି ଅସୁବିଧା ହେବନାହିଁ, ଓକେ ପୀଡ଼ିତ : ହଁ ସାର୍‌ ଠକ କଲର୍‌ ୧ : ଏବେ ମୁଁ ଆପଣଙ୍କୁ କନେକ୍ଟ୍‌ କରୁଛି, ଇଏ ଆପଣଙ୍କର ଇନ୍‌ଭେଷ୍ଟିଗେସନ ଅଫିସର୍‌ । ଆପଣ ନିଜର ଷ୍ଟେଟ୍‌ମେଣ୍ଟ ରେକର୍ଡ କରନ୍ତୁ ଯେଭଳି ଏହି ନମ୍ବରକୁ ବ୍ଲକ୍‌ କରିଦିଆଯିବ, ଓକେ ପୀଡ଼ିତ : ହଁ ସାର୍‌ ଠକ କଲର୍‌ ୧ : ହଁ ଆଜ୍ଞା କହନ୍ତୁ, କ’ଣ ମୁଁ କାହା ସହ କଥା ହଉଛି ? ଆପଣଙ୍କ ଆଧାର କାର୍ଡ ମୋତେ ଦେଖାନ୍ତୁ, ଭେରିଫାଏ କରିବା ପାଇଁ … କହନ୍ତୁ ପୀଡ଼ିତ : ସାର୍‌ ମୋ ପାଖରେ ଏବେ ନାହିଁ ସାର୍‌ ଆଧାର କାର୍ଡ ସାର୍‌…ପ୍ଲିଜ୍‌ ସାର୍‌ ଠକ କଲର୍‌ ୧ : ଆପଣଙ୍କର ଫୋନ୍‌ରେ ଅଛି କି ? ପୀଡ଼ିତ : ନା ସାର୍‌ ଠକ କଲର୍‌ ୧ : ଫୋନରେ ଆଧାର କାର୍ଡର କୌଣସି ଫଟୋ ନାହିଁ କି ? ପୀଡ଼ିତ : ନାହିଁ ସାର୍ ଠକ କଲର୍‌ ୧ : ନମ୍ବର ମନେ ଅଛି ଆପଣଙ୍କର ? ପୀଡ଼ିତ : ନାଇଁ ସାର୍‌, ନମ୍ବର ବି ମନେ ନାହିଁ ସାର୍‌ ଠକ କଲର୍‌ ୧ : ଆମକୁ କେବଳ ଭେରିଫାଏ କରିବାର ଅଛି, ଓକେ, କେବଳ ଭେରିଫାଏ କରିବା ପାଇଁ ପୀଡ଼ିତ : ନା ସାର୍‌ ଠକ କଲର୍‌ ୧ : ଆପଣ ଡରନ୍ତୁନି ଡରନ୍ତୁନି, ଯଦି କିଛି ଭୁଲ୍ କରିନାହାନ୍ତି ତାହେଲେ ଆପଣ ଡରନ୍ତୁନି ପୀଡ଼ିତ : ହଁ ସାର୍‌ ହଁ ସାର୍‌ ଠକ କଲର୍‌ ୧ : ଆପଣଙ୍କ ପାଖରେ ଆଧାର କାର୍ଡ ଅଛି ତ ମୋତେ ଦେଖାନ୍ତୁ ଭେରିଫାଏ କରିବା ପାଇଁ ପୀଡ଼ିତ : ନା ସାର୍‌ .. ନା ସାର୍‌ .. ମୁଁ ଗାଁକୁ ଆସିଛି ସାର୍‌ .. ସେଇଠି ଘରେ ଅଛି ସାର୍‌ ଠକ କଲର୍‌ ୧ : ଓକେ ଦ୍ୱିତୀୟ ସ୍ୱର : ମେ ଆଇ କମ୍‌ ଇନ୍‌ ସାର୍‌ ଠକ କଲର୍‌ ୧ : କମ୍‌ ଇନ୍‌ ଠକ କଲର୍‌ ୨ : ଜୟ ହିନ୍ଦ୍‌ ଠକ କଲର୍‌ ୧ : ଜୟ ହିନ୍ଦ୍‌ ଠକ କଲର୍‌ ୧ : ଏ ଲୋକର One sided ଭିଡିଓ କଲ୍‌ ରେକର୍ଡ କର ପ୍ରୋଟୋକଲ୍‌ ଅନୁସାରେ … ଓକେ ////////// ଏଇ ଅଡିଓ କେବଳ ସୂଚନା ପାଇଁ ନୁହେଁ, ଏହା କୌଣସି ମନୋରଞ୍ଜନଧର୍ମୀ ଅଡିଓ ନୁହେଁ, ଏକ ଗଭୀର ଚିନ୍ତାକୁ ନେଇ ଏହି ଅଡିଓ ଆସିଛି । ଆପଣ ଏବେ ଯେଉଁ କଥାବାର୍ତ୍ତା ଶୁଣିଲେ, ତାହା ଏକ ଡିଜିଟାଲ୍‌ ଆରେଷ୍ଟ୍‌ର ଠକେଇ ଅଟେ । ଏହି କଥାବାର୍ତ୍ତା ଜଣେ ପୀଡ଼ିତ ଓ ଠକ ମଧ୍ୟରେ ହୋଇଥିଲା । ଡିଜିଟାଲ୍‌ ଆରେଷ୍ଟ୍‌ ଠକେଇରେ ଫୋନ୍‌ କରୁଥିବା ଠକ କେବେ ପୁଲିସ, ସିବିଆଇ, କେବେ ନାର୍କୋଟିକ୍ସ ତ ଆଉ କେବେ ଆର୍‌ବିଆଇ, ଏଭଳି ବିଭିନ୍ନ ପ୍ରକାରର ଅଧିକାରୀର ମିଛ ପରିଚୟ ଦେଇ ବଡ଼ ଆତ୍ମବିଶ୍ୱାସର ସହ କଥା ହୋଇଥାନ୍ତି । ‘ମନ୍‌ କି ବାତ୍‌’ର ବହୁତ ଶ୍ରୋତା ମୋତେ କହିଛନ୍ତି ଯେ ଏ ନେଇ ନିଶ୍ଚିତ ଭାବେ ଚର୍ଚ୍ଚା କରାଯିବା ଦରକାର । ଆସନ୍ତୁ, ମୁଁ ଆପଣଙ୍କୁ ସୂଚନା ଦେଉଛି ଯେ ଏହି ଠକାମି କରୁଥିବା ଲୋକେ କିପରି କାମ କରନ୍ତି; ଏହି ବିପଦଜନକ ଖେଳ କ’ଣ? ଆପଣ ନିଜେ ବୁଝିବା ଜରୁରୀ ଆଉ ଅନ୍ୟକୁ ବୁଝାଇବା ମଧ୍ୟ ସେତିକି ଆବଶ୍ୟକ । ପ୍ରଥମ କୌଶଳରେ ଆପଣଙ୍କ ବ୍ୟକ୍ତିଗତ ତଥ୍ୟ ସବୁକୁ ସେମାନେ ସଂଗ୍ରହ କରନ୍ତି ଯେମିତିକି – “ଆପଣ ଗତମାସରେ ଗୋଆ ଯାଇଥିଲେ କି ନାହିଁ ? ଆପଣଙ୍କ ଝିଅ ଦିଲ୍ଲୀରେ ପଢ଼ୁଛି କି ନାହିଁ ?” ସେମାନେ ଆପଣଙ୍କ ବିଷୟରେ ଏତେ ତଥ୍ୟ ସଂଗ୍ରହ କରନ୍ତି ଯେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ । ଦ୍ୱିତୀୟ କୌଶଳରେ ସରକାରୀ କାର୍ଯ୍ୟାଳୟ ପରି Set up …

Read More »

മുതലപ്പൊഴി മത്സ്യ ബന്ധന തുറമുഖത്തിനായി 177കോടി രൂപയുടെ വികസന പദ്ധതിക്ക് കേന്ദ്ര ഗവൺമെന്റ് അംഗീകാരം

തിരുവനന്തപുരത്തെ മുതലപ്പൊഴി ഹാർബർ വികസനത്തിന് കേന്ദ്ര ഫിഷറീസ്, മൃഗസംരക്ഷണ മന്ത്രാലയം അനുമതി നൽകിയതായി കേന്ദ്രസഹമന്ത്രി ശ്രീ ജോർജ് കുര്യൻ അറിയിച്ചു. തിരുവനന്തപുരത്ത് തൈക്കാട് ഗസ്റ്റ്ഹൗസിൽ വാർത്താസമ്മേളനത്തിൽ സംസാരിക്കുകയായിരുന്നു അദ്ദേഹം.   സംസ്ഥാന ഗവൺമെന്റ് സമർപ്പിച്ച പുതിയ ഡി.പി. ആറിൻ്റെ അടിസ്ഥാനത്തിൽ  60:40 അനുപാതത്തിലാണ് അംഗീകാരം നൽകിയതെന്ന് അദ്ദേഹം പറഞ്ഞു.  177 കോടി രൂപയിൽ 106.2 കോടി രൂപ കേന്ദ്രപദ്ധതിയായ പ്രധാനമന്ത്രി മത്സ്യ സമ്പദാ യോജന (PMMSY) വഴിയാണ് നൽകുന്നത്. കേരളത്തിന്റെ …

Read More »

ਕੇਂਦਰ ਪੰਜਾਬ ਰਾਜ ਵਿੱਚ ਝੋਨੇ ਅਤੇ ਸੀਐੱਮਆਰ ਦੀ ਨਿਰਵਿਘਨ ਖਰੀਦ ਨੂੰ ਯਕੀਨੀ ਬਣਾ ਰਿਹਾ ਹੈ

ਕੇਂਦਰੀ ਖਪਤਕਾਰ ਮਾਮਲੇ, ਖੁਰਾਕ ਅਤੇ ਜਨਤਕ ਵੰਡ ਅਤੇ ਨਵੀਂ ਅਤੇ ਅਖੁੱਟ ਊਰਜਾ ਮੰਤਰੀ, ਸ਼੍ਰੀ ਪ੍ਰਹਿਲਾਦ ਜੋਸ਼ੀ ਨੇ ਅੱਜ ਪੰਜਾਬ ਰਾਜ ਵਿੱਚ ਝੋਨੇ ਅਤੇ ਕਸਟਮ ਮਿਲਡ ਰਾਈਸ (ਸੀਐੱਮਆਰ) ਦੀ ਖਰੀਦ ਨੂੰ ਯਕੀਨੀ ਬਣਾਉਣ ਲਈ ਕੇਂਦਰ ਸਰਕਾਰ ਵੱਲੋਂ ਚੁੱਕੇ ਗਏ ਉਪਾਵਾਂ ਬਾਰੇ ਇੱਕ ਪ੍ਰੈੱਸ ਕਾਨਫਰੰਸ ਕੀਤੀ। ਮੰਤਰੀ ਨੇ ਦੁਹਰਾਇਆ ਕਿ ਸਾਉਣੀ ਦੇ ਮੰਡੀਕਰਨ ਸੀਜ਼ਨ (ਕੇਐੱਮਐੱਸ) 2024-25 ਲਈ ਨਿਰਧਾਰਤ 185 ਲੱਖ ਮੀਟਰਕ ਟਨ ਖਰੀਦ ਦਾ ਟੀਚਾ ਪੂਰੀ ਤਰ੍ਹਾਂ ਨਾਲ ਹਾਸਲ ਲਿਆ ਜਾਵੇਗਾ ਅਤੇ ਝੋਨੇ ਦਾ ਇੱਕ ਦਾਣਾ ਬਾਕੀ ਨਹੀਂ ਛੱਡਿਆ ਜਾਵੇਗਾ। ਮੰਤਰੀ ਨੇ ਇਹ ਵੀ ਐਲਾਨ ਕੀਤਾ ਕਿ ਰਾਈਸ ਮਿੱਲਰਾਂ ਦੀਆਂ ਸ਼ਿਕਾਇਤਾਂ ਦੇ ਨਿਪਟਾਰੇ ਲਈ ਇੱਕ ਔਨਲਾਈਨ ਪੋਰਟਲ ਜਲਦੀ ਹੀ ਸ਼ੁਰੂ ਕੀਤਾ ਜਾਵੇਗਾ ਤਾਂ ਜੋ ਹਿੱਸੇਦਾਰਾਂ ਨੂੰ ਦਰਪੇਸ਼ ਕਿਸੇ ਵੀ ਮੁਸ਼ਕਲ ਦਾ ਤੁਰੰਤ ਹੱਲ ਕੀਤਾ ਜਾ ਸਕੇ। ਪੰਜਾਬ ਵਿੱਚ, ਝੋਨੇ ਦੀ ਖਰੀਦ ਅਧਿਕਾਰਤ ਤੌਰ ‘ਤੇ 1 ਅਕਤੂਬਰ, 2024 ਨੂੰ ਸੁਚਾਰੂ ਕਾਰਜਾਂ ਨੂੰ ਯਕੀਨੀ ਬਣਾਉਣ ਲਈ ਅਸਥਾਈ ਯਾਰਡਾਂ ਸਮੇਤ 2700 ਮਨੋਨੀਤ ਮੰਡੀਆਂ ਨਾਲ ਸ਼ੁਰੂ ਹੋਈ। ਸਤੰਬਰ ਵਿੱਚ ਹੋਈ ਭਾਰੀ ਬਾਰਿਸ਼ ਅਤੇ ਝੋਨੇ ਵਿੱਚ ਨਮੀ ਦੀ ਮਾਤਰਾ ਵੱਧ ਹੋਣ ਕਾਰਨ ਵਾਢੀ ਅਤੇ ਖਰੀਦ ਵਿੱਚ ਥੋੜ੍ਹੀ ਦੇਰੀ ਹੋਈ। ਹਾਲਾਂਕਿ, ਦੇਰ ਨਾਲ ਸ਼ੁਰੂ ਹੋਣ ਦੇ ਬਾਵਜੂਦ, ਰਾਜ ਨਵੰਬਰ 2024 ਤੱਕ 185 ਲੱਖ ਮੀਟਰਕ ਟਨ ਝੋਨੇ ਦੀ ਖਰੀਦ ਦੇ ਆਪਣੇ ਟੀਚੇ ਨੂੰ ਪ੍ਰਾਪਤ ਕਰਨ ਦੇ ਰਾਹ ‘ਤੇ ਹੈ। ਕੇਐੱਮਐੱਸ 2024-25 ਲਈ ਪੰਜਾਬ ਵਿੱਚ ਨਿਰਵਿਘਨ ਖਰੀਦ ਕਾਰਜਾਂ ਨੂੰ ਯਕੀਨੀ ਬਣਾਉਣ ਲਈ ਸਾਰੇ ਉਪਾਅ ਕੀਤੇ ਜਾ ਰਹੇ ਹਨ। 26 ਅਕਤੂਬਰ 2024 ਤੱਕ ਮੰਡੀਆਂ ਵਿੱਚ 54.5 ਲੱਖ ਮੀਟਰਕ ਟਨ ਦੀ ਆਮਦ ਵਿੱਚੋਂ 50 ਲੱਖ ਮੀਟਰਕ ਟਨ ਝੋਨੇ ਦੀ ਖਰੀਦ ਕੀਤੀ ਜਾ ਚੁੱਕੀ ਹੈ। ਕੇਐੱਮਐੱਸ 2023-24 ਦੌਰਾਨ, 65.8 ਐੱਲਐੱਮਟੀ ਦੀ ਆਮਦ ‘ਚੋਂ, 26 ਅਕਤੂਬਰ 2023 ਤੱਕ 61.5 ਐੱਲਐੱਮਟੀ ਝੋਨਾ ਖਰੀਦਿਆ ਜਾ ਚੁੱਕਿਆ ਸੀ। ਝੋਨੇ (ਆਮ) ਲਈ ਘੱਟੋ ਘੱਟ ਸਮਰਥਨ ਮੁੱਲ 2013-14 ਵਿੱਚ 1310 ਰੁਪਏ ਪ੍ਰਤੀ ਕੁਇੰਟਲ ਤੋਂ 2024-25 ਵਿੱਚ 2300 ਰੁਪਏ ਪ੍ਰਤੀ ਕੁਇੰਟਲ ਹੋ ਗਿਆ ਹੈ। ਕੁੱਲ 3800 ਮਿੱਲਰਾਂ ਨੇ ਰਜਿਸਟ੍ਰੇਸ਼ਨ ਲਈ ਅਪਲਾਈ ਕੀਤਾ ਹੈ, ਜਿਨ੍ਹਾਂ ਵਿੱਚੋਂ 3250 ਮਿੱਲਰਾਂ ਨੂੰ ਪੰਜਾਬ ਸਰਕਾਰ ਵੱਲੋਂ ਪਹਿਲਾਂ ਹੀ ਕੰਮ ਅਲਾਟ ਕੀਤਾ ਜਾ ਚੁੱਕਾ ਹੈ। ਅਗਲੇ 7 ਦਿਨਾਂ ਵਿੱਚ ਹੋਰ ਮਿੱਲਰਾਂ ਦੇ ਰਜਿਸਟਰ ਹੋਣ ਅਤੇ ਉਨ੍ਹਾਂ ਨੂੰ ਕੰਮ ਅਲਾਟ ਕੀਤੇ ਜਾਣ ਦੀ ਉਮੀਦ ਹੈ। ਇਹ ਯਕੀਨੀ ਬਣਾਉਣ ਲਈ ਕਿ ਸੀਐੱਮਆਰ ਲਈ ਢੁਕਵੇਂ ਸਟੋਰੇਜ ਪ੍ਰਬੰਧ ਕੀਤੇ ਜਾਣ, ਪੰਜਾਬ ਰਾਜ ਸਰਕਾਰ ਨਾਲ ਕਈ ਉੱਚ ਪੱਧਰੀ ਮੀਟਿੰਗਾਂ ਕੀਤੀਆਂ ਗਈਆਂ ਹਨ ਅਤੇ ਪਹਿਲ ਦੇ ਆਧਾਰ ‘ਤੇ ਕਾਰਵਾਈਆਂ ਕੀਤੀਆਂ ਜਾ ਰਹੀਆਂ ਹਨ। ਇਸ ਵਿੱਚ ਘਾਟ ਵਾਲੇ ਰਾਜਾਂ ਵਿੱਚ ਕਣਕ ਦੇ ਸਟਾਕ ਦੀ ਤੁਰੰਤ ਨਿਕਾਸੀ, ਨਾਮਜ਼ਦਗੀ ਦੇ ਆਧਾਰ ‘ਤੇ ਸੀਡਬਲਿਊਸੀ/ਐੱਸਡਬਲਿਊਸੀ ਵੇਅਰਹਾਊਸਾਂ ਨੂੰ ਕਿਰਾਏ ‘ਤੇ ਲੈਣਾ, ਪੀਈਜੀ ਸਕੀਮ ਅਧੀਨ 31 ਲੱਖ ਮੀਟਰਕ ਟਨ ਸਟੋਰੇਜ ਸਮਰੱਥਾ ਦੇ ਨਿਰਮਾਣ ਵਿੱਚ ਤੇਜ਼ੀ ਲਿਆਉਣਾ ਆਦਿ ਸ਼ਾਮਲ ਹਨ। ਅਕਤੂਬਰ ਮਹੀਨੇ ਲਈ 34.75 ਐੱਲਐੱਮਟੀ ਦੀ ਆਲ-ਇੰਡੀਆ ਮੂਵਮੈਂਟ ਯੋਜਨਾ ਵਿੱਚੋਂ , ਲਗਭਗ 40% ਭਾਵ 13.76 ਐੱਲਐੱਮਟੀ ਪੰਜਾਬ ਰਾਜ ਨੂੰ ਅਲਾਟ ਕੀਤਾ ਗਿਆ ਹੈ। ਇਸ ਸਮੇਂ ਪੰਜਾਬ ਵਿੱਚ ਲਗਭਗ 15 ਲੱਖ ਮੀਟਰਕ ਟਨ ਸਟੋਰੇਜ ਥਾਂ ਖਾਲੀ ਹੈ। ਸੀਐੱਮਆਰ ਦੀ ਡਿਲਿਵਰੀ ਆਮ ਤੌਰ ‘ਤੇ ਹਰ ਸਾਲ ਦਸੰਬਰ ਵਿੱਚ ਸ਼ੁਰੂ ਹੁੰਦੀ ਹੈ ਅਤੇ ਉਸ ਸਮੇਂ ਤੱਕ, ਮਿੱਲਰਾਂ ਦੁਆਰਾ ਸੀਐੱਮਆਰ ਦੀ ਨਿਰਵਿਘਨ ਡਿਲੀਵਰੀ ਨੂੰ ਯਕੀਨੀ ਬਣਾਉਣ ਲਈ ਲੋੜੀਂਦੀ ਜਗ੍ਹਾ ਉਪਲਬਧ ਹੋਵੇਗੀ। ਮਾਰਚ, 2025 ਤੱਕ ਪੰਜਾਬ ਵਿੱਚੋਂ ਹਰ ਮਹੀਨੇ 13-14 ਲੱਖ ਮੀਟਰਕ ਟਨ ਕਣਕ ਨਿਕਾਸੀ ਲਈ ਇੱਕ ਵਿਸਤ੍ਰਿਤ ਡਿਪੂ-ਵਾਰ ਯੋਜਨਾ ਤਿਆਰ ਕੀਤੀ ਗਈ ਹੈ। ਭਾਰਤੀ ਖੁਰਾਕ ਨਿਗਮ (ਸੀਐੱਮਡੀ ਐੱਫਸੀਆਈ) ਦੇ ਚੇਅਰਮੈਨ ਅਤੇ ਮੈਨੇਜਿੰਗ ਡਾਇਰੈਕਟਰ ਦੀ ਪ੍ਰਧਾਨਗੀ ਹੇਠ ਇੱਕ ਉੱਚ-ਪੱਧਰੀ ਕਮੇਟੀ ਨਿਗਰਾਨੀ ਕਰ ਰਹੀ ਹੈ। ਹਫਤਾਵਾਰੀ ਆਧਾਰ ‘ਤੇ ਮੂਵਮੈਂਟ ਪਲਾਨ ਅਤੇ ਸਟੋਰੇਜ ਸਮਰੱਥਾ ਬਣਾਉਣਾ/ਹਾਇਰਿੰਗ ਕਰਨਾ ਤਾਂ ਕਿ ਕੇਐੱਮਐੱਸ 2024-25 ਦੇ ਚੌਲਾਂ ਦੇ ਸਟਾਕਾਂ ਨੂੰ ਸਟੋਰ ਕਰਨ ਦੀ ਸਹੂਲਤ ਦਿੱਤੀ ਜਾ ਸਕੇ। ਮਿੱਲਰਾਂ ਵੱਲੋਂ ਐੱਫਸੀਆਈ ਦੁਆਰਾ ਨਿਰਧਾਰਤ ਮੌਜੂਦਾ 67% ਓਟੀਆਰ (ਝੋਨੇ ਤੋਂ ਚਾਵਲ ਤੱਕ ਦਾ ਆਉਟ ਟਰਨ ਅਨੁਪਾਤ) ਘਟਾਉਣ ਦੀ ਵੀ ਮੰਗ ਕੀਤੀ ਗਈ ਹੈ, ਇਹ ਹਵਾਲਾ ਦਿੰਦੇ ਹੋਏ ਕਿ ਝੋਨੇ ਦੀ ਕਿਸਮ ਪੀਆਰ- 126 ਆਮ ਨਾਲੋਂ 4-5% ਘੱਟ ਓਟੀਆਰ ਦੇ ਰਹੀ ਹੈ। ਪੀਆਰ-126 ਕਿਸਮ ਪੰਜਾਬ ਵਿੱਚ 2016 ਤੋਂ ਵਰਤੋਂ ਵਿੱਚ ਆ ਰਹੀ ਹੈ ਅਤੇ ਇਸ ਤੋਂ ਪਹਿਲਾਂ ਕਦੇ ਵੀ ਅਜਿਹੀ ਕੋਈ ਸਮੱਸਿਆ ਸਾਹਮਣੇ ਨਹੀਂ ਆਈ ਸੀ। ਇਹ ਸਮਝਿਆ ਜਾਂਦਾ ਹੈ ਕਿ ਅਜਿਹਾ ਕਰਨ ਦਾ ਮੁੱਖ ਕਾਰਨ ਪੰਜਾਬ ਰਾਜ ਵਿੱਚ ਪੀਆਰ-126 ਦੇ ਨਾਮ ਨਾਲ ਵਿਕਣ ਵਾਲੀਆਂ ਹਾਈਬ੍ਰਿਡ ਕਿਸਮਾਂ ਵਿੱਚ ਵਾਧਾ ਹੈ। ਇਹ ਰਿਪੋਰਟ ਕੀਤਾ ਗਿਆ ਹੈ ਕਿ ਹਾਈਬ੍ਰਿਡ ਕਿਸਮਾਂ ਵਿੱਚ ਪੀਆਰ- 126 ਦੀ ਤੁਲਨਾ ਵਿੱਚ ਇੱਕ ਮਹੱਤਵਪੂਰਨ ਤੌਰ ‘ਤੇ ਘੱਟ ਓਟੀਆਰ ਹੈ। ਭਾਰਤ ਸਰਕਾਰ ਦੁਆਰਾ ਨਿਰਧਾਰਤ ਓਟੀਆਰ ਮਾਪਦੰਡ ਪੂਰੇ ਭਾਰਤ ਵਿੱਚ ਇੱਕਸਾਰ ਹਨ ਅਤੇ ਬੀਜਾਂ ਦੀਆਂ ਕਿਸਮਾਂ ਪ੍ਰਤੀ ਜਾਣਕਾਰ ਨਹੀਂ ਹਨ। ਪੂਰੇ ਦੇਸ਼ ਵਿੱਚ ਖਰੀਦ ਮੁੱਖ ਤੌਰ ‘ਤੇ ਇਕਸਾਰ ਵਿਸ਼ੇਸ਼ਤਾਵਾਂ ‘ਤੇ ਅਧਾਰਤ ਹੈ, ਜਿਸ ਨੂੰ ਆਮ ਤੌਰ ‘ਤੇ ਉਚਿਤ ਔਸਤ ਗੁਣਵੱਤਾ (ਐੱਫਏਕਿਊ) ਕਿਹਾ ਜਾਂਦਾ ਹੈ। ਇਸ ਤੋਂ ਇਲਾਵਾ, ਝੋਨੇ ਦੇ ਮੌਜੂਦਾ ਓਟੀਆਰ ਅਤੇ ਸੁੱਕਣ ਦੀਆਂ ਘਟਨਾਵਾਂ ਦੀ ਸਮੀਖਿਆ ਕਰਨ ਲਈ ਆਈਆਈਟੀ ਖੜਗਪੁਰ ਨੂੰ ਇੱਕ ਅਧਿਐਨ ਸੌਂਪਿਆ ਗਿਆ ਹੈ ਅਤੇ ਕੰਮ ਜਾਰੀ ਹੈ। ਇਸ ਮੰਤਵ ਲਈ ਪੰਜਾਬ ਸਮੇਤ ਵੱਖ-ਵੱਖ ਝੋਨੇ ਦੀ ਖਰੀਦ ਕਰਨ ਵਾਲੇ ਰਾਜਾਂ ਵਿੱਚ ਟੈਸਟ ਕੀਤੇ ਜਾ ਰਹੇ ਹਨ। ਰਾਈਸ ਮਿੱਲਰਾਂ ਵਲੋਂ ਲਗਾਏ ਗਏ ਵਾਧੂ ਟ੍ਰਾਂਸਪੋਰਟੇਸ਼ਨ ਖਰਚਿਆਂ ਦੇ ਸਬੰਧ ਵਿੱਚ, ਜੇਕਰ 15 ਦਿਨਾਂ ਦੀ ਉਡੀਕ ਮਿਆਦ ਤੋਂ ਬਾਅਦ ਮਨੋਨੀਤ ਡਿਪੂ ਵਿੱਚ ਖਾਲੀ ਜਗ੍ਹਾ ਉਪਲਬਧ ਨਹੀਂ ਹੈ ਤਾਂ ਐੱਫਸੀਆਈ ਨੇ ਖੇਤਰੀ ਪੱਧਰ ‘ਤੇ ਵਾਧੂ ਟ੍ਰਾਂਸਪੋਰਟੇਸ਼ਨ ਖਰਚਿਆਂ ਦੀ ਆਗਿਆ ਦੇਣ ਲਈ ਸ਼ਕਤੀ ਸੌਂਪੀ ਹੈ। ਇਸ ਨੂੰ ਸਮਰੱਥ ਕਰਨ ਲਈ ਲੋੜੀਂਦੀ ਕਸਟਮਾਈਜ਼ੇਸ਼ਨ ਖਰੀਦ ਪੋਰਟਲ ਵਿੱਚ ਕੀਤੀ ਗਈ ਹੈ। ਇਹ ਮਸਲਾ ਪਹਿਲਾਂ ਹੀ ਮਿੱਲ ਮਾਲਕਾਂ ਦੀ ਤਸੱਲੀ ਲਈ ਹੱਲ ਹੋ ਚੁੱਕਾ ਹੈ।

Read More »

27 అక్టోబర్ 2024 న జరిగిన ‘మన్ కీ బాత్’ (మనసు లో మాట) కార్యక్రమం యొక్క 115 వ భాగంలో ప్రధాన మంత్రి ప్రసంగం పాఠం

నా ప్రియమైన దేశప్రజలారా! నమస్కారం. ‘మన్ కీ బాత్’ కార్యక్రమానికి మీ  అందరికీ స్వాగతం. నా జీవితంలో మరపురాని క్షణాలేవని మీరు నన్ను అడిగితే చాలా సంఘటనలు గుర్తుకు వస్తాయి. కానీ చాలా ప్రత్యేకమైన మరపురాని ఒక క్షణం ఉంది– అది గత సంవత్సరం నవంబర్ 15 వ తేదీన జరిగింది. ఆరోజు నేను భగవాన్ బిర్సా ముండా జయంతి సందర్భంగా జార్ఖండ్‌లోని ఆయన జన్మస్థలమైన ఉలిహాతు గ్రామానికి వెళ్ళాను. ఈ యాత్ర నాపై చాలా ప్రభావం చూపింది. ఈ పుణ్యభూమి మట్టిని తలతో తాకే భాగ్యం పొందిన దేశ తొలి ప్రధానమంత్రిని నేనే. ఆ క్షణంలో స్వాతంత్య్ర పోరాటంలో ఉన్న శక్తి తెలిసిరావడమే కాకుండా ఈ భూ శక్తితో అనుసంధానమయ్యే అవకాశం కూడా వచ్చింది. ఒక సంకల్పాన్ని నెరవేర్చేందుకు చేసే సాహసం దేశంలోని కోట్లాది ప్రజల భవిష్యత్తును ఎలా మార్చగలదో నేను గ్రహించాను. మిత్రులారా! భారతదేశం ప్రతి యుగంలో కొన్ని సవాళ్లను ఎదుర్కొంది. ప్రతి యుగంలో ఈ సవాళ్లను ఎదుర్కొనే అసాధారణ భారతీయులు జన్మించారు. నేటి ‘మన్ కీ బాత్‘లో ధైర్యం, దూరదృష్టి ఉన్న ఇద్దరు మహానాయకుల గురించి చర్చిస్తాను. వారి 150వ జయంతి ఉత్సవాలను జరుపుకోవాలని దేశం నిర్ణయించింది. అక్టోబర్ 31వ తేదీన సర్దార్ పటేల్ 150వ జయంతి సంవత్సరం  ప్రారంభమవుతుంది. దీని తరువాత భగవాన్ బిర్సా ముండా 150వ జయంతి సంవత్సరం నవంబర్ 15వ తేదీన మొదలవుతుంది. ఈ మహానుభావులు ఇద్దరూ వేర్వేరు సవాళ్లను ఎదుర్కొన్నారు. అయితే ఇద్దరి దృక్కోణం దేశ సమైక్యతే.  మిత్రులారా! గడిచిన సంవత్సరాల్లో దేశం మహానాయకుల  జయంతిని కొత్త శక్తితో జరుపుకోవడం ద్వారా కొత్త తరానికి కొత్త స్ఫూర్తిని ఇచ్చింది. మనం మహాత్మా గాంధీ 150వ జయంతిని ఎంత ప్రత్యేకంగా జరుపుకున్నామో మీకు గుర్తుండే ఉంటుంది. న్యూయార్క్‌లోని టైమ్స్ స్క్వేర్ నుండి ఆఫ్రికాలోని చిన్న గ్రామాల వరకు ప్రపంచవ్యాప్తంగా ఉన్న ప్రజలు భారతదేశ  సత్యం, అహింసల సందేశాన్ని అర్థం చేసుకున్నారు. తిరిగి తెలుసుకున్నారు. అలాగే జీవించారు. యువకుల నుండి వృద్ధుల వరకు, భారతీయుల నుండి విదేశీయుల వరకు ప్రతి ఒక్కరూ గాంధీజీ బోధనలను కొత్త సందర్భంలో అర్థం చేసుకున్నారు. కొత్త ప్రపంచ పరిస్థితుల్లో వాటిని తెలుసుకున్నారు. మనం స్వామి వివేకానంద 150వ జయంతిని జరుపుకున్నప్పుడు దేశ యువత భారతదేశ ఆధ్యాత్మిక, సాంస్కృతిక శక్తిని కొత్త పరిభాషలో అర్థం చేసుకుంది. మన గొప్ప వ్యక్తులు మరణించినంత మాత్రాన వారి ప్రభావం కోల్పోలేదని, వారి జీవితాలు మన వర్తమానాన్ని భవిష్యత్తుకు మార్గాన్ని చూపుతుందన్న భరోసా వీటివల్ల ఏర్పడుతుంది.  మిత్రులారా! ఈ మహనీయుల 150వ జయంతి ఉత్సవాలను జాతీయ స్థాయిలో నిర్వహించాలని ప్రభుత్వం నిర్ణయించింది. మీ భాగస్వామ్యం మాత్రమే ఈ ప్రచారానికి జీవం పోస్తుంది. ఈ ఉత్సవాలకు జీవం అందిస్తుంది. ఈ ప్రచారంలో మీరందరూ భాగస్వాములు కావాలని నేను విజ్ఞప్తి చేస్తున్నాను. ఉక్కు మనిషి సర్దార్ పటేల్‌కి సంబంధించిన మీ ఆలోచనలను, కార్యక్రమాలను # సర్దార్150 తో పంచుకోండి. #బిర్సాముండా150తో బిర్సా ముండా స్ఫూర్తిని ప్రపంచానికి అందించండి. మనం కలసికట్టుగా ఈ ఉత్సవాలను భిన్నత్వంలో భారతదేశ  ఏకత్వాన్ని చాటేవిధంగా, గొప్ప వారసత్వాన్ని వికాస ఉత్సవంగా జరుగపుకుందాం.   నా ప్రియమైన దేశవాసులారా! ‘ఛోటా భీమ్’ టీవీలో కనిపించడం ప్రారంభించిన ఆ రోజులను మీరు తప్పక గుర్తుంచుకోవాలి. ‘ఛోటా భీమ్’ అంటే ఎంత ఉత్కంఠ ఉండేదో పిల్లలు ఎప్పటికీ మర్చిపోలేరు. ఈ రోజు ఢోలక్ పూర్ డోలు  భారతదేశంలోనే కాకుండా ఇతర దేశాల పిల్లలను కూడా ఆకర్షిస్తుంది అంటే మీరు ఆశ్చర్యపోతారు. అలాగే మన ఇతర యానిమేషన్ సీరియళ్లు ‘కృష్ణ’, ‘హనుమాన్’, ‘మోటు–పత్లు’లకు కూడా ప్రపంచవ్యాప్తంగా అభిమానులు ఉన్నారు. భారతీయ యానిమేషన్ పాత్రలు, ఇక్కడి యానిమేషన్ సినిమాలు వాటి కంటెంట్, సృజనాత్మకత కారణంగా ప్రపంచవ్యాప్తంగా ప్రజల మక్కువను చూరగొంటున్నాయి. స్మార్ట్‌ఫోన్ నుండి సినిమా స్క్రీన్ వరకు, గేమింగ్ కన్సోల్ నుండి వర్చువల్ రియాలిటీ వరకు యానిమేషన్ ప్రతిచోటా ఉంటుందని మీరు తప్పక చూసి ఉంటారు. యానిమేషన్ ప్రపంచంలో భారత్ సరికొత్త విప్లవం దిశగా అడుగులు వేస్తోంది. భారతదేశ గేమింగ్ స్పేస్ కూడా వేగంగా విస్తరిస్తోంది. ఈ రోజుల్లో భారతీయ ఆటలు కూడా ప్రపంచవ్యాప్తంగా ప్రాచుర్యం పొందుతున్నాయి.  కొన్ని నెలల క్రితం నేను భారతదేశంలోని ప్రముఖ గేమర్లను కలిశాను. అప్పుడు భారతీయ గేమ్‌ల అద్భుతమైన సృజనాత్మకత, నాణ్యతను తెలుసుకునే, అర్థం చేసుకునే అవకాశం నాకు లభించింది. నిజానికి దేశంలో సృజనాత్మక శక్తి తరంగం నడుస్తోంది. యానిమేషన్ ప్రపంచంలో ‘మేడ్ ఇన్ ఇండియా’, ‘మేడ్ బై ఇండియన్స్’ ప్రబలంగా ఉన్నాయి. నేడు భారతీయ ప్రతిభ కూడా విదేశీ నిర్మాణాలలో కూడా ముఖ్యమైన భాగంగా మారుతున్నదని తెలుసుకుంటే మీరు సంతోషిస్తారు. ప్రస్తుత స్పైడర్ మ్యాన్ అయినా, ట్రాన్స్‌ఫార్మర్స్ అయినా ఈ రెండు సినిమాల్లో హరినారాయణ్ రాజీవ్ అందించిన సహకారానికి ప్రజల ప్రశంసలు లభించాయి. భారతదేశ యానిమేషన్ స్టూడియోలు డిస్నీ, వార్నర్ బ్రదర్స్ వంటి ప్రపంచ ప్రఖ్యాత నిర్మాణ సంస్థలతో కలిసి పని చేస్తున్నాయి. మిత్రులారా! నేడు మన యువత అసలైన భారతీయ కంటెంట్‌ను సిద్ధం చేస్తోంది. మన సంస్కృతికి ప్రతిబింబమైన ఇవి ప్రపంచవ్యాప్తంగా కనిపిస్తున్నాయి. ఇతర పరిశ్రమలకు బలాన్ని ఇచ్చే స్థాయిలో యానిమేషన్ రంగం నేడు పరిశ్రమ రూపాన్ని సంతరించుకుంది. ఈ రోజుల్లో వీఆర్ టూరిజం చాలా ప్రసిద్ధి చెందుతోంది. మీరు వర్చువల్ యాత్ర ద్వారా అజంతా గుహలను చూడవచ్చు. కోణార్క్ మందిర ఆవరణలో షికారు చేయవచ్చు. లేదా వారణాసి ఘాట్‌లను ఆస్వాదించవచ్చు. ఈ వీఆర్ యానిమేషన్‌లన్నీ భారతీయులు సృష్టించినవే. వీఆర్ ద్వారా ఈ స్థలాలను చూసిన తర్వాత చాలా మంది ఈ పర్యాటక ప్రదేశాలను వాస్తవంగా సందర్శించాలని కోరుకుంటారు. అంటే పర్యాటక గమ్యస్థానాల  వర్చువల్ టూర్ ప్రజల మనస్సుల్లో ఉత్సుకతను సృష్టించడానికి ఒక మాధ్యమంగా మారింది. నేడు ఈ రంగంలో యానిమేటర్లతో పాటు స్టోరీ టెల్లర్లు, రచయితలు, వాయిస్ ఓవర్ నిపుణులు, సంగీతకారులు, గేమ్ డెవలపర్లు, వర్చువల్ రియాలిటీ– ఆగ్మెంటెడ్ రియాలిటీ నిపుణులకు కూడా డిమాండ్ నిరంతరం పెరుగుతోంది. కాబట్టి సృజనాత్మకతను పెంచుకోవాలని నేను భారతదేశ యువతకు చెప్తాను.  ఎవరికి తెలుసు– ప్రపంచంలోని తర్వాతి సూపర్ హిట్ యానిమేషన్ మీ కంప్యూటర్ నుండే రావచ్చేమో! తర్వాతి వైరల్ గేమ్ మీ సృష్టే కావచ్చు! విద్యాపరమైన యానిమేషన్లలో మీ ఆవిష్కరణ గొప్ప విజయాన్ని సాధించగలదు. ‘వరల్డ్ యానిమేషన్ డే’ కూడా ఈ అక్టోబర్ 28 వ తేదీన అంటే రేపు జరుపుకుంటున్నాం. రండి…. భారతదేశాన్ని ప్రపంచ యానిమేషన్ పవర్ హౌస్‌గా మార్చాలని సంకల్పిద్దాం. నా ప్రియమైన దేశప్రజలారా! స్వామి వివేకానంద ఒకప్పుడు విజయ మంత్రాన్ని అందించారు. ‘ఒక ఆలోచన తీసుకోండి. ఆ ఆలోచనను మీ జీవితంగా చేసుకోండి. దాని గురించి ఆలోచించండి. దాని గురించి కలలుగనండి. జీవించడం ప్రారంభించండి.’ అనే ఆ విజయ మంత్రం ఆధారంగా ఆత్మ నిర్భర్ భారత్ విజయం  కూడా కొనసాగుతోంది. ఈ ప్రచారం మన సామూహిక చైతన్యంలో భాగమైంది. అడుగడుగునా నిరంతరం మనకు స్ఫూర్తిగా నిలిచింది. స్వావలంబన మన విధానం మాత్రమే కాదు– అది మన అభిరుచిగా మారింది. చాలా సంవత్సరాలు కాలేదు– భారతదేశంలో సంక్లిష్టమైన సాంకేతికత అభివృద్ధి చెందుతుందని పదేళ్ల కిందట ఎవరైనా చెప్తే చాలా మంది నమ్మేవారు కాదు. చాలా మంది అపహాస్యం చేసేవారు.  కానీ ఈ రోజు దేశ విజయాలను చూసి వారే ఆశ్చర్యపోతున్నారు. స్వయం సమృద్ధి పొందిన తర్వాత భారతదేశం ప్రతి రంగంలో అద్భుతాలు చేస్తోంది. ఒక్కసారి ఊహించుకోండి– ఒకప్పుడు మొబైల్ ఫోన్ల దిగుమతిదారుగా ఉన్న భారతదేశం నేడు ప్రపంచంలోనే రెండవ అతిపెద్ద తయారీదారుగా మారింది. ఒకప్పుడు ప్రపంచంలోనే అత్యధికంగా రక్షణ పరికరాల కొనుగోలుదారుగా ఉన్న భారతదేశం ఇప్పుడు 85 దేశాలకు కూడా ఎగుమతి చేస్తోంది. అంతరిక్ష సాంకేతికతలో ఈ రోజు భారతదేశం చంద్రుని  దక్షిణ ధృవాన్ని చేరుకున్న మొదటి దేశంగా మారింది. నాకు చాలా నచ్చిన విషయం ఏమిటంటే ఈ స్వావలంబన ప్రచారం ఇకపై కేవలం ప్రభుత్వ ప్రచారం కాదు– ఇప్పుడు స్వయం ఆధారిత భారతదేశ ప్రచారం ప్రజల ప్రచార ఉద్యమంగా మారుతోంది.  ప్రతి రంగంలో దేశం విజయాలు సాధిస్తోంది. ఉదాహరణకు ఈ నెలలో లద్దాక్ లోని హాన్లేలో ఆసియాలోనే అతిపెద్ద ఇమేజింగ్ టెలిస్కోప్ MACEను కూడా ప్రారంభించాం. ఇది 4300 మీటర్ల ఎత్తులో ఉంది. అందులో విశేషమేంటో తెలుసుకుందాం! ఇది భారతదేశ తయారీ– ‘మేడ్ ఇన్ ఇండియా’. మైనస్ 30 డిగ్రీల చల్లటి వాతావరణం ఉన్న ప్రదేశంలో– ఆక్సిజన్ కొరత కూడా ఉన్న ప్రదేశంలో– మన శాస్త్రవేత్తలతో పాటు స్థానిక పరిశ్రమలు ఆసియాలో మరే దేశం చేయని పనిని చేశాయి.  హాన్లే  టెలిస్కోప్ సుదూర ప్రపంచాన్ని చూస్తూ ఉండవచ్చు. అది మనకు మరొక విషయాన్ని కూడా చూపుతోంది – అది స్వయం సమృద్ధ భారతదేశ సామర్థ్యం. మిత్రులారా! మీరు కూడా ఒక పని చేయాలని నేను కోరుకుంటున్నాను. భారతదేశం స్వయం సమృద్ధంగా మారడానికి దోహదపడే ప్రయత్నాలకు వీలైనన్ని ఎక్కువ ఉదాహరణలను పంచుకోండి. మీ పరిసరాల్లో మీరు చూసిన కొత్త ఆవిష్కరణ, మీ ప్రాంతంలో మిమ్మల్ని బాగా ఆకట్టుకున్న స్థానిక స్టార్ట్–అప్– ఇలాంటి విశేషాలను #AatmanirbharInnovationతో సోషల్ మీడియాలో రాయండి. స్వావలంబన భారతదేశ ఉత్సవాలు నిర్వహించండి. ఈ పండుగ సీజన్ లో మనమందరం స్వావలంబన భారతదేశ ప్రచారాన్ని మరింత బలోపేతం చేద్దాం. వోకల్ ఫర్ లోకల్ అనే మంత్రంతో మనం మన షాపింగ్ చేద్దాం. ఇది అసాధ్యం కేవలం సవాలుగా ఉన్న నవీన భారతదేశం. ఇక్కడ మేక్ ఇన్ ఇండియా ఇప్పుడు మేక్ ఫర్ ది వరల్డ్‌గా మారింది. ఇక్కడ ప్రతి పౌరుడు ఒక ఆవిష్కర్త. ఇక్కడ ప్రతి సవాలు ఒక అవకాశం. మనం భారతదేశాన్ని స్వయం సమృద్ధంగా మార్చడమే కాకుండా మన దేశాన్ని ప్రపంచవ్యాప్త ఆవిష్కరణల శక్తి కేంద్రంగా బలోపేతం చేయాలి. నా ప్రియమైన దేశప్రజలారా! మీ కోసం ఒక ఆడియోను వినిపిస్తాను. (ఆడియో) ఫ్రాడ్ కాలర్ 1: హలో బాధితుడు: సార్… నమస్కారం సార్. ఫ్రాడ్ కాలర్ 1: నమస్తే బాధితుడు: సార్… చెప్పండి సార్ ఫ్రాడ్ కాలర్ 1: మీరు నాకు పంపిన ఈ FIR నంబర్‌ను చూడండి.. ఈ నంబర్‌పై మాకు 17 ఫిర్యాదులు ఉన్నాయి. మీరు ఈ నంబర్‌ ను వాడుతున్నారా? బాధితుడు: నేను దీన్ని వాడను సార్. ఫ్రాడ్ కాలర్ 1: మీరు ఇప్పుడు ఎక్కడి నుండి మాట్లాడుతున్నారు? బాధితుడు: సార్.. కర్ణాటక సార్.. నేను ఇప్పుడు ఇంట్లో ఉన్నాను సార్. ఫ్రాడ్ కాలర్ 1: సరే. మన స్టేట్‌మెంట్‌ను రికార్డ్ చేద్దాం.  మీరు భవిష్యత్తులో ఎటువంటి సమస్యలను ఎదుర్కోకుండా ఈ నంబర్‌ ను బ్లాక్ చేయవచ్చు. బాధితుడు: సరే సార్… ఫ్రాడ్ కాలర్ 1: నేను ఇప్పుడు మిమ్మల్ని మీ ఇన్వెస్టిగేషన్ ఆఫీసర్ తో కనెక్ట్ చేస్తున్నాను. ఈ నంబర్ ను బ్లాక్ చేసేందుకు మీ స్టేట్‌మెంట్‌ను రికార్డ్ చేయండి.  బాధితుడు: సరే సార్… ఫ్రాడ్ కాలర్ 1: అవును.. చెప్పండి… మీరు ఎవరు? మీ ఆధార్ కార్డును నాకు చూపించండి.. వెరిఫై చేయడానికి నాకు తెలియజేయండి. బాధితుడు: సార్… నా దగ్గర ఇప్పుడు ఆధార్ కార్డు లేదు.. ప్లీజ్ సార్. ఫ్రాడ్ కాలర్ 1: ఫోన్లో.. అది మీ ఫోన్లో ఉందా? బాధితుడు: లేదు సార్ ఫ్రాడ్ కాలర్ 1: మీ ఫోన్లో ఆధార్ కార్డ్ ఫోటో లేదా? బాధితుడు: లేదు సార్ ఫ్రాడ్ కాలర్ 1: మీకు నెంబర్ గుర్తుందా? బాధితుడు: సార్.. లేదు సార్.. నంబర్ కూడా గుర్తు లేదు సార్. ఫ్రాడ్ కాలర్ 1: మేం కేవలం వెరిఫై చేయాలి. వెరిఫై చేసేందుకు కావాలి.  బాధితుడు: లేదు సార్ ఫ్రాడ్ కాలర్ 1: భయపడొద్దు… భయపడొద్దు… మీరు ఏమీ చేయకపోతే భయపడొద్దు. బాధితుడు: సరే సార్, సరే సార్ ఫ్రాడ్ కాలర్ 1: మీ దగ్గర ఆధార్ కార్డ్ ఉంటే, వెరిఫై చేయడానికి నాకు చూపించండి. బాధితుడు: లేదు సార్, లేదు సార్. నేను ఊరికి వచ్చాను సార్. ఆధార్ కార్డు ఇంట్లో ఉంది సార్.. ఫ్రాడ్ కాలర్ 1: ఓకే.. రెండో గొంతు: మే ఐ కమ్ ఇన్ సార్ ఫ్రాడ్ కాలర్ 1: కమ్ ఇన్ ఫ్రాడ్ కాలర్ 2: జై హింద్ …

Read More »

ପଦାତିକ ବାହିନୀ ଦିବସରେ ସମସ୍ତ ରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁ ପ୍ରଧାନମନ୍ତ୍ରୀଙ୍କ ସାଲ୍ୟୁଟ

ପଦାତିକ ବାହିନୀ ଦିବସରେ ପଦାତିକ ବାହିନୀର ସମସ୍ତରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି: “ପଦାତିକ ବାହିନୀ ଦିବସରେ ଆମକୁ ନିରବଚ୍ଛିନ୍ନ ଭାବେସୁରକ୍ଷା ଦେଉଥିବା ପଦାତିକ ବାହିନୀର ସମସ୍ତ ରାଙ୍କ ଓଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁ ଆମେ ସାଲ୍ୟୁଟକରୁଛୁ । ସେମାନେ ସର୍ବଦା ବିପଦ ସମୟରେ ରାଷ୍ଟ୍ରରସୁରକ୍ଷାକୁ ନିଶ୍ଚିତ କରିବାକୁ ଦୃଢ଼ ଭାବେ ଛିଡ଼ା ହୋଇଥାନ୍ତି ।ପଦାତିକ ବାହିନୀ ସାହସ, ବୀରତ୍ୱ ଓ କର୍ତ୍ତବ୍ୟ ଭାବନାରପ୍ରତୀକ ଏବଂ ପ୍ରତ୍ୟେକ ଭାରତୀୟଙ୍କୁ ପ୍ରେରଣା ଦେଉଛନ୍ତି ।”

Read More »

মাননীয় প্রধানমন্ত্রী নরেন্দ্র মোদীর ‘‘মন কি বাত’’ (১১৫ তম পর্ব) অনুষ্ঠানের বাংলা অনুবাদ –

আমার প্রিয় দেশবাসী, নমস্কার। মন কি বাতে আপনাদের সকলকে স্বাগত। আমাকে যদি আপনারা জিজ্ঞাসা করেন যে আমার জীবনের সবচেয়ে স্মরণীয় মুহূর্ত কোনটি তাহলে তো অনেক ঘটনাই মনে পড়ে, কিন্তু তার মধ্যেও একটা মুহূর্ত বিশেষ ভাবে স্মরণীয়। সেই মুহূর্তটি হলো যখন গতবছর ১৫ ই নভেম্বর আমি ভগবান বিরসা মুন্ডার জন্মজয়ন্তীতে ওঁর জন্মস্থান ঝাড়খণ্ডের …

Read More »

সোমবাৰে এনডিএমএৰ ২০সংখ্যক প্ৰতিষ্ঠা দিৱসৰ উদ্বোধনী অনুষ্ঠানত মুখ্য অতিথি হিচাপে অংশগ্ৰহণ কৰিব কেন্দ্ৰীয় গৃহ তথা সমবায় মন্ত্ৰী শ্ৰী অমিত শ্বাহে

কেন্দ্ৰীয় গৃহ তথা সমবায় মন্ত্ৰী শ্ৰী অমিত শ্বাহে ২৮ অক্টোবৰ, ২০২৪, সোমবাৰে নতুন দিল্লীত ৰাষ্ট্ৰীয় দুৰ্যোগ ব্যৱস্থাপনা প্ৰাধিকৰণৰ ২০সংখ্যক প্ৰতিষ্ঠা দিৱসৰ উদ্বোধনী অনুষ্ঠানত মুখ্য অতিথি হিচাপে অংশগ্ৰহণ কৰিব। প্ৰধানমন্ত্ৰী শ্ৰী নৰেন্দ্ৰ মোদীৰ দুৰ্যোগৰ আশংকা হ্ৰাস (ডিআৰআৰ) কৌশলৰ ১০দফা কাৰ্যসূচীৰ সৈতে সংগতি ৰাখি দুৰ্যোগৰ প্ৰভাৱ হ্ৰাস কৰাৰ বাবে ভাৰতে সৰ্বাংগীন আৰু …

Read More »

ଆଜି ଶସ୍ୟ ଅବଶିଷ୍ଟାଂଶ ପୋଡ଼ିବାର ପରିଚାଳନା ପ୍ରସଙ୍ଗରେ ମନ୍ତ୍ରୀସ୍ତରୀୟ ଆନ୍ତଃମନ୍ତ୍ରଣାଳୟ ବୈଠକ ଅନୁଷ୍ଠିତ

କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ ଏବଂ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଯାଦବଙ୍କ ଅଧ୍ୟକ୍ଷତାରେ ଶସ୍ୟ ଅବଶିଷ୍ଟାଂଶ ଜାଳିବା ପରିଚାଳନା ସମସ୍ୟାର ସମାଧାନ ପାଇଁ ଆଜି ଏକ ଆନ୍ତଃ-ମନ୍ତ୍ରଣାଳୟ ବୈଠକ ଡକାଯାଇଛି। ଏହି ବୈଠକରେ ପଞ୍ଜାବ, ହରିୟାଣା ଏବଂ ଉତ୍ତରପ୍ରଦେଶ ରାଜ୍ୟର କୃଷି ମନ୍ତ୍ରୀ, ଏନସିଟି ଦିଲ୍ଲୀର ପରିବେଶ ଜଙ୍ଗଲ ଏବଂ ବନ୍ୟପ୍ରାଣୀ ମନ୍ତ୍ରୀ …

Read More »

ਕੇਂਦਰੀ ਵਿਗਿਆਨ ਅਤੇ ਟੈਕਨੋਲੋਜੀ ਮੰਤਰੀ ਡਾ. ਜਿਤੇਂਦਰ ਸਿੰਘ ਵੱਲੋਂ ਬ੍ਰਿਕ-ਨੈਸ਼ਨਲ ਐਗਰੀ-ਫੂਡ ਬਾਇਓਮੈਨਿਊਫੈਕਚਰਿੰਗ ਇੰਸਟੀਚਿਊਟ, ਮੋਹਾਲੀ ਦਾ ਉਦਘਾਟਨ ਕੀਤਾ ਜਾਵੇਗਾ

ਖੇਤੀਬਾੜੀ ਬਾਇਓਟੈਕਨਾਲੋਜੀ ਅਤੇ ਬਾਇਓਪ੍ਰੋਸੈਸਿੰਗ ਵਿੱਚ ਭਾਰਤ ਦੀਆਂ ਸਮਰੱਥਾਵਾਂ ਨੂੰ ਮਜ਼ਬੂਤ ਕਰਨ ਲਈ, ਸਰਕਾਰ ਪੰਜਾਬ ਵਿੱਚ ਮੋਹਾਲੀ ਵਿਖੇ ਬ੍ਰਿਕ – ਨੈਸ਼ਨਲ ਐਗਰੀ-ਫੂਡ ਬਾਇਓਮੈਨਿਊਫੈਕਚਰਿੰਗ ਇੰਸਟੀਚਿਊਟ (ਬ੍ਰਿਕ-ਐੱਨਏਬੀਆਈ) ਦੀ ਸ਼ੁਰੂਆਤ ਕਰਨ ਲਈ ਤਿਆਰ ਹੈ। ਬਾਇਓਟੈਕਨਾਲੋਜੀ ਵਿਭਾਗ, ਭਾਰਤ ਸਰਕਾਰ ਦੀ ਇੱਕ ਪਹਿਲਕਦਮੀ, ਬ੍ਰਿਕ-ਐੱਨਏਬੀਆਈ ਦੀ ਸਥਾਪਨਾ ਨੈਸ਼ਨਲ ਐਗਰੀ-ਫੂਡ ਬਾਇਓਟੈਕਨਾਲੋਜੀ ਇੰਸਟੀਚਿਊਟ (ਐੱਨਏਬੀਆਈ), ਮੋਹਾਲੀ ਅਤੇ ਸੈਂਟਰ ਆਫ ਇਨੋਵੇਟਿਵ …

Read More »