ଶିଳ୍ପ ବିପ୍ଳବ ୪.୦ ଆମର ଶିକ୍ଷା ଭିତ୍ତିଭୂମିକୁ ବିଶ୍ୱମାନର କରିବା ପାଇଁ ଏକ ବଡ ସୁଯୋଗ ଦେଇଛି । ଏହାକୁ ଦୃଷ୍ଟିରେ ରଖି ଆମକୁ ଅଭିନବ ମଡେଲ ମାଧ୍ୟମରେ ବିଶ୍ୱବିଦ୍ୟାଳୟକୁ ମଜଭୂତ୍ କରିବାକୁ ହେବ । ଶିକ୍ଷା ଭିତ୍ତିଭୂମିର ବିକାଶ କରି ଦେଶକୁ ଏକ ଉତ୍ପାଦନକାରୀ ଅର୍ଥନୀତିରେ ପରିଣତ କରିବାକୁ ପଡ଼ିବ ବୋଲି ମଙ୍ଗଳବାର ନୂଆଦିଲ୍ଲୀ ଠାରେ ଉଚ୍ଚ ଶିକ୍ଷା ଏବଂ ବୈଷୟିକ ଶିକ୍ଷା ଉପରେ ଆୟୋଜିତ ଦୁଇ ଦିନିଆ …
Read More »