വൺ റാങ്ക് വൺ പെൻഷൻ (ഒ.ആർ.ഒ.പി.) പദ്ധതി ഇന്ന് പത്ത് വർഷം പൂർത്തിയാക്കുന്ന വേളയിൽ, രാജ്യത്തെ സംരക്ഷിക്കുന്നതിനായി ജീവൻ സമർപ്പിക്കുന്ന നമ്മുടെ വന്ദ്യവയോധിക സൈനികരുടെയും വിമുക്തഭടന്മാരുടെയും ധീരതയ്ക്കും ത്യാഗത്തിനുമുള്ള ആദരവാണ് ഇതെന്ന്, പ്രധാനമന്ത്രി ശ്രീ നരേന്ദ്ര മോദി,പറഞ്ഞു. ഒ.ആർ.ഒ.പി നടപ്പിലാക്കാനുള്ള തീരുമാനം നമ്മുടെ വീരപുത്രന്മാരുടെ ദീർഘകാലമായുള്ള ആവശ്യം പരിഹരിക്കുന്നതിനും അവരോടുള്ള രാജ്യത്തിൻ്റെ കടപ്പാട് ആവർത്തിച്ച് ഉറപ്പിക്കുന്നതിനുമുള്ള ഒരു സുപ്രധാന ചുവടുവെപ്പാണെന്നും അദ്ദേഹം കൂട്ടിച്ചേർത്തു. നമ്മുടെ സായുധ സേനയെ ശക്തിപ്പെടുത്തുന്നതിനും നമ്മെ …
Read More »ୱାନ ରାଙ୍କ ୱାନ ପେନ୍ସନ୍ (ଓଆର୍ଓପି) ଯୋଜନା ଭେଟେରାନ ଓ ପୂର୍ବତନ ସେନା କର୍ମଚାରୀଙ୍କ ସାହସ ଏବଂ ବଳିଦାନ ପ୍ରତି ଏକ ଶ୍ରଦ୍ଧାଞ୍ଜଳି : ପ୍ରଧାନମନ୍ତ୍ରୀ
ୱାନ୍ ରାଙ୍କ ୱାନ୍ ପେନ୍ସନ୍ (ଓଆର୍ଓପି) ଯୋଜନାର ଦଶ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ, ଏହି ଯୋଜନା ଆମର ଭେଟେରାନ ଏବଂ ପୂର୍ବତନ ସେନା କର୍ମଚାରୀମାନଙ୍କର ସାହସ ଏବଂ ବଳିଦାନ ପ୍ରତି ଏକ ଶ୍ରଦ୍ଧାଞ୍ଜଳି, ଯେଉଁମାନେ ଆମ ଦେଶର ସୁରକ୍ଷା ପାଇଁ ନିଜର ଜୀବନ ଉତ୍ସର୍ଗ କରିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ ଦୀର୍ଘ ଦିନରୁ କରାଯାଉଥିବା ଦାବିକୁ ପୂରଣ …
Read More »ପଦାତିକ ବାହିନୀ ଦିବସରେ ସମସ୍ତ ରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁ ପ୍ରଧାନମନ୍ତ୍ରୀଙ୍କ ସାଲ୍ୟୁଟ
ପଦାତିକ ବାହିନୀ ଦିବସରେ ପଦାତିକ ବାହିନୀର ସମସ୍ତରାଙ୍କ ଓ ଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି । ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି: “ପଦାତିକ ବାହିନୀ ଦିବସରେ ଆମକୁ ନିରବଚ୍ଛିନ୍ନ ଭାବେସୁରକ୍ଷା ଦେଉଥିବା ପଦାତିକ ବାହିନୀର ସମସ୍ତ ରାଙ୍କ ଓଭେଟେରାନଙ୍କ ଅଦଭ୍ୟ ଭାବନା ଓ ସାହସକୁ ଆମେ ସାଲ୍ୟୁଟକରୁଛୁ । ସେମାନେ ସର୍ବଦା ବିପଦ ସମୟରେ ରାଷ୍ଟ୍ରରସୁରକ୍ଷାକୁ ନିଶ୍ଚିତ କରିବାକୁ ଦୃଢ଼ ଭାବେ ଛିଡ଼ା ହୋଇଥାନ୍ତି ।ପଦାତିକ ବାହିନୀ ସାହସ, ବୀରତ୍ୱ ଓ କର୍ତ୍ତବ୍ୟ ଭାବନାରପ୍ରତୀକ ଏବଂ ପ୍ରତ୍ୟେକ ଭାରତୀୟଙ୍କୁ ପ୍ରେରଣା ଦେଉଛନ୍ତି ।”
Read More »પ્રધાનમંત્રીએ ઈન્ફ્રેન્ટ્રી દિવસ નિમિત્તે તમામ રેન્ક અને દિગ્ગજોની અદમ્ય ભાવના અને હિંમતને સલામ કરી
પ્રધાનમંત્રી શ્રી નરેન્દ્ર મોદીએ ઈન્ફ્રેન્ટ્રી દિવસના અવસરે પાયદળના તમામ રેન્ક અને દિગ્ગજોની અદમ્ય ભાવના અને હિંમતની પ્રશંસા કરી છે. પ્રધાનમંત્રીએ X પર પોસ્ટ કર્યું: “પાયદળ દિવસ પર, અમે બધા પાયદળના તમામ રેન્ક અને વેટરન્સની અદમ્ય ભાવના અને હિંમતને સલામ કરીએ છીએ, જેઓ અથાક રીતે આપણી સુરક્ષા કરે છે. તેઓ હંમેશા આપણા …
Read More »