बुधवार, अप्रैल 02 2025 | 04:32:54 AM
Breaking News
Home / Tag Archives: occasion (page 2)

Tag Archives: occasion

ਪ੍ਰਧਾਨ ਮੰਤਰੀ ਨੇ ਸ੍ਰੀ ਗੁਰੂ ਨਾਨਕ ਦੇਵ ਜੀ ਦੇ ਪ੍ਰਕਾਸ਼ ਪੂਰਬ ਦੇ ਅਵਸਰ ‘ਤੇ ਹਾਰਦਿਕ ਸ਼ੁਭਕਾਮਨਾਵਾਂ ਦਿੱਤੀਆਂ

ਪ੍ਰਧਾਨ ਮੰਤਰੀ ਸ਼੍ਰੀ ਨਰੇਂਦਰ ਮੋਦੀ ਨੇ ਅੱਜ ਸ੍ਰੀ ਗੁਰੂ ਨਾਨਕ ਦੇਵ ਜੀ ਦੇ ਪ੍ਰਕਾਸ਼ ਪੂਰਬ ‘ਤੇ ਆਪਣੀਆਂ ਹਾਰਦਿਕ ਸ਼ੁਭਕਾਮਨਾਵਾਂ ਦਿੱਤੀਆਂ। ਉਨ੍ਹਾਂ ਨੇ ਕਿਹਾ ਕਿ ਸ੍ਰੀ ਗੁਰੂ ਨਾਨਕ ਦੇਵ ਜੀ ਦੀਆਂ ਸਿੱਖਿਆਵਾਂ ਸਾਨੂੰ ਕਰੁਣਾ, ਦਇਆ ਅਤੇ ਨਿਮਰਤਾ ਦੀ ਭਾਵਨਾ ਨੂੰ ਅੱਗੇ ਵਧਾਉਣ ਲਈ ਪ੍ਰੇਰਿਤ ਕਰਦੀਆਂ ਹਨ। ਐਕਸ ‘ਤੇ ਇੱਕ ਪੋਸਟ ਵਿੱਚ, …

Read More »

জনজাতীয় গৌরব দিবস উপলক্ষে ভগবান বিরসা মুন্ডার ১৫০তম জন্মবার্ষিকী উদযাপনের সূচনা করেছেন প্রধানমন্ত্রী নরেন্দ্র মোদী

জনজাতীয় গৌরব দিবস উপলক্ষে ভগবান বিরসা মুন্ডার ১৫০তম জন্মজয়ন্তী উদযাপনের সূচনা করেছেন প্রধানমন্ত্রী শ্রী নরেন্দ্র মোদী। বিহারের জামুই-এ আজ ৬,৬৪০ কোটি টাকারও বেশি বিভিন্ন উন্নয়নমূলক প্রকল্পের উদ্বোধন ও ভিত্তিপ্রস্তর স্থাপন করেন তিনি। অনুষ্ঠানে দেশের বিভিন্ন প্রান্ত থেকে ভার্চুয়াল মাধ্যমে যোগ দেওয়া বিভিন্ন রাজ্যের রাজ্যপাল, মুখ্যমন্ত্রী, কেন্দ্রীয় মন্ত্রীদের প্রধানমন্ত্রী স্বাগত জানান। …

Read More »

ಭಗವಾನ್ ಬಿರ್ಸಾ ಮುಂಡಾ ಅವರ 150ನೇ ಜನ್ಮದಿನ ಅಂಗವಾಗಿ ನವದೆಹಲಿಯಲ್ಲಿ ಭಗವಾನ್ ಬಿರ್ಸಾ ಮುಂಡಾ ಅವರ ಭವ್ಯ ಪ್ರತಿಮೆ ಅನಾವರಣಗೊಳಿಸಿದ ಕೇಂದ್ರ ಗೃಹ ಮತ್ತು ಸಹಕಾರ ಸಚಿವರಾದ ಶ್ರೀ ಅಮಿತ್ ಶಾ

ಭಗವಾನ್ ಬಿರ್ಸಾ ಮುಂಡಾ ಅವರ 150ನೇ ಜನ್ಮ ವರ್ಷಾಚರಣೆ ಅಂಗವಾಗಿ,  ನವದೆಹಲಿಯ ಬಾನ್ಸೆರಾ ಪಾರ್ಕ್‌ನಲ್ಲಿಂದು ಭಗವಾನ್ ಬಿರ್ಸಾ ಮುಂಡಾ ಅವರ ಭವ್ಯ ಪ್ರತಿಮೆಯನ್ನು ಕೇಂದ್ರ ಗೃಹ ಮತ್ತು ಸಹಕಾರ ಸಚಿವರಾದ ಶ್ರೀ ಅಮಿತ್ ಶಾ ಅನಾವರಣಗೊಳಿಸಿದರು. ಈ ಕಾರ್ಯಕ್ರಮದಲ್ಲಿ ಕೇಂದ್ರ ವಸತಿ ಮತ್ತು ನಗರ ವ್ಯವಹಾರಗಳ ಸಚಿವರಾದ ಶ್ರೀ ಮನೋಹರ್ ಲಾಲ್, ದೆಹಲಿಯ ಲೆಫ್ಟಿನೆಂಟ್ ಗವರ್ನರ್ ಶ್ರೀ ವಿನಯ್ ಕುಮಾರ್ ಸಕ್ಸೇನಾ, ಕೇಂದ್ರದ ಸಹಾಯಕ ಖಾತೆ ಸಚಿವ ಶ್ರೀ ಹರ್ಷ್ …

Read More »

ಜನಜಾತಿಯ ಗೌರವ್ ದಿವಸ್ ಸಂದರ್ಭದಲ್ಲಿ ಭಗವಾನ್ ಬಿರ್ಸಾ ಮುಂಡಾ ಅವರ 150ನೇ ಜನ್ಮ ವಾರ್ಷಿಕೋತ್ಸವಕ್ಕೆ ಪ್ರಧಾನ ಮಂತ್ರಿ ಶ್ರೀ ನರೇಂದ್ರ ಮೋದಿ ಚಾಲನೆ

ಪ್ರಧಾನಮಂತ್ರಿ ಶ್ರೀ ನರೇಂದ್ರ ಮೋದಿ ಅವರು ಬಿಹಾರದ ಜಮುಯಿಯಲ್ಲಿಂದು ಜನಜಾತಿಯ ಗೌರವ್ ದಿವಸ್ ಅಂಗವಾಗಿ ಭಗವಾನ್ ಬಿರ್ಸಾ ಮುಂಡಾ ಅವರ 150ನೇ ಜನ್ಮ ವಾರ್ಷಿಕೋತ್ಸವಕ್ಕೆ ಚಾಲನೆ ನೀಡಿ, ಸುಮಾರು 6,640 ಕೋಟಿ ರೂಪಾಯಿ ಮೊತ್ತದ ವಿವಿಧ ಅಭಿವೃದ್ಧಿ ಯೋಜನೆಗಳಿಗೆ ಶಂಕುಸ್ಥಾಪನೆ ಮತ್ತು ಉದ್ಘಾಟನೆ ನೆರವೇರಿಸಿದರು. ಭಾರತದ ವಿವಿಧ ಜಿಲ್ಲೆಗಳಲ್ಲಿ ಆಯೋಜಿತವಾಗಿದ್ದ ಬುಡಕಟ್ಟು ದಿನಾಚರಣೆ ಕಾರ್ಯಕ್ರಮಗಳಲ್ಲಿ ಭಾಗವಹಿಸಿದ್ದ ವಿವಿಧ ರಾಜ್ಯಗಳ ರಾಜ್ಯಪಾಲರು, ಮುಖ್ಯಮಂತ್ರಿಗಳು, ಕೇಂದ್ರ ಸಚಿವರನ್ನು ಪ್ರಧಾನಮಂತ್ರಿ ಸ್ವಾಗತಿಸಿದರು. ಭಾರತದಾದ್ಯಂತ ಕಾರ್ಯಕ್ರಮಕ್ಕೆ …

Read More »

ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ଅବସରରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ନୂଆଦିଲ୍ଲୀରେ ଭଗବାନ ବିର୍ସା ମୁଣ୍ଡାଙ୍କ ଏକ ଭବ୍ୟ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି

ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ନୂଆଦିଲ୍ଲୀର ବାନ୍ସେରା ପାର୍କରେ ଭଗବାନ ବିର୍ସା ମୁଣ୍ଡାଙ୍କ ଏକ ଭବ୍ୟ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ମନୋହର ଲାଲ, ଦିଲ୍ଲୀର ଲିୟୁଟନାଂଟ ଗଭର୍ଣର ଶ୍ରୀ ବିନୟ କୁମାର ସାକ୍ସେନା, କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ହର୍ଷ ମାଲହୋତ୍ରା ଏବଂ ଅନେକ …

Read More »

ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବର୍ଷ ପାଳନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜନଜାତୀୟ ଗୌରବ ଦିବସ ଅବସରରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ବାର୍ଷିକ ଉତ୍ସବର ଶୁଭାରମ୍ଭ କରିବା ସହ ବିହାରର ଜାମୁଇଠାରେ ପାଖାପାଖି ୬୬୪୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ଭାରତର ବିଭିନ୍ନ ଜିଲ୍ଲାରେ ଆଦିବାସୀ ଦିବସ ସମାରୋହରେ ଅଂଶଗ୍ରହଣ କରୁଥିବା ବିଭିନ୍ନ ରାଜ୍ୟର ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ସ୍ୱାଗତ କରିଥିଲେ …

Read More »

ଜନଜାତିୟ ଗୌରବ ଦିବସ ଅବସରରେ ନଭେମ୍ବର ୧୫ରେ ବିହାର ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୫ ରେ ଜନଜାତିୟ ଗୌରବ ଦିବସ ପାଳନ କରିବା ପାଇଁ ବିହାରର ଜାମୁଇ ଗସ୍ତ କରିବେ । ଧର୍ତି ଆବା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ ପାଳନ ଆରମ୍ଭ ହୋଇଛି। ପୂର୍ବାହ୍ନ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ଭଗବାନ ବିର୍ସା ମୁଣ୍ଡାଙ୍କ ସମ୍ମାନରେ ଏକ ସ୍ମାରକୀ ମୁଦ୍ରା ଏବଂ ଡାକ ଟିକଟ ଉନ୍ମୋଚନ କରିବେ । ଏହି ଅଞ୍ଚଳର ଗ୍ରାମାଞ୍ଚଳ ଓ ଦୁର୍ଗମ …

Read More »

ଦେବଭୂମି ଉତ୍ତରାଖଣ୍ଡର ରୌପ୍ୟ ଜୟନ୍ତୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଉତ୍ତରାଖଣ୍ଡର ପ୍ରତିଷ୍ଠା ଦିବସ ଅବସରରେ ଏହାର ସମସ୍ତ ଲୋକମାନଙ୍କୁ ପ୍ରଧାନମନ୍ତ୍ରୀ ଶୁଭେଚ୍ଛା ଜଣାଇବା ସହ ଆଜିଠାରୁ ଉତ୍ତରାଖଣ୍ଡ ରାଜ୍ୟ ଗଠନର ରୌପ୍ୟ ଜୟନ୍ତୀ ବର୍ଷ ଆରମ୍ଭ ହେବାର ସୂଚନା ଦେଇଛନ୍ତି । ଉତ୍ତରାଖଣ୍ଡ ପ୍ରତିଷ୍ଠାର ୨୫ତମ ବର୍ଷରେ ପ୍ରବେଶ କରିବା ଅବସରରେ ଶ୍ରୀ ମୋଦୀ ଲୋକମାନଙ୍କୁ ରାଜ୍ୟର ଆଗାମୀ ୨୫ ବର୍ଷର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ କାର୍ଯ୍ୟ କରିବାକୁ ଅନୁରୋଧ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଉତ୍ତରପ୍ରଦେଶର ଆଗାମୀ ୨୫ ବର୍ଷର ଯାତ୍ରା ଏକ ବଡ ସଂଯୋଗ, କାରଣ ଭାରତ ମଧ୍ୟ ଏହାର ୨୫ ବର୍ଷର ଅମୃତ କାଳରେ ଅଛି, ଯାହାର ଅର୍ଥ ହେଉଛି ବିକଶିତ ଭାରତ ପାଇଁ ଏକ ବିକଶିତ ଉତ୍ତରାଖଣ୍ଡ । ଏହି ଅବଧିରେ ଦେଶ ସଂକଳ୍ପ ପୂରଣ ହେବାର ସାକ୍ଷୀ ରହିବ ବୋଲି ଶ୍ରୀ ମୋଦୀ କହିଛନ୍ତି । ଆଗାମୀ ୨୫ ବର୍ଷର ସଂକଳ୍ପ ସହିତ ଲୋକମାନେ ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଏହି ଅବସରରେ ଖୁସି ପ୍ରକାଶ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଉତ୍ତରାଖଣ୍ଡର ଗୌରବର ପ୍ରସାର ହେବ ଏବଂ ବିକଶିତ ଉତ୍ତରାଖଣ୍ଡର ଲକ୍ଷ୍ୟ ରାଜ୍ୟର ପ୍ରତ୍ୟେକ ଅଧିବାସୀଙ୍କ ନିକଟରେ ପହଞ୍ôଚବ । ଏହି ଗୁରୁତ୍ୱପୂର୍ଣ୍ଣ ସମୟରେ ଏପରି ମହତ୍ୱପୂର୍ଣ୍ଣ ସଂକଳ୍ପକୁ ଆପଣେଇଥିବାରୁ ଶ୍ରୀ ମୋଦୀ ରାଜ୍ୟର ସମସ୍ତ ବାସିନ୍ଦାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସମ୍ପ୍ରତି ସଫଳତାର ସହ ଆୟୋଜିତ ହୋଇଥିବା ‘ ପ୍ରବାସୀ ଉତ୍ତରାଖଣ୍ଡ ସମ୍ମିଳନୀ’ର କାର୍ଯ୍ୟକ୍ରମକୁ ମଧ୍ୟ ସେ ଉଲ୍ଲେଖ କରିଛନ୍ତି ଏବଂ ଉତ୍ତରପ୍ରଦେଶର ବିକାଶରେ ପ୍ରବାସୀ ଉତ୍ତରାଖଣ୍ଡର ଲୋକମାନେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ଆଶା ପ୍ରକାଶ କରିଛନ୍ତି । ଅଲଗା ରାଜ୍ୟ ଗଠନ ପାଇଁ ଉତ୍ତରପ୍ରଦେଶର ଲୋକଙ୍କ ଉଦ୍ୟମ ଅଟଳ ବିହାରୀ ବାଜପେୟୀଙ୍କ ନେତୃତ୍ୱରେ ସଫଳ ହୋଇଛି ବୋଲି ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଛନ୍ତି ଯେ, ଆଜି ସ୍ୱପ୍ନ ଓ ଆକାଂକ୍ଷା ସଫଳ ହେଉଛି । ସେ ଦର୍ଶାଇଛନ୍ତି ଯେ ବର୍ତ୍ତମାନର ସରକାର ଉତ୍ତରାଖଣ୍ଡର ବିକାଶ ପାଇଁ କୌଣସି ସୁଯୋଗ ହାତଛଡା କରିନାହାନ୍ତି । ପ୍ରଧାନମନ୍ତ୍ରୀ ଦୋହରାଇଛନ୍ତି ଯେ ବର୍ତ୍ତମାନର ଦଶନ୍ଧି ଉତ୍ତରାଖଣ୍ଡର ଅଟେ ଏବଂ ଗତ ବର୍ଷ ମଧ୍ୟରେ ତାଙ୍କର ବିଶ୍ୱାସ ପ୍ରମାଣିତ ହୋଇଛି । ଉତ୍ତରାଖଣ୍ଡ ବିକାଶର ନୂତନ ରେକର୍ଡ ସୃଷ୍ଟି କରୁଛି ଏବଂ ନୂଆ ମାଇଲଖୁଣ୍ଟ ହାସଲ କରୁଛି ବୋଲି ଦର୍ଶାଇ ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ସ୍ଥାୟୀ ବିକାଶ ଲକ୍ଷ୍ୟ ସୂଚକାଙ୍କ ଅନୁଯାୟୀ ରାଜ୍ୟ ପ୍ରଥମ ସ୍ଥାନ ଅଧିକାର କରିଛି । ସେ ଆହୁରିମଧ୍ୟ କହିଛନ୍ତି ଯେ ଉତ୍ତରାଖଣ୍ଡକୁ ‘ଇଜ୍ ଅଫ୍ ଡୁଇଂ ବିଜିନେସ୍‌’ ବର୍ଗରେ ‘ଆଚିଭର୍ସ’ ଏବଂ ଷ୍ଟାର୍ଟଅପ୍ ବର୍ଗରେ ‘ଲିଡର୍‌’ ଭାବରେ ସ୍ଥାନିତ କରାଯାଇଛି । ସେ ସୂଚନା ଦେଇଛନ୍ତି ଯେ ରାଜ୍ୟର ଅଭିବୃଦ୍ଧି ହାର ୧.୨୫ ଗୁଣ ଏବଂ ଜିଏସ୍‌ଟି ସଂଗ୍ରହ ୧୪ ପ୍ରତିଶତ ବୃଦ୍ଧି ପାଇଛି, ମୁଣ୍ଡ ପିଛା ଆୟ ୨୦୧୪ରେ ୧.୨୫ ଲକ୍ଷରୁ ବାର୍ଷିକ ୨.୬୦ ଲକ୍ଷକୁ ବୃଦ୍ଧି ପାଇଛି ଏବଂ ମୋଟ ଘରୋଇ ଉତ୍ପାଦ ୨୦୧୪ରେ ୧ ଲକ୍ଷ ୫୦ ହଜାର କୋଟିରୁ ବୃଦ୍ଧି ପାଇ ଆଜି ପ୍ରାୟ ୩ ଲକ୍ଷ ୫୦ ହଜାର କୋଟି ଟଙ୍କା ହୋଇଛି । ସେ କହିଛନ୍ତି ଯେ ଏହି ପରିସଂଖ୍ୟାନ ଯୁବପୀଢ଼ି ପାଇଁ ନୂଆ ସୁଯୋଗ, ଶିଳ୍ପ ଅଭିବୃଦ୍ଧି ଏବଂ ମହିଳା ଓ ଶିଶୁମାନଙ୍କ ଜୀବନକୁ ସହଜ କରିବାର ଏକ ସ୍ପଷ୍ଟ ସୂଚନା । ସେ ସୂଚନା ଦେଇଛନ୍ତି ଯେ ଟ୍ୟାପ ଜଳ କଭରେଜ ୨୦୧୪ରେ ୫% ପରିବାରରୁ ବୃଦ୍ଧି ପାଇ ଆଜି ୯୬ ପ୍ରତିଶତରୁ ଅଧିକ ହୋଇଛି ଏବଂ ଗ୍ରାମୀଣ ସଡକ ନିର୍ମାଣ ୬ ହଜାର କିଲୋମିଟରରୁ ୨୦ ହଜାର କିଲୋମିଟରକୁ ବୃଦ୍ଧି ପାଇଛି । ଲକ୍ଷ ଲକ୍ଷ ଶୌଚାଳୟ ନିର୍ମାଣ, ବିଦ୍ୟୁତ ଯୋଗାଣ, ଗ୍ୟାସ ସଂଯୋଗ, ଆୟୁଷ୍ମାନ ଯୋଜନା ଅଧିନରେ ମାଗଣା ଚିକିତ୍ସା ଉପରେ ସେ କହିଛନ୍ତି ଯେ, ସରକାର ସମାଜର ସମସ୍ତ ଗର୍ବର ଲୋକଙ୍କ ସହ ଛିଡା ହୋଇଛନ୍ତି । ପ୍ରଧାନମନ୍ତ୍ରୀ ସୂଚନା ଦେଇଛନ୍ତି ଯେ ଉତ୍ତରାଖଣ୍ଡ ରାଜ୍ୟକୁ ପ୍ରଦାନ କରାଯାଇଥିବା ଅନୁଦାନ ପ୍ରାୟ ଦ୍ୱିଗୁଣିତ ହୋଇଛି ଏବଂ ଏଆଇଆଇଏମ୍‌ଏସ୍‌, ଡ୍ରୋନ୍ ପ୍ରୟୋଗ ଅନୁସନ୍ଧାନ କେନ୍ଦ୍ର, ଉଦ୍ଧାମ ସିଂହ ନଗରରେ କ୍ଷୁଦ୍ର ଶିଳ୍ପ ଟାଉନ୍‌ସିପ୍ ପାଇଁ ଉପଗ୍ରହ କେନ୍ଦ୍ର ପ୍ରତିଷ୍ଠା କରିବାର ସଫଳତାକୁ ତାଲିକାଭୁକ୍ତ କରିଛନ୍ତି । ସେ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ଦ୍ୱାରା ରାଜ୍ୟରେ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିକାଶମୂଳକ ପ୍ରକଳ୍ପ ଚାଲିଛି ଏବଂ ସଂଯୋଗୀକରଣ ପ୍ରକଳ୍ପଗୁଡିକ ଦ୍ରୁତ ଗତିରେ ସମ୍ପୂର୍ଣ୍ଣ ହେଉଛି । ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୨୦୨୬ ସୁଦ୍ଧା ଋଷିକେଶ-କର୍ଣ୍ଣପ୍ରୟାଗ ରେଳ ପ୍ରକଳ୍ପ ସମ୍ପୂର୍ଣ୍ଣ କରିବାକୁ ସରକାର ପ୍ରସ୍ତୁତ ଅଛନ୍ତି । ସେ ଆହୁରିମଧ୍ୟ କହିଛନ୍ତି ଯେ, ଉତ୍ତରାଖଣ୍ଡର ୧୧ଟି ରେଳ ଷ୍ଟେସନକୁ ଅମୃତ ଷ୍ଟେସନ ଭାବରେ ବିକଶିତ କରାଯାଉଛି ଏବଂ ଏହି ଏକ୍ସପ୍ରେସ୍‌ୱେ କାର୍ଯ୍ୟ ଶେଷ ହେବା ପରେ ଦିଲ୍ଲୀ ଓ ଡେହରାଡୁନ୍ ମଧ୍ୟରେ ଯାତ୍ରା ସମୟ ୨.୫ ଘଣ୍ଟାକୁ ହ୍ରାସ ପାଇବ । ଏହି ବିକାଶ ମଧ୍ୟ ସ୍ଥାନାନ୍ତରଣ ଉପରେ ରୋକ ଲଗାଇଛି ବୋଲି ସେ କହିଛନ୍ତି । ବିକାଶ ସହିତ ସରକାର ଐତିହ୍ୟ ସଂରକ୍ଷଣରେ ମଧ୍ୟ ନିୟୋଜିତ ଥିବା ଦର୍ଶାଇ ଶ୍ରୀ ମୋଦୀ କହିଛନ୍ତି ଯେ କେଦାରନାଥ ମନ୍ଦିରର ଏକ ବିଶାଳ ତଥା ଐଶ୍ୱରୀୟ ପୁନଃନିର୍ମାଣ କାର୍ଯ୍ୟ ଚାଲିଛି । ବଦ୍ରିନାଥ ଧାମରେ ବିକାଶ କାର୍ଯ୍ୟର ଦ୍ରୁତ ଅଗ୍ରଗତି ବିଷୟରେ ସେ ଉଲ୍ଲେଖ କରିଛନ୍ତି । ସେ ଆହୁରିମଧ୍ୟ କହିଛନ୍ତି ଯେ, ମାନସଖଣ୍ଡ ମନ୍ଦିରର ମିଶନ ମାଲା ଯୋଜନାର ପ୍ରଥମ ପର୍ଯ୍ୟାୟରେ ୧୬ଟି ପ୍ରାଚୀନ ମନ୍ଦିରର ବିକାଶ କରାଯାଉଛି । ଶ୍ରୀ ମୋଦୀ ଜୋର ଦେଇ କହିଛନ୍ତି, “ସବୁ ପାଣିପାଣ ସ୍ଥିତିରେ ବ୍ୟବହୃତ ହୋଇପାରୁଥିବା ରାସ୍ତା ଚାରିଧାମ ଯାତ୍ରୀଙ୍କ ଯାତ୍ରାକୁ ସହଜ କରିଦେଇଛି ।” ସେ କହିଛନ୍ତି ଯେ ପର୍ବତ ମାଲା ଯୋଜନା ଅନ୍ତର୍ଗତ ରୋପୱେ ଦ୍ୱାରା ଧାର୍ମିକ ଏବଂ ପର୍ଯ୍ୟଟନ ସ୍ଥାନଗୁଡିକୁ ସଂଯୋଗ କରାଯାଉଛି । ମାନା ଗ୍ରାମରୁ ‘ଭାଇବ୍ରାଣ୍ଟ୍ ଭିଲେଜ’ ଯୋଜନା ଆରମ୍ଭ କରାଯାଇଛି ବୋଲି ମନ୍ତବ୍ୟ ଦେଇ ଶ୍ରୀ ମୋଦୀ କହିଛନ୍ତି ଯେ, ସରକାର ସୀମାନ୍ତବର୍ତ୍ତୀ ଗ୍ରାମଗୁଡିକୁ ଦେଶର ପ୍ରଥମ ଗ୍ରାମ ବୋଲି ବିବେଚନା କରନ୍ତି ଏବଂ ପୂର୍ବରୁ ଏହାକୁ ଶେଷ ଗ୍ରାମ କୁହାଯାଉଥିଲା । ଭାଇବ୍ରାଣ୍ଟ ଭିଲେଜ ଯୋଜନା ଅଧିନରେ ୨୫ ଟି ଗ୍ରାମର ବିକାଶ କରଯାଉଛି ଏବଂ ଏହି ଉଦ୍ୟମ ଦ୍ୱାରା ଉତ୍ତରାଖଣ୍ଡରେ ପର୍ଯ୍ୟଟନ କ୍ଷେତ୍ର ସହ ଜଡିତ ସୁଯୋଗ ବୃଦ୍ଧି ପାଇ ଏଠାକାର ଯୁବକମାନଙ୍କ ପାଇଁ ନିଯୁକ୍ତି ସୁଯୋଗ ବଢ଼ଛି । ଏକ ରିପୋର୍ଟକୁ ଦର୍ଶାଇ ଶ୍ରୀ ମୋଦୀ କହିଛନ୍ତି ଯେ ଚଳିତ ବର୍ଷ ୬ କୋଟି ପର୍ଯ୍ୟଟକ ଏବଂ ତୀର୍ଥଯାତ୍ରୀ ଉତ୍ତରାଖଣ୍ଡ ପରିଦର୍ଶନ କରିଛନ୍ତି । ସେ ଆହୁରିମଧ୍ୟ କହିଛନ୍ତି ଯେ ଗତ ବର୍ଷ ୫୪ ଲକ୍ଷ ଲୋକ ଚାରିଧାମ ଯାତ୍ରାରେ ଯାଇଥିଲେ । ୨୦୧୪ ପୂର୍ବରୁ ଏହି ସଂଖ୍ୟା୨୪ ଲକ୍ଷ ଥିଲା, ଯାହା ହୋଟେଲ, ହୋମ୍‌ଷ୍ଟେ, ଟ୍ରାନ୍ସପୋର୍ଟ ଏଜେଣ୍ଟ, କ୍ୟାବ୍ ଡ୍ରାଇଭର୍‌ମାନଙ୍କ ପାଇଁ ଲାଭଦାୟକ ଥିଲା । ଗତ କିଛି ବର୍ଷ ମଧ୍ୟରେ ୫୦୦୦ରୁ ଅଧିକ ହୋମଗାର୍ଡ ପଞ୍ଜିକୃତ ହୋଇଛନ୍ତି । ଉତ୍ତରାଖଣ୍ଡର ନିଷ୍ପତ୍ତି ଏବଂ ନୀତି ଦେଶ ପାଇଁ ଏକ ଉଦାହରଣ ସୃଷ୍ଟି କରୁଛି ବୋଲି ଦର୍ଶାଇ ପ୍ରଧାନମନ୍ତ୍ରୀ ସମାନ ନାଗରିକ ସଂହିତାର କାର୍ଯ୍ୟକାରିତା ବିଷୟରେ ଉଲ୍ଲେଖ କରିଛନ୍ତି, ଯାହାର ଚର୍ଚ୍ଚା ସମଗ୍ର ଦେଶରେ ହେଉଛି ଏବଂ ଯୁବପୀଢ଼ିଙ୍କ ସୁରକ୍ଷା ପାଇଁ ନକଲି-ବିରୋଧି ଆଇନ୍ ମଧ୍ୟ ପ୍ରଣୟନ କରାଯାଇଛି । ରାଜ୍ୟରେ ନିଯୁକ୍ତି ସ୍ୱଚ୍ଛତା ସହ ଚାଲିଛି । ପ୍ରଧାନମନ୍ତ୍ରୀ ୯ଟି ଅନୁରୋଧ ତାଲିକାଭୁକ୍ତ କରିଛନ୍ତି, ସେଥିରୁ ଉତ୍ତରାଖଣ୍ଡର ଲୋକଙ୍କ ପାଇଁ ୫ଟି ଏବଂ ରାଜ୍ୟ ପରିଦର୍ଶନ କରୁଥିବା ତୀର୍ଥଯାତ୍ରୀ ଏବଂ ପର୍ଯ୍ୟଟକଙ୍କ ପାଇଁ ୪ଟି ରହିଛି । ସେ ଘରୱାଲି, କୁମାଓନି ଏବଂ ଜୈନସାରୀ ପରି ଭାଷା ସଂରକ୍ଷର ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ଭବିଷ୍ୟତ ପୀଢ଼ିକୁ ଏହି ଭାଷା ଶିକ୍ଷା ଦେବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଥିଲେ । ଦ୍ୱିତୀୟ, ଜଳବାୟୁ ପରିବର୍ତ୍ତନର ଆହ୍ୱାନଗୁଡିକୁ ମୁକାବିଲା କରିବା ପାଇଁ ସେ ସମସ୍ତଙ୍କୁ ‘ଏକ୍ ପେଡ୍ ମାଁ କେ ନାମ୍‌’ ଅଭିଯାନକୁ ଆଗକୁ ବଢ଼ାଇବାକୁ ଅନୁରୋଧ କରିଥିଲେ । ତୃତୀୟ, ସେ ଜଳ ସଂସ୍ଥାଗୁଡିକୁ ସଂରକ୍ଷଣ କରିବାକୁ ଏବଂ ଜଳ ପରିମଳ ସହ ଜଡିତ ଅଭିଯାନକୁ ଆଗକୁ ବଢ଼ାଇବାକୁ ଅନୁରୋଧ କରିଥିଲେ । ଚତୁର୍ଥ, ସେ ନାଗରିକମାନଙ୍କୁ ସେମାନଙ୍କର ତୃଣମୂଳ ସହିତ ଜଡିତ ରହିବା ଏବଂ ଗ୍ରାମାଭିମୂଖୀ ହେବା ଉପରେ ଜୋର ଦେଇଥିଲେ । ପଞ୍ଚମ, ସେ ରାଜ୍ୟରେ ପାରମ୍ପରିକ ଘର ସଂରକ୍ଷଣ ଉପରେ ଗୁରୁତ୍ୱାରୋପ କରିଥିଲେ ଏବଂ ଏହାକୁ ଗୃହରେ ପରିଣତ କରିବାକୁ ପରାମର୍ଶ ଦେଇଥିଲେ । ରାଜ୍ୟକୁ ଆସୁଥିବା ପର୍ଯ୍ୟଟକ ଏବଂ ତୀର୍ଥଯାତ୍ରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ସେମାନଙ୍କ ପାଇଁ ୪ଟି ଅନୁରୋଧ ତାଲିକାଭୁକ୍ତ କରିଛନ୍ତି । ସେ ପରିଷ୍କାର ପରିଚ୍ଛନ୍ନତା ବଜାୟ ରଖିବାକୁ ଏବଂ ଏକକ ବ୍ୟବହାର ପ୍ଲାଷ୍ଟିକରୁ ନିବୃତ୍ତ ରହିବାକୁ, ‘ଭୋକାଲଖ ଫର୍ ଲୋକାଲ୍‌’ର ମନ୍ତ୍ର ମନେ ରଖିବାକୁ ତଥା ସ୍ଥାନୀୟ ଉତ୍ପାଦିତ ସାମଗ୍ରୀ ଉପରେ ମୋଟ୍ ଖର୍ଚ୍ଚର ଅତି କମ୍‌ରେ ୫ ପ୍ରତିଶତ ଖର୍ଚ୍ଚ କରିବାକୁ, ଟ୍ରାଫିକ ନିୟମ ପାଳନ କରିବାକୁ ଏବଂ ଶେଷରେ ତୀର୍ଥସ୍ଥଳ ଏବଂ ଧାର୍ମିକ ସ୍ଥାନଗୁଡିକର ଶୋଭା ବଜାୟ ରଖିବାକୁ ଅନୁରୋଧ କରିଥିଲେ । ପ୍ରଧାନମନ୍ତ୍ରୀ ସୂଚାଇ ଦେଇଛନ୍ତି ଯେ ଏହି ୯ ଅନୁରୋଧ ଉତ୍ତରାଖଣ୍ଡର ଦେବ ଭୂମି ପରିଚୟକୁ ଦୃଢ଼ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ । ସମ୍ବୋଧନ ସମାପ୍ତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଦେଶର ସଂକଳ୍ପ ପୂରଣ କରିବାରେ ଉତ୍ତରାଖଣ୍ଡ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ତାଙ୍କର ବିଶ୍ୱାସ ରହିଛି ।

Read More »

ದೇವಭೂಮಿ ಉತ್ತರಾಖಂಡದ ರಜತ ಮಹೋತ್ಸವ ಸಂದರ್ಭದಲ್ಲಿ ಉತ್ತರಾಖಂಡದ ಜನತೆಗೆ ಪ್ರಧಾನಮಂತ್ರಿ ಶ್ರೀ ನರೇಂದ್ರ ಮೋದಿ ಅಭಿನಂದನೆ

ಉತ್ತರಾಖಂಡದ ಸಂಸ್ಥಾಪನಾ ದಿನದಂದು ಅಲ್ಲಿನ ಎಲ್ಲ ಜನತೆಗೆ ಶುಭ ಕೋರಿರುವ  ಪ್ರಧಾನಮಂತ್ರಿಯವರು, ಇಂದಿನಿಂದ ಉತ್ತರಾಖಂಡ ರಾಜ್ಯ ರಚನೆಯ ರಜತ ಮಹೋತ್ಸವ ವರ್ಷ ಆರಂಭವಾಗುತ್ತಿರುವುದನ್ನು ಉಲ್ಲೇಖಿಸಿದರು. ಉತ್ತರಾಖಂಡವು ರಾಜ್ಯ ಸ್ಥಾಪನೆಯ 25ನೇ ವರ್ಷಕ್ಕೆ ಪ್ರವೇಶಿಸಿರುವುದನ್ನು ಉಲ್ಲೇಖಿಸಿದ ಶ್ರೀ ಮೋದಿ, ರಾಜ್ಯದ ಮುಂಬರುವ 25 ವರ್ಷಗಳ ಉಜ್ವಲ ಭವಿಷ್ಯಕ್ಕಾಗಿ ಕೆಲಸ ಮಾಡುವಂತೆ ಜನರನ್ನು ಆಗ್ರಹಿಸಿದರು. ಉತ್ತರಾಖಂಡದ ಮುಂಬರುವ 25 ವರ್ಷಗಳ ಪ್ರಯಾಣವು ಭಾರತದ  ಅಮೃತ್ ಕಾಲ್ ನ 25 ನೇ ವರ್ಷದ ಜೊತೆ ಸರಿಹೊಂದಿಕೆಯಾಗುವಂತಿದೆ. ಇದೊಂದು ಕಾಕತಾಳೀಯ ಎಂದ ಪ್ರಧಾನ ಮಂತ್ರಿ ಅವರು, ಇದು ವಿಕ್ಷಿತ್ ಭಾರತ್ ಗಾಗಿ ವಿಕ್ಷಿತ್ (ಅಭಿವೃದ್ಧಿ ಹೊಂದಿದ) ಉತ್ತರಾಖಂಡವನ್ನು ಸಂಕೇತಿಸುತ್ತದೆ ಎಂದರು. ಈ ಅವಧಿಯಲ್ಲಿ ವಿಕ್ಷಿತ್ ಭಾರತದ ಸಂಕಲ್ಪ ಈಡೇರುವುದಕ್ಕೆ ದೇಶ ಸಾಕ್ಷಿಯಾಗಲಿದೆ ಎಂದು ಶ್ರೀ ಮೋದಿ ಹೇಳಿದರು. ಮುಂಬರುವ 25 ವರ್ಷಗಳಲ್ಲಿ ಸಂಕಲ್ಪಗಳ ಜೊತೆಗೆ ಜನರು ಅನೇಕ ಕಾರ್ಯಕ್ರಮಗಳನ್ನು ಕೈಗೊಂಡಿದ್ದಾರೆ ಎಂದು ಪ್ರಧಾನಿ ಸಂತಸ ವ್ಯಕ್ತಪಡಿಸಿದರು. ಈ ಕಾರ್ಯಕ್ರಮಗಳ ಮೂಲಕ ಉತ್ತರಾಖಂಡದ ಹೆಮ್ಮೆಯನ್ನು ಹರಡಲಾಗುವುದು ಮತ್ತು ಅಭಿವೃದ್ಧಿ ಹೊಂದಿದ ಉತ್ತರಾಖಂಡದ ಗುರಿ ರಾಜ್ಯದ ಪ್ರತಿಯೊಬ್ಬ ನಿವಾಸಿಯನ್ನು ತಲುಪಲಿದೆ ಎಂದು ಅವರು ಹೇಳಿದರು. ಈ ಮಹತ್ವದ ಸಂದರ್ಭದಲ್ಲಿ ಮತ್ತು ಈ ಮಹತ್ವದ ನಿರ್ಣಯವನ್ನು ಅಂಗೀಕರಿಸಿದ್ದಕ್ಕಾಗಿ ಶ್ರೀ ಮೋದಿ ಅವರು ರಾಜ್ಯದ ಎಲ್ಲ ನಿವಾಸಿಗಳನ್ನು ಅಭಿನಂದಿಸಿದರು. ಇತ್ತೀಚೆಗೆ ಯಶಸ್ವಿಯಾಗಿ ಆಯೋಜಿಸಲಾದ ‘ಪ್ರವಾಸಿ ಉತ್ತರಾಖಂಡ ಸಮ್ಮೇಳನ’ದ ಬಗ್ಗೆಯೂ ಅವರು ಗಮನಸೆಳೆದರು ಮತ್ತು ಉತ್ತರಾಖಂಡದ ಅಭಿವೃದ್ಧಿಯಲ್ಲಿ ಸಾಗರೋತ್ತರ ಉತ್ತರಾಖಂಡದ ಜನರು ಪ್ರಮುಖ ಪಾತ್ರ ವಹಿಸುತ್ತಾರೆ ಎಂಬ ಭರವಸೆಯನ್ನು ವ್ಯಕ್ತಪಡಿಸಿದರು. ಪ್ರತ್ಯೇಕ ರಾಜ್ಯ ರಚನೆಗಾಗಿ ಉತ್ತರಾಖಂಡದ ಜನತೆಯ ಪ್ರಯತ್ನಗಳನ್ನು ಪ್ರಸ್ತಾಪಿಸಿದ ಪ್ರಧಾನಿಯವರು ಅಟಲ್ ಜೀ ಅವರ ನಾಯಕತ್ವ ಇದ್ದಾಗ ಅವು ಫಲ ನೀಡಿದವು ಎಂದರು.  ಇಂದು ಕನಸುಗಳು ಮತ್ತು ಆಕಾಂಕ್ಷೆಗಳು ನನಸಾಗುತ್ತಿರುವುದಕ್ಕೆ ಸಂತಸ ವ್ಯಕ್ತಪಡಿಸಿದರು. ಪ್ರಸ್ತುತ ಸರ್ಕಾರವು ಉತ್ತರಾಖಂಡದ ಅಭಿವೃದ್ಧಿಗೆ ಇರುವ ಯಾವುದೇ ಅವಕಾಶವನ್ನೂ  ಬಿಟ್ಟು ಬಿಡದೆ ಬಳಸಿಕೊಳ್ಳುತ್ತಿದೆ ಎಂದು ಅವರು ಒತ್ತಿಹೇಳಿದರು. ಪ್ರಸ್ತುತ ದಶಕ ಉತ್ತರಾಖಂಡಕ್ಕೆ ಸೇರಿದೆ ಮತ್ತು ಕಳೆದ ವರ್ಷಗಳಲ್ಲಿ ಈ ಕುರಿತಾದ ತಮ್ಮ  ನಂಬಿಕೆ ಸಾಬೀತಾಗಿದೆ ಎಂಬುದನ್ನು ಪ್ರಧಾನಿ ಪುನರುಚ್ಚರಿಸಿದರು. ಉತ್ತರಾಖಂಡವು ಅಭಿವೃದ್ಧಿಯ ಹೊಸ ದಾಖಲೆಗಳನ್ನು ಸೃಷ್ಟಿಸುತ್ತಿದೆ ಮತ್ತು ಹೊಸ ಮೈಲಿಗಲ್ಲುಗಳನ್ನು ಸಾಧಿಸುತ್ತಿದೆ ಎಂದು ಒತ್ತಿ ಹೇಳಿದ ಪ್ರಧಾನಮಂತ್ರಿಯವರು, …

Read More »

पंतप्रधान नरेंद्र मोदी यांनी देवभूमी उत्तराखंडच्या रौप्यमहोत्सवी वर्षानिमित्त उत्तराखंडच्या जनतेला दिल्या शुभेच्छा

पंतप्रधान नरेंद्र मोदी यांनी  उत्तराखंडच्या स्थापना दिनानिमित्त तेथील जनतेला शुभेच्छा दिल्या आणि आजपासून उत्तराखंड राज्याच्या स्थापनेचे  रौप्यमहोत्सवी वर्ष सुरु होत असल्याचे नमूद केले. उत्तराखंड त्याच्या स्थापनेच्या 25 व्या वर्षात प्रवेश करत आहे असे नमूद करत  मोदी यांनी तेथील जनतेला राज्याच्या आगामी 25 वर्षांच्या उज्ज्वल भविष्यासाठी काम करण्याचे आवाहन केले. ते पुढे म्हणाले की उत्तराखंडचा …

Read More »