ପୂର୍ବତଟ ରେଳପଥର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଶନିବାର ଦିନ ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ଅଗ୍ରଗତିର ସମୀକ୍ଷା କରିବା ପାଇଁ ବୌଦ୍ଧ ଏବଂ ପୁରୁଣାକଟକ ମଧ୍ୟରେ ନୂତନ ଭାବେ ନିର୍ମିତ ରେଳ ଲାଇନର ନିରୀକ୍ଷଣ କରିଛନ୍ତି | ଏହି ନିରୀକ୍ଷଣ ପ୍ରକଳ୍ପର ଠିକ ସମୟରେ ସମାପ୍ତି ସୁନିଶ୍ଚିତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଯାହା ଓଡିଶାର ଉପାନ୍ତ ତଥା ଆକାଂକ୍ଷୀ ଅଞ୍ଚଳରେ ସଂଯୋଗକୁ ସୁଦୃଢ଼ କରିବାକୁ …
Read More »
Matribhumisamachar
