ଚରିତ୍ର ନିର୍ମାଣ ଓ ଦକ୍ଷତା ବୃଦ୍ଧି କରିବା ହେଉଛି ଶିକ୍ଷାର ମୂଳ ଉଦ୍ଦେଶ୍ୟ । ଭାରତୀୟତା ମୂଲ୍ୟବୋଧ ଉପରେ ଆଧାରିତ ରାଷ୍ଟ୍ରୀୟ ଶିକ୍ଷା ନୀତି ; ଭବିଷ୍ୟତର ଶିକ୍ଷା ବ୍ୟବସ୍ଥା ପ୍ରସ୍ତୁତ କରିବା ଦିଗରେ ଏକ ଅନନ୍ୟ ପଦକ୍ଷେପ ବୋଲି ସୋମବାର ଗୁଜୁରାଟର ସୁରଟରେ ଜୈନ ବିଶ୍ୱଭାରତୀ ଅନୁଷ୍ଠାନର ୧୫ତମ ସମାବର୍ତ୍ତନ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସମ୍ମାନ, ଡିଗ୍ରୀ ଏବଂ …
Read More »