जागतिक पर्यावरणाच्या हानीसाठी ग्लोबल साऊथ देश जबाबदार नाहीत तर त्या विकसित देशांमुळे हे नुकसान झाले आहे ज्यांनी कमी खर्चिक ऊर्जेचा लाभ घेतला असे केंद्रीय वाणिज्य आणि उद्योग मंत्री पीयूष गोयल यांनी म्हटले आहे. ते आज नवी दिल्ली येथे भारतीय उद्योग महासंघ भागीदारी शिखर परिषद 2024 च्या उद्घाटन सत्रात बोलत होते. …
Read More »“আমাৰ অখ্যাত নায়ক বীৰ সাৱাৰকাৰৰ আচল কাহিনী কোৱাৰ দায়িত্ব নিজে লৈছিলোঃ ৰনদীপ হুডাই কয়
জীৱনীমূলক নাটক ‘স্বতন্ত্ৰ বীৰ সাৱাৰকাৰ’ৰ সৈতে জড়িত অভিনেতা-অভিনেত্ৰী আৰু কলা-কুশলীৰ দলটোৱে ৫৫সংখ্যক ভাৰতৰ আন্তঃৰাষ্ট্ৰীয় চলচ্চিত্ৰ মহোৎসৱত সংবাদ মাধ্যমৰ সৈতে মত বিনিময় কৰে। এই ছবিখন ভাৰতীয় পেনোৰামা শিতানৰ প্ৰথমখন ফিচাৰ ফিল্মি হিচাপে প্ৰদৰ্শিত হয়। এই অনুষ্ঠানটোৱে ছবিখনৰ সৃষ্টিশীল যাত্ৰা আৰু ইয়াৰ ঐতিহাসিক তাৎপৰ্য্যৰ ওপৰত চিন্তা কৰাৰ এক মঞ্চ আগবঢ়াইছে। বিনায়ক দামোদৰ …
Read More »“আমাদের অজ্ঞাত নায়ক বীর সাভারকারের জীবনের প্রকৃত গল্প তুলে ধরার দায়িত্ব আমি নিজের কাঁধে নিয়েছি” বললেন রণদীপ হুডা
৫৫-তম ভারতীয় আন্তর্জাতিক চলচ্চিত্র উৎসব (আইএফএফআই)-তে ভারতীয় প্যানোরামা বিভাগে উদ্বোধনী পূর্ণ দৈর্ঘ্যের ছবি হিসেবে স্বতন্ত্র বীর সাভারকার প্রদর্শিত হয়। এই ছবি নির্মাণের সঙ্গে জড়িত কলাকুশলীরা সংবাদ মাধ্যমের মুখোমুখি হন। অভিনেতা রণদীপ হুডা ছবিটির নির্দেশক, সেইসঙ্গে ছবিতে তিনি বিনায়ক দামোদর সাভারকরের মূল চরিত্রে অভিনয়ও করেছেন। সংবাদ মাধ্যমের মুখোমুখি হয়ে তিনি জানান, …
Read More »ମିଥ୍ୟା ଖବରର ମୁକାବିଲା ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ଡିଜିଟାଲ ମିଡିଆ ଉତ୍ତରଦାୟିତ୍ୱ ନେବାକୁ ଆହ୍ୱାନ ଦେଇଛନ୍ତି କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ
ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆ ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ୨୦୨୪ ଅବସରରେ ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ମିଡିଆ ସେଣ୍ଟରରେ ଜାତୀୟ ପ୍ରେସ୍ ଦିବସ ପାଳନ କରାଯାଇଛି। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସୂଚନା ଓ ପ୍ରସାରଣ, ରେଳବାଇ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ, କେନ୍ଦ୍ର ସୂଚନା ଓ ପ୍ରସାରଣ ଏବଂ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଡ. ଏଲ୍ ମୁରୁଗନ୍, ପ୍ରେସ୍ କାଉନସିଲ୍ ଅଫ୍ ଇଣ୍ଡିଆର …
Read More »ଦାୟିତ୍ୱ ବିନା ସ୍ୱାଧୀନତାର କୌଣସି ମୂଲ୍ୟ ନାହିଁ : ପିଆଇବି ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର
ମଣିଷ ଜୀବନରେ ସ୍ୱାଧୀନତାର ବିଶେଷ ଗୁରୁତ୍ୱ ରହିଛି । ସ୍ୱାଧୀନତାର ସହ ବଞ୍ଚିଲେ ମଣିଷ ଜୀବନର ପ୍ରକୃତ ଆନନ୍ଦ ଲାଭ କରିପାରିବ । ତେବେ ଦାୟିତ୍ୱ ବିନା ସ୍ୱାଧୀନତାର କୌଣସି ମୂଲ୍ୟ ନାହିଁ । ନିରଙ୍କୁଶ ସ୍ୱାଧୀନତା ଭିତରେ ବି ଦାୟିତ୍ୱବୋଧ ଥାଏ। ଅନୁରୂପ ଭାବେ ଗଣମାଧ୍ୟମ ପାଇଁ ସ୍ୱାଧୀନତା ଯେତିକି ଜରୁରୀ, ଦାୟିତ୍ୱବୋଧତା ମଧ୍ୟ ସମପରିମାଣରେ ଆବଶ୍ୟକ। ଆଜି ଏହା କହିଛନ୍ତି ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ଓଡ଼ିଶା ପ୍ରାନ୍ତ ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର। ଭୁବନେଶ୍ୱର ଠାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ପ୍ରେସ୍ ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ମିଶ୍ର କହିଛନ୍ତି, ଉଭୟ ପ୍ରାଚ୍ୟ ଓ ପାଶ୍ଚାତ୍ୟ ଦର୍ଶନରେ ସ୍ୱାଧୀନତାର ଜରୁରୀ ଆବଶ୍ୟକତା ଉପରେ ଦାର୍ଶନିକମାନେ ଆଲୋକପାତ କରିଛନ୍ତି । ‘ଗଣମାଧ୍ୟମର ପରିବର୍ତ୍ତନଶୀଳ ସ୍ୱରୂପ’ ଶୀର୍ଷକ ବିଷୟବସ୍ତୁ ଉପରେ ଅଭିଭାଷଣ ରଖି ସେ କହିଛନ୍ତି, ଗଣମାଧ୍ୟମ ପାଇଁ ମଧ୍ୟ ସ୍ୱାଧୀନତା ଜରୁରୀ। ତେବେ ଗଣମାଧ୍ୟମ ସରକାରଙ୍କ ସହ ରହିବା ଦରକାର ବୋଲି ସେ ନିବେଦନ କରିଛନ୍ତି । ଶ୍ରୀ ମିଶ୍ର କହିଛନ୍ତି, ସରକାର ହେଉଛନ୍ତି ଜନସାଧାରଣଙ୍କ ଆଶା ଓ ଭରସାର ପ୍ରତୀକ। ତେଣୁ ଗଣମାଧ୍ୟମ ସରକାରଙ୍କ ସହ ରହି ମଧ୍ୟ ପରିବର୍ତ୍ତନର ବାହକ ହେବା ଆବଶ୍ୟକ । ସବୁ ସରକାରୀ କର୍ମଚାରୀ ଏବଂ ଗଣମାଧ୍ୟମ ଜନସାଧାରଣଙ୍କ ଆଶାଆକାଂକ୍ଷାକୁ ପୂରଣ କରିବା ପାଇଁ କାମ କରିଥା’ନ୍ତି ବୋଲି ଶ୍ରୀ ମିଶ୍ର କହିଥିଲେ। ଆଜିର କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁ କହିଥିଲେ, ବିଗତ ଦଶନ୍ଧିରେ ଗଣମାଧ୍ୟମ ପରିଦୃଶ୍ୟରେ ଅନେକ ପରିବର୍ତ୍ତନ ଆଣିଛି । ମୂଦ୍ରିତ ଗଣମାଧ୍ୟମର କ୍ରମବିକାଶ ସହିତ ବୈଦ୍ୟୁତିକ ଗଣମାଧ୍ୟମର ଉଦ୍ଭବ ହୋଇଛି ଏବଂ ବର୍ତ୍ତମାନ ଆମେ ସମସ୍ତେ ଡିଜିଟାଲ ମିଡିଆର ଯୁଗରେ ପହଞ୍ଚିଛୁ । ଫଳରେ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ପରିବର୍ତ୍ତିତ ସମୟ ସହିତ ତାଳ ଦେଇ ବଦଳିବାକୁ ପଡ଼ିଛି । ସ୍ୱାଧୀନତା ପୂର୍ବ ଏବଂ ପରବର୍ତ୍ତୀ ସମୟ ତୁଳନାରେ ବର୍ତ୍ତମାନ ଗଣମାଧ୍ୟମର ଆକାର, ପ୍ରକୃତି ତଥା ପରିସର ବଦଳିଛି ଓ ବ୍ୟାପକ ହୋଇଛି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରି ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ସରୋଜ ସାମଲ ଜାତୀୟ ପ୍ରେସ ଦିବସ କାର୍ଯ୍ୟକ୍ରମର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିବା ସହିତ ଭାରତୀୟ ଗଣତନ୍ତ୍ରରେ ଅଭିବ୍ୟକ୍ତିର ସ୍ୱାଧୀନତା ଉପରେ ମତ ରଖିଥିଲେ। ସେ କହିଥିଲେ ସମ୍ବିଧାନ ଭାରତୀୟ ଗଣତନ୍ତ୍ରର ମୂଳପିଣ୍ଡ ଏବଂ ଏଥିରେ ସ୍ୱାଧୀନ ଭାବେ ମତ ରଖିବାର ଅଧିକାର ଉପରେ ଗୁରୁତ୍ୱାରୋପ କରାଯାଇଛି । ଏହା ଜରିଆରେ ଗଣମାଧ୍ୟମକୁ ବି ସ୍ୱାଧୀନତା …
Read More »