ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ନାମକ ଏକ ନୂତନ କେନ୍ଦ୍ରୀୟ କ୍ଷେତ୍ର ଯୋଜନାକୁ ଅନୁମୋଦନ କରାଯାଇଛି । ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ଯାହାଫଳରେ ଆର୍ଥିକ ଅଭାବ କାରଣରୁ କେହି ଜଣେ ଉଚ୍ଚ ଶିକ୍ଷା ଗ୍ରହଣ କରିବାରୁ ବଞ୍ଚିତ ହେବେ ନାହିଁ । ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଯୋଜନା ଜାତୀୟ ଶିକ୍ଷା ନୀତି, ୨୦୨୦ …
Read More »